ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ତିର୍ତ୍ତୋଲ,୨୪।୧୦(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ କନକପୁର ଫାଣ୍ଡି ଅଧୀନ କଟରା ପୋଖରୀରୁ ପୋଲିସ ଏକ ମୃତଦେହ ସକାଳୁ ଉଦ୍ଧାର କରିଛି। କଟରା ପଞ୍ଚାୟତ ଜଜାଙ୍ଗ ଗ୍ରାମର ବନ ସ୍ବାଇଁଙ୍କ ପୁଅ ରଶ୍ମୀରଞ୍ଜନ (୨୮)ଙ୍କର ବୋଲି ପୋଲିସ ଚିହ୍ନଟ କରିଛି। ତାଙ୍କ ବେକରେ କଟାଦାଗ ରହିଥିବା ଦେଖାଯାଇଛି। କେହି ତାଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଦୁଇଦିନ ତଳେ ସେ ଘରୁ ବାଇକ୍‌ ନେଇ ଯାଇ ଆଉ ଫେରି ନ ଥିଲେ। ସକାଳୁ ତାଙ୍କ ମୃତଦେହ ପୋଖରୀରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଏସ୍‌ସି ଆସିଷ୍ଟାଣ୍ଟ ଅଡିଟ୍‌ ଅଫିସର ପରୀକ୍ଷା: ସର୍ବଭାରତୀୟ ସ୍ତରରେ ରୋଷନ ଟପ୍ପର

ଖୋର୍ଦ୍ଧା ଅଫିସ,୯।୪: କଠିନ ପରିଶ୍ରମ, ଲକ୍ଷ୍ୟସ୍ଥଳରେ ପହଞ୍ଚିବାର ସ୍ବପ୍ନ ଏବଂ ଦୃଢ଼ ମନୋବଳ ସଫଳତା ଆଣିଦିଏ। ଏହାର ଉଦାହରଣ ପାଲଟିଛନ୍ତି ଖୋର୍ଦ୍ଧା ଜିଲା ଜଟଣୀର ରୋଷନ...

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା: ‘ଆମ ଜନତା ଅଧିକାର’ର ସମୂହ ଦୀପଦାନ, ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ପୁରୀ ଅଫିସ,୧୩।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥିକ ସ୍ଥିତି ଦୁର୍ବଳ ଯୋଗୁ...

ଦାୟିତ୍ୱ ଗ୍ରହଣ କଲେ କିଶୋର

କେସିଙ୍ଗା,୧୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିକିଆ ଗ୍ରାମ ପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚ କିଶୋର କୁମାର ପଧାନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି...

ବିକେଏମ୍‌ର ଭାରତବନ୍ଦ ଡାକରା: ତୁମୁଡ଼ିବନ୍ଧରେ ପ୍ରଭାବ

ତୁମୁଡ଼ିବନ୍ଧ,୨୯।୧(ଡି.ଏନ୍‌.ଏ.): ସିଏଏ, ଏନ୍‌ଆର୍‌ସି, ଇଭିଏମ୍‌ ଓ ଏନ୍‌ଆର୍‌ପିକୁ ବିରୋଧକରି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍‌) ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ହେଲପର ମୃତ, ୧୫ ଆହତ

ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୃର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ୍‌...

ଜିଲାପରିଷଦ ପ୍ରାର୍ଥୀଙ୍କ ଗାଡ଼ିକୁ ଫୋପାଡ଼ିଲେ ପଥର

ବାଉଁଶୁଣୀ,୧୪।୨(ଡି.ଏନ୍‌.ଏ.): ବୌଦ୍ଧ ଜିଲାରେ ନିର୍ବାଚନୀ ହିଂସା ଥମିବାର ନା ନେଉନାହିଁ । ପ୍ରତ୍ୟେକ ଦିନ ଗୋଟିଏ ପରେ ଗୋଟିଏ ମାମଲା ଯୋଡ଼ି ହେବାରେ ଲାଗିଛି। ୪ନମ୍ବର...

ହାତୀ କଙ୍କାଳ ମିଳିବା ଘଟଣା: ତଦନ୍ତ ପରିସରଭୁକ୍ତ ହେବେ ଡିଏଫ୍‌ଓ

ଆଠଗଡ଼,୧୩।୬(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ ବଡମ୍ବାରେ ମାଟି ତଳୁ ହାତୀ କଙ୍କାଳ ମିଳିବା ଘଟଣାରେ ଡିଏଫଓଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ । ଯଦି ଘଟଣାରେ ତାଙ୍କର...

ଭୋକ ଉପାସରେ ୯ ଦିନ: ଧାରଣା ଦେଲେ ଆଦିବାସୀ ପରିବାର

ଖଇରା, ୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଝାଟିଆ ଗ୍ରାମର କେତେକ ଦିନମଜୁରିଆ ଆଦିବାସୀ ପରିବାର ୯ଦିନ ଭୋକ ଉପାସରେ ରହିବା ପରେ...

Advertisement
Archives

Model This Week