ପୋଖରୀରେ ପଡ଼ି ଶିଶୁକନ୍ୟାଙ୍କ ଗଲା ଜୀବନ

ବାସୁଦେବପୁର, ୩୦।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତ ଅଧୀନ ଗଦେଇବିନ୍ଧା ଗ୍ରାମରେ ବୁଧବାର ଅପରାହ୍ନରେ ପୋଖରୀରେ ପଡ଼ି ବନ୍ଦନା କାଣ୍ଡି ନାମ୍ନୀ ୩ ବର୍ଷୀୟା ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତା ବନ୍ଦନା ହେଉଛନ୍ତି ଗ୍ରାମର ସୁଶାନ୍ତ କାଣ୍ଡିଙ୍କ କନ୍ୟା। ସୂଚନା ଅନୁସାରେ, ବନ୍ଦନା ଖେଳୁଥିବାବେଳେ ଅସାବଧାନତା ବଶତଃ ପୋଖରୀକୁ ଖସି ପଡ଼ିଥିଲେ। ପୋଖରୀରୁ ତାଙ୍କୁ ସଂଜ୍ଞାହୀନ ଅବସ୍ଥାରେ ଉଦ୍ଧାର କରି ବାସୁଦେବପୁର ଡାକ୍ତରଖାନାକୁ ନିଆଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୁରାତନ’

ଭୁବନେଶ୍ୱର,୨୪।୪ (ବ୍ୟୁରୋ): ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୂର୍ବରୁ ରହିଆସିଛି। ଆବହମାନ କାଳରୁ ଓଡ଼ିଶା ମାଟିରେ କଳା, ସାହିତ୍ୟ, ସଂସ୍କୃତି ଓ ବାଣିଜ୍ୟରେ ଦକ୍ଷତାର...

ବାଜିରେ ଲାଗୁଛି ପକ୍ଷୀଙ୍କ ଜୀବନ

ମହାକାଳପଡା, ୨୫।୧(ଡି.ଏନ.ଏ.) : ପକ୍ଷୀପଶୁଙ୍କୁ ନିର୍ଯାତନା ଦେବା, ବଳପୂର୍ବକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ କରି ଲଢେଇ କରିବା ଏହା ଧର୍ତ୍ତବ୍ୟ ଅପରାଧ। ଜୀବେ ନିଷ୍ଠୁରତା ନିବାରଣ ଆଇନ...

ଗୃହ ପାଇବାରୁ ୧୭୮୬ ଫାଇଲିନ୍‌ କ୍ଷତିଗ୍ରସ୍ତ ବଞ୍ଚିତ

କୃଷ୍ଣପ୍ରସାଦ,୨୪।୭(ଡି.ଏନ୍‌.ଏ.): ଫାଇଲିନ୍‌ ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ବାସଗୃହ ଯୋଗାଣ ଦାବିରେ ଶୁକ୍ରବାର ଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଓ ବ୍ରହ୍ମଗିରି ଅଞ୍ଚଳର ବାତ୍ୟା ନିରୋଧକ ମଞ୍ଚ ପକ୍ଷରୁ...

‘ଚଳିତବର୍ଷ ଅଭିବୃଦ୍ଧି ହାର ୫.୩୩%’

ପାରାଦୀପ,୨୦।୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ଶୁକ୍ରବାର ବନ୍ଦର ଦିବସ ଓ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବନ୍ଦର ନିଷିଦ୍ଧାଞ୍ଚଳର ଓ୍ବେଟବେସିନ୍‌ଠାରେ ଆୟୋଜିତ ଏହି...

ଛତ୍ରପୁର ଏନ୍‌ଏସିକୁ ମିଳିଲା ୧.୫୪ କୋଟି

ଛତ୍ରପୁର,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁକ୍ତା ଯୋଜନାରେ ୧ କୋଟି ୫୪ ଲକ୍ଷ ୨୮ ହଜାର...

‘ଅର୍ଥ ଥାଇ ଉନ୍ନତି ହେଉନି’

ଢେଙ୍କାନାଳ ଅଫିସ, ୩୦।୯ – ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ଅର୍ଥ ଥାଇ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ହେଉନାହିଁ। ଏଥିପାଇଁ ପ୍ରଶାସନିକ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଏମ୍‌ପି...

ନକଲି ଗୁଟ୍‌ଖା କାରଖାନାରେ ଚଢ଼ାଉ

ଭୁବନେଶ୍ୱର(ବ୍ୟୁରୋ)/ କଟକ (ଟାଙ୍ଗୀ) ୨୩ା୧୧ (ଡି.ଏନ.ଏ.):ଖଣ୍ଡଗିରି ଥାନା ଅଞ୍ଚଳରେ ଏକ ବ୍ୟାଗ୍‌ରୁ ୩୦ଲକ୍ଷ ଟଙ୍କା ମିଳିବା ଘଟଣା ନୂଆ ମୋଡ଼ ନେଇଛି। ଆଳୁ ଖୋଳୁ ଖୋଳୁ...

ମୟୂରଭଞ୍ଜର ୪ କରୋନା ଆକ୍ରାନ୍ତ ସୁସ୍ଥ

କପ୍ତିପଦା,୧୮ା୫(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲାର ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନେ ପୁରୁଷ ଓ...

Advertisement
Archives

Model This Week