ବସ୍ତା, ୧୭।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସିଂଲା ଥାନା ଇଡ଼ଦା ଗ୍ରାମର କୃଷ୍ଣପ୍ରସାଦ ବେହେରା (୭୦) ନାମକ ବୃଦ୍ଧ ଗୁରୁବାର ସକାଳେ ପାଣିରେ ବୁଡ଼ିଯାଇ ମୃତ୍ୟୁବରଣ କରିଛନ୍ତି। ସେ ଶୌଚ ପାଇଁ ପୋଖରୀକୁ ଯାଇଥିବା ବେଳେ ଗୋଡ଼ ଖସିଯାଇ ଗଭୀର ପାଣିରେ ବୁଡ଼ିଯାଇଥିଲେ। ଘର ଲୋକେ ବହୁ ଖୋଜାଖୋଜି କରିବା ପରେ ପୋଖରୀରୁ ଉଦ୍ଧାର କରି ବସ୍ତା ମେଡ଼ିକାଲକୁ ଆଣିଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ସିଂଲା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ଶବ ବ୍ୟବଚ୍ଛେଦ କରାଯାଇଛି। ମୃତକ ଜଣକ କୋରାପୁଟ ମିଗ୍ ବିମାନ କାରଖାନାରେ ସହକାରୀ ସୁପରଭାଇଜର ଭାବେ କାର୍ଯ୍ୟ କରି ଅବସର ନେଇଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର View All
ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ
ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…
ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…
ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…
ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ
ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…
ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ
ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍ସୋ କୋର୍ଟ ଜଜ୍ ରୋହିତ ଲାଲ…
ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା
ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍ଏସ୍ଡି ଉଚ୍ଚ ବିଦ୍ୟାଳୟକୁ…
ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…
ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…
ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ
ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…
ଜମିକୁ ପହଞ୍ଚି ପାରୁନି ଡ୍ୟାମ୍ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ
ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…
Archives

