ପୋଖରୀରେ ବୁଡ଼ି ଶିଶୁକନ୍ୟା ମୃତ

ବାଲେଶ୍ୱର ଅଫିସ,୧୫।୧୦-ବାଲେଶ୍ୱର ସଦର ଥାନା ବଡ଼ଡିହ ଗ୍ରାମର ବୀରେନ୍ଦ୍ର ଦିଣ୍ଡାଙ୍କ ୨ବର୍ଷର ଝିଅ ଶୁଭଲକ୍ଷ୍ମୀ ମଙ୍ଗଳବାର ପୋଖରୀରେ ବୁଡ଼ି ଯାଇ ପ୍ରାଣ ହରାଇଛନ୍ତି।

ବୀରେନ୍ଦ୍ର କଲିକତାରେ କାର୍ଯ୍ୟ କରୁଥିବା ବେଳେ ସ୍ତ୍ରୀ ଟିକିଲି ପରିବାର ଲୋକଙ୍କ ସହ ଘରେ ରହୁଥିଲେ। ପୂର୍ବାହ୍ନରେ ଶୁଭଲକ୍ଷ୍ମୀ ଅନ୍ୟ ଜଣେ ପିଲା ସହ ବଲ୍‌ ଖେଳୁଥିବାବେଳେ ବଲ୍‌ ପୋଖରୀ କଡ଼କୁ ଚାଲିଯାଇଥିଲା। ଶୁଭଲକ୍ଷ୍ମୀ ତାହାକୁ ଆଣିବାକୁ ଯାଇ ପୋଖରୀରେ ପଡ଼ି ଯାଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ଝିଅକୁ ନ ପାଇ ଟିକିଲି ଏଣେତେଣେ ଖୋଜାଖୋଜି କରିଥିଲେ। ପରେ ପରିବାର ଲୋକ ମଧ୍ୟ ଖୋଜିବାରେ ଲାଗିଥିଲେ। ଶେଷରେ ପୋଖରୀରେ ତାଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ମାତ୍ର ଡାକ୍ତର ଝିଅକୁ ମୃତ ଘୋଷଣା କରିଥିଲେ। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୫୨/୧୯) ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ଟ୍ରାଫିକ ସଚେତନତା ଶୋଭାଯାତ୍ରା: ହେଲ୍‌ମେଟ ପିନ୍ଧିଥିବା ଚାଳକଙ୍କୁ ଗୋଲାପ ଉପହାର

ବରଗଡ଼ ଅଫିସ, ୨।୧୦: ବରଗଡ଼ ଜିଲା ପୋଲିସ ପକ୍ଷରୁ ବୁଧବାର ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ଟ୍ରାଫିକ ସଚେତନତା ଶୋଭାଯାତ୍ରା...

ଘନକୁହୁଡ଼ି ବୋଟ୍‌କୁ କଲା ଦିଗହରା

ଚାନ୍ଦବାଲି, ୧୮।୧(ଡି.ଏନ.ଏ.)-ଘନକୁହୁଡ଼ି କାରଣରୁ ଶୁକ୍ରବାର ସକାଳେ କେନ୍ଦ୍ରାପଡ଼ା ଜିଲାର ତାଳଚୁଆରୁ ଭଦ୍ରକ ଜିଲା ଚାନ୍ଦବାଲିକୁ ଆସୁଥିବା ଏକ ସରକାରୀ ବୋଟ୍‌ ଧାମରା ମୁହାଣ ନିକଟରେ ଦିଗହରା...

ଦୀପାବଳିରେ ଅଘଟଣ: ବାଣଫୁଟି ୨ ମୃତ

ଖଲିକୋଟ, ୨୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ଏନ୍‌ଏସି ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ହରିଜନପୁର ସାହିରେ ବାଣ ଫୁଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମାଧବ...

ରାଜ୍ୟର ପ୍ରଥମ କାଡାଭେରିକ ଟ୍ରାନ୍ସପ୍ଲାଣ୍ଟ ସଫଳ: ସୁସ୍ଥହୋଇ ଘରକୁ ଫେରିଲେ ଫିରୋଜ

କଟକ ଅଫିସ,୨୫ା୨: ରାଜ୍ୟର ପ୍ରଥମ କାଡାଭେରିକ୍‌ ଟ୍ରାନ୍ସପ୍ଲାଣ୍ଟ ବା ଜଣେ ମସ୍ତିଷ୍କ ମୃତ(ବ୍ରେନ୍‌ ଡେଡ୍‌) ବ୍ୟକ୍ତିଙ୍କ ଶରୀରରୁ କିଡ୍‌ନୀକୁ ନେଇ ଜଣେ ଜୀବିତଙ୍କ ଶରୀରରେ ପ୍ରତିରୋପଣ...

କଟକ ସହରରୁ ଆଜି ୧୮୪ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୫।୯-କଟକ ସହରରୁ ଶନିବାର ୧୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୦୭ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୭ ଲୋକାଲ କଣ୍ଟାକ୍ଟ...

ନବରଙ୍ଗପୁରରେ ମାଓବାଦୀ ସକ୍ରିୟ

ନବରଙ୍ଗପୁର,୨୮।୪(ବି.ପ୍ର.): ଛତିଶଗଡ଼ ଦାନ୍ତଓ୍ବୋଡ଼ାଠାରେ ବୁଧବାର ମାଓବାଦୀ ଆକ୍ରମଣରେ ଡିଆର୍‌ଜିର ୧୦ ଯବାନ ଏବଂ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ଘଟିବା ସହ ସୀମାନ୍ତ ଜିଲା ନବରଙ୍ଗପୁରରେ ଏସ୍‌ଓଜି...

ଭାରସାମ୍ୟ ହରାଇ ଜଳଖିଆ ଦୋକାନରେ ପଶିଲା ବାଇକ୍‌: ଜଣେ ମୃତ, ଦୁଇ ଗୁରୁତର

ବୌଦ୍ଧ,୩୧।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ହରେକୃଷ୍ଣପୁର ଶିବମନ୍ଦିରଠାରେ ଶନିବାର ସକାଳେ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି।...

ସିକ୍ୟୁରିଟି ଗାର୍ଡ ହତ୍ୟା ଘଟଣାର ପର୍ଦ୍ଦାଫାଶ: ପରକୀୟା ସମ୍ପର୍କ ମୁଖ୍ୟ କାରଣ

ସଜନାଗଡ଼, ୧୨।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କେଶୁରା ଗ୍ରାମରେ ବିଜୟ କୁମାର ସିଂହ (୪୦) ନାମକ ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା କରାଯିବା ଘଟଣାର...

Advertisement
Archives

Model This Week