ପୋଖରୀରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ଛେଣ୍ଡିପଦା,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ପଞ୍ଚାୟତର ଧୁଡ଼ାମାଳ ପୋଖରୀରୁ ଗୁରୁବାର ନବଜାତ ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଘଟଣାରୁ ପ୍ରକାଶ ଯେ, ଛେଣ୍ଡିପଦା ଗ୍ରାମର କିଛି ଲୋକ ଶୌଚ ହେବା ପାଇଁ ପୋଖରୀକୁ ଯାଇଥିଲେ। ସେଠାରେ ଏକ ନବଜାତ ଶିଶୁର ମୃତଦେହ ପାଣିରେ ଭାସୁଥିବା ଦେଖି ଗ୍ରାମବାସୀ ଉଦ୍ଧାର କରିଥିଲେ। ଶିଶୁଟିକୁ କେହି ଗତରାତିରେ ପ୍ରସବ କରି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। ଗ୍ରାମବାସୀ ଏହି ମୃତ ଶିଶୁଟିକୁ ଉଦ୍ଧାର କରି ପୋତି ଦେଇଥିବାବେଳେ ଏବେ ଶିଶୁଟିର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ନବଜାତ ଶିଶୁଟି କାହାର ଏବଂ କିଏ ଆଣି ପୋଖରୀରେ ଫିଙ୍ଗିଛି ତାହା ଜଣାପଡ଼ିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ହେଲ୍‌ପରଙ୍କ ହାତ କାଟି ଦିଆଯାଇଥିବା ଅଭିଯୋଗ: ନ୍ୟାୟ, ଚିକିତ୍ସା ସହାୟତା ମାଗିଲେ ପରିବାର

କଣିହାଁ,୬।୧୧(ଡି.ଏନ.ଏ.)-ଏକ ଗାଡ଼ିରେ ହେଲପର ଥିବା କଣିହାଁ ବ୍ଲକ ଦଲକ ପଞ୍ଚାୟତ କଣ୍ଟାପାଳ ଗ୍ରାମର କୃଷ୍ଣ ନାଏକଙ୍କ ଡାହାଣ ହାତକୁ କାଟି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ...

ଆକର୍ଷିତ କରିପାରୁନି ପୂଜା ଅଫର

ଅନୁଗୋଳ ଅଫିସ, ୧୧ା୧୦: କୋଭିଡ୍‌ ସମୟ ହୋଇ ନ ଥିଲେ ଅନୁଗୋଳ ବଜାରରେ ଜମିଥାନ୍ତା ଗହଳି। ଦୈନିକ ହୋଇଥାନ୍ତା ବହୁ ଲକ୍ଷ ଟଙ୍କାର ବ୍ୟବସାୟ। ଭଳି କି...

ଭରତପୁର କୋଇଲା ଖଣି ଦୁର୍ଘଟଣା ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟରେ ରୁଦ୍ଧଦ୍ବାର ବୈଠକ, ୩ ପ୍ରସଙ୍ଗରେ ଆଲୋଚନା

ଅନୁଗୋଳ ଅଫିସ,୩୧।୭: ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣାକୁ ନେଇ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ରୁଦ୍ଧଦ୍ବାର ବୈଠକ ଅନୁଷ୍ଠିତ ହୋଇଛି। ଏହି...

ଅଫର୍‌ ଅଛି, ବେପାର ନାହିଁ

ଅନୁଗୋଳ ଅଫିସ, ୨୫ା୧୦: କରୋନା କବଳରେ ପାର୍ବଣ। ପୂର୍ବ ଭଳି ଉତ୍ସବର ମାହୋଲ ନାହିଁ। ସଂକ୍ରମଣ ଭୟରେ ଅଧିକାଂଶ ଲୋକେ ବାହାରକୁ ଆସୁ ନ ଥିବାରୁ ମାନ୍ଦା...

ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ବୈଠକ: ୯ଟାରେ ପହଣ୍ଡି, ୨ଟା ୩୦ରେ ରଥଟଣା

ଅନୁଗୋଳ ଅଫିସ, ୨୨।୬ – ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା ସମିତି ପକ୍ଷରୁ ଶ୍ରୀଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ସୁପରିଚାଳନା ସମ୍ପର୍କିତ ପ୍ରସ୍ତୁତି ବୈଠକ...

ପଢ଼ାରେ ବାଧକ ୨ ଗୁଣ ବସ୍‌ ଭଡ଼ା

ବଇଣ୍ଡା,୨୨।୧(ଡି.ଏନ.ଏ.) କେବେଠୁ ଉଠିଗଲାଣି ଲକ୍‌ଡାଉନ୍‌। କଣ୍ଟେନମେଣ୍ଟ ଜୋନ୍‌ ବ୍ୟତୀତ ସବୁଠି କୋହଳ ହୋଇସାରିଛି କୋଭିଡ୍‌ କଟକଣା। ସହର, ବଜାର ସ୍ଥିତି ସ୍ବାଭାବିକ ହୋଇସାରିଥିବା ବେଳେ ସରକାରୀ,...

କୋଚିଂ ସେଣ୍ଟରରେ ଅଗ୍ନିଶମ ଅଧିକାରୀ

ଅନୁଗୋଳ ଅଫିସ, ୧୩।୬- ଅନୁଗୋଳ ସହରର ବିଭିନ୍ନ କୋଚିଂ ସେଣ୍ଟରଗୁଡ଼ିକରେ ବୁଧବାର ଅଗ୍ନିଶମ ଅଧିକାରୀମାନେ ସଦଳବଳ ପହଞ୍ଚତ୍ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅନୁଗୋଳର...

ଆଠମଲ୍ଲିକରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ: ଅଙ୍ଗନଓ୍ବାଡି, ଆହାର କେନ୍ଦ୍ର ଖାଦ୍ୟ ମାନ ପରଖିଲେ

ଆଠମଲ୍ଲିକ,୧।୯(ଡି.ଏନ.ଏ.) – ଅନୁଗୋଳ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ ଚମ୍ପତିରାୟ ଶନିବାର ଆଠମଲ୍ଲିକ ସଦର ମହକୁମା ସମେତ ଆଠମଲ୍ଲିକ ବ୍ଲକକୁ ଯାଇ ବିଭିନ୍ନ ସରକାରୀ ଯୋଜନାର...

Advertisement
Archives

Model This Week