ପୋଖରୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଆର.ଉଦୟଗିରି,୩ା୬(ଡି.ଏନ.ଏ.)- ଗଜପତି ଜିଲା ନୂଆଗଡ ବ୍ଲକ ତାବରଡା ଗ୍ରାମ ପୋଖରୀରୁ ମଙ୍ଗଳବାର ସନ୍ଧ୍ୟାରେ ସାଙ୍ଗଙ୍କ ସହ ଗାଧୋଇ ଯାଇଥିବା ଜଣେ ନାବାଳକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ନିବେଶ ପ୍ରଧାନଙ୍କ ପୁଅ ସୁମନ ଓରଫ ଚିଣ୍ଟୁ (୧୪)। ଚିଣ୍ଟୁଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏନେଇ ଆର୍‌.ଉଦୟଗିରି ଥାନାରେ ନଂ.୮/୨୦ରେ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଛି। ବୁଧବାର ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ କରିଛି।
ଚିଣ୍ଟୁ ମଙ୍ଗଳବାର ମଧ୍ୟାହ୍ନରେ ଖାଇସାରି ୫ଜଣ ସାଙ୍ଗଙ୍କ ସହ ପୋଖରୀକୁ ଗାଧୋଇ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ନ ଫେରିବାରୁ ପରିବାର ଲୋକେ ସାଙ୍ଗମାନଙ୍କୁ ପଚାରିବାରୁ ସେ ବୁଡି ଯାଇଥିବା କହିଥିଲେ। ଅଗ୍ନିଶମ ବାହିନୀ ପହଞ୍ଚତ୍ ମୃତଦେହ ଉଦ୍ଧାର କରିଥିଲା। ମୁହଁରେ କ୍ଷତଚିହ୍ନ ଓ ଅଣ୍ଡକୋଷ ଫାଟି ଯାଇଥିବାରୁ ହତ୍ୟା କରାଯାଇଥିବା ମା’ ସୁନୀତା ସନ୍ଦେହ କରିଥିଲେ। ମାମୁ ତ୍ରିପ୍ତି ଲିମା ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲ ପଠାଇଛି। ବ୍ୟବଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ଥାନାଧିକାରୀ ମମତା ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?