ପୋଖରୀରେ ଗାଧୋଇବାକୁ ବାରଣ: ଚାରିପଟେ ବ୍ୟାରିକେଟ୍‌, ବନ୍ଦ ହେଉନି ଗାଧୁଆ

ବୁଗୁଡ଼ା,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଏବଂ ଏନ୍‌ଏସିରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା କରି ପ୍ରଶାସନ ପକ୍ଷରୁ ପୋଖରୀରେ ଗାଧୋଇବାକୁ ନେଇ ବାରଣ କରାଯାଇଥିଲା। ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ପୋଖରୀରେ ସମୂହ
ଭାବେ ନ ଗାଧୋଇବା ଲାଗି ଡାକବାଜି ଯନ୍ତ୍ର ଯୋଗେ ସଚେତନ କରାଯାଇଛି। ମାତ୍ର ଏହି ନିୟମକୁ ନମାନି ଲୋକେ ଦଳଦଳ ହୋଇ ପୋଖରୀରେ ଗାଧୋଉଥିବା ଦେଖିବାକୁ ମିଳୁଛି । ଏ ନେଇ ନାମକୁ ମାତ୍ର ବ୍ୟାରିକେଟ୍‌ ପ୍ରସ୍ତୁତ କରାଯାଇଥିବା କୁହାଯାଉଛି। ଏନ୍‌ଏସି ନିର୍ବାହୀ ଅଧିକାରୀ ରଶ୍ମି ରଞ୍ଜନ ଦାସ ଓ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ପୋଖରୀରେ ନଗାଧୋଇବା ପାଇଁ ସଚେତନ କରିବା ସହ ତାଗିଦ୍‌ କରିଥିଲେ ମଧ୍ୟ ଲୋକେ ଏହାକୁ ମାନୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଟଖଣ୍ଡାଙ୍କ ପୀଠରେ ଶ୍ୟାମାକାଳୀ ପୂଜା

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ପୀଠରେ ଶ୍ୟାମାକାଳୀ ପୂଜା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି। ଦୀପାବଳି...

ବ୍ରହ୍ମପୁରରେ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ: କ୍ୟାନସରର ଏକ ତୃତୀୟାଂଶ ଧୂମପାନ ଲାଗି ହୁଏ

ବ୍ରହ୍ମପୁର ଅଫିସ୍‌,୩୧।୫: ଗଞ୍ଜାମ ଜିଲା ଖଲ୍ଲିକୋଟ କଲେଜ ଷ୍ଟାଡିୟମଠାରେ ଶୁକ୍ରବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା...

ସ୍ବର୍ଗଦ୍ୱାରରେ ମୃତଦେହ ଦାହ କରିପାରିବେ ନାହିଁ ଅନ୍ୟ ଜିଲାବାସୀ

ପୁରୀ ଅଫିସ,୨୫ା୪: ପୁରୀ ସହର ଓ ଜିଲାରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ କଟକଣା ଜାରି କରାଯାଇଛି। ଜିଲା...

ଦୟାନଦୀରେ କମିଲା ଜଳସ୍ତର

କଣାସ,୧୩ା୯(ଡି.ଏନ.ଏ./ସ୍ବ.ପ୍ର.):  ପୁରୀ ଜିଲା କଣାସ ବ୍ଲକର  ୩ ପଞ୍ଚାୟତର ୧୨ଖଣ୍ଡ ଗାଁରେ ବନ୍ୟା ପ୍ରବାହିତ ହୋଇଥିଲାବେଳେ ଏବେ ନଦୀର ଜଳସ୍ତର କମିବାର ଦେଖାଯାଇଛି। ବନ୍ୟା ଆଶଙ୍କା...

ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଭାଉଜଙ୍କୁ ଅସଦାଚରଣ: ଜେଲ ଗଲେ ଦିଅର

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦିଅର ନରେନ୍ଦ୍ର ଅଧିକାରୀ ତାଙ୍କ ଭାଉଜଙ୍କୁ ଆକ୍ରମଣ କରିବା...

ରାସ୍ତାରୋକୋ ସ୍ଥଳରୁ ୪ ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ

ମାଥିଲି,୧୪ା୧୧ (ଡି.ଏନ.ଏ.): କୋରାପୁଟ ଜିଲା ମାଳିପଦର ଜଙ୍ଗଲରେ ଗତ ୧୦ ତାରିଖରେ ହୋଇଥିବା ଏନକାଉଣ୍ଟରରେ ମାଲକାନଗିରି ଜିଲାର ମୃତ ଧନ କମାରଙ୍କ ପରିବାର ଲୋକେ ଓ...

ଏସ୍‌ସିବି ମେଡିକାଲ: ଜଗା-କାଳିଆଙ୍କୁ ଭେଟିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

କଟକ ଅଫିସ, ୧୯।୯: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଜଗା- କାଳିଆଙ୍କୁ ବୁଧବାର ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ଭେଟିଛନ୍ତି।...

ଗଜ ସୁରକ୍ଷା ପାଇଁ ଆକ୍ସନ ପ୍ଲାନ୍‌ : ହାତୀ ଗତିବିଧି ଜଗିବ ଡ୍ରୋନ୍‌

ଢେଙ୍କାନାଳ ଅଫିସ, ୨୩।୬ – ହାତୀ ପାଇଁ ସାରା ଦେଶରେ ନଁା କରିଛି ଢେଙ୍କାନାଳ। ରାଜ୍ୟରେ ସାତକୋଶିଆ ପରେ ହାତୀସଂଖ୍ୟାରେ ଜିଲାକୁ ମିଳିଛି ଦ୍ୱିତୀୟ ସ୍ଥାନ।...

Advertisement
Archives

Model This Week