ବ୍ରହ୍ମପୁର ଅଫିସ,୧୦ା୯-ଗୋଷାଣୀନୂଆଗଁା ଥାନା ଅନ୍ତର୍ଗତ ଚଞ୍ଚଡାପଡ଼ିଆ ସାହି ନିକଟ ଏକ ପୋଖରୀରେ ରବିବାର ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଦୁର୍ଘଟଣା ଘଟିଛି। ପୋଖରୀରେ ବୁଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୋମନାଥ ନଗରର ଜ୍ୟୋତି ପ୍ରସାଦ ପାଢ଼ୀଙ୍କ ପୁଅ ସୁଶାନ୍ତ(୧୧)। ସୋମନାଥନଗରରେ ପୂଜା ପାଉଥିବା ଗଣେଶ ମୂର୍ତ୍ତିକୁ ରବିବାର ସନ୍ଧ୍ୟାରେ ବିସର୍ଜନ ପାଇଁ ନିକଟସ୍ଥ ପୋଖରୀକୁ ନିଆଯାଇଥିଲା। ସାହିର କେତେକ ଯୁବକଙ୍କ ସହ ସୁଶାନ୍ତ ମଧ୍ୟ ଯାଇଥିଲେ। ମୂର୍ତ୍ତି ବିସର୍ଜନ ବେଳେ ସୁଶାନ୍ତଙ୍କ ଗୋଡ ଖସିଯିବାରୁ ପାଣିରେ ବୁଡିଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିିଥିଲେ। ପରିବାର ଲୋକେ ପୋଲିସକୁ ନ ଜଣାଇ ମୃତଦେହ ଆଣି ନିକଟସ୍ଥ ଶ୍ମାଶାନରେ ସଂସ୍କାର କରି ଦେଇଥିଲେ ବୋଲି ପୋଲିସ କହିଛି।
ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…
ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…
ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…
ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….
କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…
ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା
ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…
ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ
ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…
ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ
ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର): ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…
ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ
ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…
Archives

