Posted inଭଦ୍ରକ

ପୋଖରୀରେ ପଡ଼ି ମହିଳା ମୃତ

ତିହିଡ଼ି, ୨୪।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧା ପଞ୍ଚାୟତ ଖରିଦାସାହି ଗ୍ରାମର ମୌନାବତୀ ସାହୁ(୫୦) ଶନିବାର ପୋଖରୀରେ ପଡ଼ି ପ୍ରାଣ ହରାଇଛନ୍ତି। ସେ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ପାଣିରେ ପଡ଼ିଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପୋଖରୀରୁ ଉଦ୍ଧାର କରି ପରିବାର ଲୋକେ ତିହିଡି ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତିହିଡ଼ି ଥାନା ପୋଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା(ନଂ.୩୯/୧୯) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବ୍ରାଇଡାଲ ମେକ୍‌ଅପ୍‌ ଦେବେ ଏସ୍‌ଏଚ୍‌ଜି ସଦସ୍ୟା

ଭଦ୍ରକ ଅଫିସ,୬ା୩:ଏବେ ଗଁାରେ ମିଳିବ ମେକ୍‌ଅପ୍‌ ସୁବିଧା। ବ୍ରାଇଡାଲ ମେକ୍‌ଅପ୍‌ଠାରୁ ଆରମ୍ଭ କରି ସମସ୍ତ ପ୍ରକାର ପାର୍ଲର ସେବା ଗଁାର ଯୁବତୀ ଓ ମହିଳାମାନେ ପାଇପାରିବେ।...

ନକଲି ସୁନା ଅଳଙ୍କାର ବିକି ଧରାପଡ଼ିଲେ ଯୁବକ

ଚାନ୍ଦବାଲି,୧୩।୩(ଡି.ଏନ.ଏ.)-ବ୍ୟବସାୟୀଙ୍କୁ ନକଲି ସୁନା ଅଳଙ୍କାର ବିକ୍ରି କରୁଥିବା ବେଳେ ଧରା ପଡ଼ିଛନ୍ତି ଜଣେ ଯୁବକ। ତାଙ୍କ ନିକଟରୁ ୩୮ ଗ୍ରାମର ନକଲି ସୁନା ଅଳଙ୍କାର ସହିତ...

ଭଦ୍ରକରେ ବୁଲ୍‌ବୁଲ ପ୍ରଭାବ: ଲାଗିରହିଛି ବର୍ଷା, ପବନ; ଦୋକାନବଜାର ବନ୍ଦ

ଭଦ୍ରକ ଅଫିସ,୯।୧୧: ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଉଗ୍ରରୂପ ଧାରଣ କରିଛି। ଭଦ୍ରକ ଜିଲା ସମୁଦ୍ର ଉପକୂଳବର୍ତ୍ତୀ ଧାମରା ଓ ଚାନ୍ଦବାଲିରେ ଏହାର ପ୍ରଭାବ ଦେଖିବାକୁ ମିଳୁଛି।...

କେନାଲରେ ପଡ଼ି ଚାଷୀଙ୍କ ମୃତ୍ୟୁ

ଭଦ୍ରକ ଅଫିସ,୯।୮: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚରମ୍ପା ସାଳନ୍ଦୀ କେନାଲରେ ପଡ଼ି ଶୁକ୍ରବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ଜଣଙ୍କ ହେଲେ...

ଆରମ୍ଭ ହେଲା ଭୋଟ୍‌ ଗଣତି

ଆରଡି, ୨୬।୨( ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ୧ନଂ ଜିଲା ପରିଷଦ ଜୋନରେ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି ।...

ଦୁର୍ନୀତିର ତଦନ୍ତ ନ ହେଲେ ଆନ୍ଦୋଳନ

ଜଳେଶ୍ୱର,୧୮।୩(ସ୍ବ.ପ୍ର.):  ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ସୁଦର୍ଶନ ଦାସଙ୍କ...

୨୨ ମହଣର ପଥର ବଖାଣୁଛି ବୀରତ୍ୱ ଗାଥା

ବାସୁଦେବପୁର, ୧୦।୧(ଡି.ଏନ.ଏ.)- ଭଦ୍ରକ ଜିଲାର ବାସୁଦେବପୁର ଏକ ଐତିହ୍ୟ ସମ୍ପନ୍ନ ଅଞ୍ଚଳ। କଥିତ ଅଛି, ମଧ୍ୟଯୁଗରେ ବାସୁଦେବପୁର ଏକ ପ୍ରଗଣା ଭାବେ ଗଢ଼ି ଉଠିଥିଲା। ବର୍ତ୍ତମାନର...

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨୮।୧୦: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ସପ୍ତମାତୃକା ବେଶର ପ୍ରଥମ ଦିନ ଅର୍ଥାତ ରବିବାର ବେଦମାତା ବେଶ ଓ ଦ୍ୱିତୀୟ ଦିନ ସୋମବାର...

Advertisement
Archives

Model This Week