ପୋଖରୀରେ ପଡ଼ି ଦିବ୍ୟାଙ୍ଗ ଯୁବତୀ ମୃତ

ଚାନ୍ଦବାଲି,୧୯।୯(ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଖଦାଳପୋଖରୀ ପଞ୍ଚାୟତ ଅଣ୍ଡିଆପାଟ ଗ୍ରାମର ସୁମିତ୍ରା ସାମଲ ନାମ୍ନୀ ଜଣେ ଦିବ୍ୟାଙ୍ଗ ଯୁବତୀ ଗୁରୁବାର ପୋଖରୀରେ ପଡ଼ି ପ୍ରାଣ ହରାଇଛନ୍ତି। ସେ ଘର ପଛପାଖ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ଏହି ଅଘଟଣ ଘଟିଥିବା ପରିବାର ପକ୍ଷରୁ କୁହାଯାଇଛି। ପରିବାର ଲୋକ ଖୋଜାଖୋଜି କରିବା ପରେ ପୋଖରୀରେ ସୁମିତ୍ରାଙ୍କ ମୃତଦେହ ଭାସୁଥିବା ଦେଖିଥିଲେ। ମୃତଦେହ ଉଦ୍ଧାର ପରେ ବାଂଶଡ଼ା ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ରେ ଠକେଇ: ଆକାଉଣ୍ଟରୁ ଉଠାଇନେଲେ ୨.୫ ଲକ୍ଷ ଜେଲ୍‌ ଗଲେ ଯୁବକ

ନୟାଗଡ଼ ଅଫିସ,୨୫ା୧୦: ଅନ୍‌ଲାଇନ୍‌ରେ ୨.୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେଇଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ଼ ଟାଉନ...

ଡାବୁଗାଁ-କୋଡ଼ିଙ୍ଗା ରାସ୍ତା ମରଣଯନ୍ତା

ପାପଡାହାଣ୍ଡି, ୨୬।୫(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ହାତୀବେଢା ପଞ୍ଚାୟତ ଦେଇଯାଇଥିବା ଗ୍ରାମ୍ୟ ଉନୟନ ବିଭାଗର ଡାବୁଗାଁ ଠାରୁ କୋଡ଼ିଙ୍ଗା ରାସ୍ତା ଦୀର୍ଘ ଦିନ ହେଲା ମରାମତି...

ନିମାପଡ଼ାରେ ହେବ କୋଭିଡ୍‌ କେୟାର

ନିମାପଡ଼ା,୨୪ା୫(ଡି.ଏନ.ଏ): ମହାମାରୀ କରୋନା ସଂକ୍ରମଣ ପରିପ୍ରେକ୍ଷୀରେ ନିମାପଡ଼ା କଲେଜ ନିକଟରେ ସରକାରୀ ପକ୍ଷରୁ ଖୁବଶୀଘ୍ର ବ୍ଲକସ୍ତରୀୟ କୋଭିଡ୍‌ କେୟାର ସେଣ୍ଟର ପ୍ରତିଷ୍ଠା କରାଯିବ। ଏଥିନିମନ୍ତେ ପୁରୀ...

ସାବିତ୍ରୀ ପାଇଁ ବଜାର ଦର ଆକାଶଛୁଆଁ

ଖଣ୍ଡପଡ଼ା,୩୧ା୫(ସ୍ବ.ପ୍ର.)-୨ଦିନ ପରେ ସାବିତ୍ରୀ ବ୍ରତ। ଏଥିପାଇଁ ରାସ୍ତା ପାର୍ଶ୍ୱ, ସାହି, ବସ୍ତି, ଛକ ଓ ବଜାରରେ ଫଳ ବ୍ୟବସାୟୀ ପସରା ମେଲାଇଛନ୍ତି। ଶାଢ଼ି, ଚୁଡ଼ି, କସମେଟିକ୍ସ...

ନାଳରେ ଭାସିଗଲେ ନାବାଳକ, ସାହସିକତା ଦେଖାଇଲେ ଅଗ୍ନିଶମ ବିଭାଗ କର୍ମଚାରୀ; ମିଳିଲା ନୂଆ ଜୀବନ

ବଣାଇ,୧୫ା୬(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର କେ.ବଳଙ୍ଗା ଥାନା ଅନ୍ତର୍ଗତ କମାରପୋଷ ଗ୍ରାମର ଜଣେ ନାବାଳକ ନାଳରେ ଗାଧୋଉଥିବା ବେଳେ ହଠାତ୍‌ ପାଣି ଚାଲିଆସିବାରୁ ସେ...

ପିଆଜ ଜ୍ୱାଳାରେ ଲୋକେ ଛଟପଟ:ଦର ଛୁଇଁଲାଣି ୪୫

ଭୁବନେଶ୍ୱର,୨୦-୯(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତିଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ...

ନ୍ୟାୟ ପାଇଁ ଛାତ୍ରୀଛାତ୍ରଙ୍କ ୧୬ କି.ମି. ପଦଯାତ୍ରା

ସମ୍ବଲପୁର,୬ା୧୧(ବ୍ୟୁରୋ):ସମନ୍ବିତ ବା ଇଣ୍ଟିଗ୍ରେଟେଡ୍‌ ପାଠ୍ୟକ୍ରମରେ ଉତ୍ତୀର୍ଣ୍ଣ ଯୁବତୀ ଯୁବକଙ୍କୁ ସରକାର ଚାକିରି ଦେବା ପାଇଁ କୌଣସି ସୁବିଧା କରି ନାହାନ୍ତି। କିଛି ଦିନ ତଳେ ଶିକ୍ଷକ...

୧୮ ବର୍ଷରେ ଏଡ୍‌ସ ନେଲାଣିି ୨୧୫ ଜୀବନ

ଖୋର୍ଦ୍ଧା ଅଫିସ,୧୩ା୧: ଖୋର୍ଦ୍ଧା ଜିଲା ଏଡ୍‌ସ ନିୟନ୍ତ୍ରଣ କମିଟି ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା...

Play 250+ Trending Games
Archives

Model This Week

Why Dharitri