ପୋଖରୀରେ ବିଷ : ମରି ଭାସୁଛନ୍ତି ମାଛ

ଖଣ୍ଡପଡ଼ା,୨୪ା୬ (ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତ ନିକଟସ୍ଥ ଭରତ ସାମନ୍ତରାୟ ପୋଖରୀରେ କେହି ଦୁର୍ବୃତ୍ତ ବିଷ ପକାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିଯୋଗୁ ରବିବାର ସକାଳେ ପ୍ରଚୁର ମାଛ ମରି ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସୂଚନାଯୋଗ୍ୟ, ସ୍ଥାନୀୟବାସୀ ବିପିନ ବେହେରାଙ୍କ ଗୋଷ୍ଠୀ ପୋଖରୀ ନିଲାମ ନେଇଛନ୍ତି। ତେବେ ଏହା ବିରୋଧରେ କେହି ପ୍ରତିହିଂସା ପରାୟଣ ହୋଇ ଶନିବାର ବିଳମ୍ବିତ ରାତିରେ ବିଷ ପକାଇ ଦେଇଥିବା ଶ୍ରୀ ବେହେରା ଅଭିଯୋଗ କରିଛନ୍ତି। ପ୍ରାୟ ୨ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମାଛ ବିଷ ପ୍ରଭାବରେ ମରି ଭାସୁଥିବା ନେଇ ବେହେରା କଣ୍ଟିିଲୋ ଫାଣ୍ଡିରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ପ୍ୟାକେଟ ବ୍ରାଉନସୁଗାର ଜବତ, ୫ ଗିରଫ

ରଣପୁର,୪।୮(ସ୍ବ.ପ୍ର.) : ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ନୟାଗଡ଼ ଜିଲାର ରଣପୁର ଥାନା ପୋଲିସ ରଣପୁର ବଜାର, ବିଭିନ୍ନ ସାହି, ମଣିନାଗ ପୀଠ ଓ ବ୍ଲକ ଅଞ୍ଚଳରେ...

ପୋଲିସ, ଖବରଦାତାଙ୍କୁ ମାସ୍କ, ସାନିଟାଇଜର ପ୍ରଦାନ

ଓଡ଼ଗାଁ, ୨୮।୪(ସ୍ବ.ପ୍ର.): କରୋନା ମହାମାରୀ ପାଇଁ ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାରେ ନିୟୋଜିତ ସମସ୍ତ ପୋଲିସ କର୍ମଚାରୀ ଏବଂ ଖବରଦାତାଙ୍କୁ ଏକ ଏନ୍‌ଜିଓ ପକ୍ଷରୁ...

ଚିକିତ୍ସା ଅବହେଳାରୁ ନର୍ସିଂହୋମରେ ଶିଶୁପୁତ୍ରର ମୃତ୍ୟୁ ଅଭିଯୋଗ

ନୟାଗଡ଼ ଅଫିସ,୧୦ା୮: ନୟାଗଡ଼ ଜିଲା ସଦର ମହକୁମାରେ ଥିବା ବିଭିନ୍ନ ନର୍ସିଂହୋମ୍‌ରେ ମାଲିକମାନଙ୍କ ରାଜୁତି ଦେଖିବାକୁ ମିଳୁଛି। ଦୁଇଦିନରେ ଦୁଇଟି ନର୍ସିଂହୋମରେ ଏଭଳି କିଛି ଘଟଣା...

ଗ୍ରାମବାସୀଙ୍କ ରାସ୍ତା ଅବରୋଧ: ମାଳିସାହି ପଞ୍ଚାୟତରେ ଉତ୍ତେଜନା

ନୟାଗଡ଼ ଅଫିସ,୫।୨: ନୟାଗଡ଼ ସଦର ଥାନା ମାଳିସାହି ପଞ୍ଚାୟତରେ ଉତ୍ତେଜନା ପ୍ରକାଶ ପାଇଛି। ରାସ୍ତାରେ ଗଛ ଓ ପଥର ପକାଇ ହଜାର ହଜାର ଗ୍ରାମବାସୀ ଅବରୋଧ...

ଖଣ୍ଡପଡ଼ା: ବିଭିନ୍ନ ସ୍ଥାନରେ ଘୋଷଯାତ୍ରା; ଅଧାରେ ଅଟକିଲା ପତିତପାବନଙ୍କ ରଥ

ଖଣ୍ଡପଡ଼ା,୫ା୭(ସ୍ବ.ପ୍ର.)-ଗଡଜାତ ଖଣ୍ଡପଡ଼ାସ୍ଥିତ ୩ଟି ସ୍ଥାନରେ ଗୁରୁବାର ଶ୍ରୀଜୀଉଙ୍କ ଘୋଷଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ା ପ୍ରାୟ ୨ଶହ ବର୍ଷରୁ ଊର୍ଦ୍ଧ୍ୱ ହେବ ଆୟୋଜିତ ଯାତ୍ରାରେ ଅନୁକୂଳ...

ଦାରିଦ୍ର୍ୟ ଦୂରୀକରଣ ଯୋଜନା ଅସହାୟଙ୍କ ପାଇଁ ମୂଲ୍ୟହୀନ: ଦୁର୍ଦ୍ଦିନରେ କାଳ କାଟୁଛନ୍ତି ଶତାୟୁ ବିଦ୍ୟାଧର

ଖଣ୍ଡପଡା,୭ା୯(ସ୍ବ.ପ୍ର.): ଦାରିଦ୍ର୍ୟ ଦୂରୀକରଣ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ଯୋଜନା ଅସହାୟଙ୍କ ପାଇଁ ମୂଲ୍ୟହୀନ ହୋଇପଡିଛି। ଘରଦ୍ୱାର ଏପରି...

ଅପହଞ୍ଚ ଯୋଜନା, ଅସୁରକ୍ଷିତ ଶ୍ରମିକ

ନୟାଗଡ଼ ଅଫିସ,୧୮ା୩: ଶିକ୍ଷାର ଅଭାବ ସାଙ୍ଗକୁ ଅଭିଯୋଗ କରିବାକୁ ସାହସ ଜୁଟାଇପାରୁ ନ ଥିବାରୁ ନୟାଗଡ ଜିଲାର ନିରୀହ ଶ୍ରମିକ ଶୋଷଣର ଶିକାର ହୋଇଚାଲିଛି। କେଉଁଠି...

ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ନୟାଗଡ଼ ଅଫିସ,୧।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ତୁଳସୀପୁର ସାଇମନ୍ଦିର ନିକଟରେ ରବିବାର ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।...

Advertisement


Archives

Model This Week