ପୋଖରୀରେ ବୁଡ଼ି ୮ ବର୍ଷ ଛାତ୍ରର ମୃତ୍ୟୁ

ମାଲକାନଗିରି, ୧୦।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଷ୍ମାବକାଶରେ ମାମୁଁ ଘରକୁ ବୁଲିବାକୁ ଯାଇଥିବା ଜଣେ ୮ ବର୍ଷ ଶିଶୁର ପୋଖରୀରେ ବୁଡି ମୃତ୍ୟୁ ଘଟିଛି। ସେ ହେଲେ ମାଲକାନଗିରି ସଦର ବ୍ଲକ ପଦ୍ମଗିରି ପଞ୍ଚାୟତର ପ୍ରତାପ ଢାଲିଙ୍କ ୮ ବର୍ଷର ପୁଅ ଚନ୍ଦନ।
ପ୍ରକାଶ ଯେ, ଚନ୍ଦନ ପଦ୍ମଗିରି ପ୍ରାଥମିକ ବିଦ୍ୟାଳୟରେ ତୃତୀୟ ଶ୍ରେଣୀରେ ପଢ଼ୁଥିଲେ। ଗ୍ରୀଷ୍ମାବକାଶ ଯୋଗୁ ମାମୁଁ ଘର ଗୌଡ଼ଗୁଡା ପଞ୍ଚାୟତ ଏମ୍‌ଭି ୯ ନଂ. ଗ୍ରାମକୁ ବୁଲିବାକୁ ଯାଇଥିଲେ। ସୋମବାର ସକାଳେ ସେ ନିକଟ ଏକ ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡି ଯାଇଥିଲୋ। ଚନ୍ଦନ ପୋଖରୀରେ ଭାସୁଥିବା ଗ୍ରାମବାସୀଙ୍କଠାରୁ ଖବର ପାଇ ମାମୁଁ ଘରଲୋକେ ତାଙ୍କୁ ମାଲକାନଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ମାଲକାନଗିରି ପୋଲିସ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗୀରେ ପୁଣି ବାଜି ମାରିଲା ବିଜେଡି

କୋରାପୁଟ, ୨୩।୫(ସ୍ବ.ପ୍ର.)- କୋରାପୁଟ ଜିଲା ଅଧୀନ ପଟ୍ଟାଙ୍ଗୀ ବିଧାନସଭା ଆସନକୁ ପୁଣିଥରେ ହାତେଇଛି ବିଜେଡି। ଏହି ଆସନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରିତମ ପାଢୀ...

ଭଙ୍ଗା ଷ୍ଟ୍ରିଟଲାଇଟ ଖୁଣ୍ଟକୁ କାଳବୈଶାଖୀ ଭୟ

ନବରଙ୍ଗପୁର,୧।୬(ବି.ପ୍ର.)- ନବରଙ୍ଗପୁର ଜିଲା ଉପକଣ୍ଠ ଚାଉଁରିଆଗାଡା ନିକଟରୁ ଇନ୍ଦ୍ରାବତୀ ପୋଲ ପର୍ଯ୍ୟନ୍ତ ୨୬ ନମ୍ବର ଜାତୀୟ ରାଜପଥ କଡରେ ଲଗାଯାଇଥିବା ଷ୍ଟ୍ରିଟ ଲାଇଟ ଗୁଡିକ ଦିନରେ...

ରାସ୍ତାରେ ପିଟି ବୃଦ୍ଧଙ୍କୁ ହତ୍ୟା

କୋରାପୁଟ/ଲକ୍ଷ୍ମୀପୁର,୭।୮(ସ୍ବ.ପ୍ର./ଡି.ଏନ୍‌.ଏ.): ଜଣେ ବୃଦ୍ଧଙ୍କୁ ଗାଁ ଦାଣ୍ଡରେ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ପିଟିପିଟି ହତ୍ୟା କରାଯାଇଛି। ପୁଅ ଏବଂ ବୋହୂ ଏବଂ ସାନଭାଇ ମିଶି ଏହି କାଣ୍ଡ...

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ଝୁଲାପୋଲ

ରାୟଗଡ଼ା ଅଫିସ,୨୬ା୯: ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିଛି ରାୟଗଡ଼ାର ନାଗାବଳୀ ନଦୀରେ ନିର୍ମିତ ଝୁଲାପୋଲ। ସ୍ଥାନୀୟ ତଥା ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲା...

ଲଣ୍ଡା ଡଙ୍ଗରକୁ ସବୁଜ ଜଙ୍ଗଲରେ ପରିଣତ କଲେ ବୁଟି

ଟିକିରି,୫।୬(ଡି.ଏନ୍‌.ଏ.): ପ୍ରାକୃତିକ ଜଙ୍ଗଲ ନଷ୍ଟ କରି କଂକ୍ରିଟ ଜଙ୍ଗଲ ସୃଷ୍ଟି କରିବାରେ ସମସ୍ତେ ବ୍ୟସ୍ତ। ଏହାଦ୍ୱାରା ତାପମାତ୍ରା ବୃଦ୍ଧି ପାଇବା ସହ ବନ୍ୟଜନ୍ତୁଙ୍କ ଜୀବନ ବିପଦରେ...

ପ୍ରଧାନ ଶିକ୍ଷକଙ୍କ ଭରସାରେ ବୁଡ଼ିବାଲି ସେବାଶ୍ରମ ବିଦ୍ୟାଳୟ

ଚନ୍ଦ୍ରପୁର,୨୫।୪(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ମଙ୍ଗଳ ବିଭାଗ ସେବାଶ୍ରମ ବିଦ୍ୟାଳୟ ପରିସରରେ ନବ ନିର୍ମିତ ବହୁଭାଷୀ ଶିକ୍ଷଣ ପ୍ରକୋଷ୍ଠ ଶୁକ୍ରବାର ଉଦ୍‌ଘାଟିତ...

ରାୟଗଡ଼ାରେ ରାବଣପୋଡ଼ି

ରାୟଗଡା ଅଫିସ, ୯।୧୦: ବିଜୟା ଦଶମୀ ଅବସରରେ ମଙ୍ଗଳବାର ରାୟଗଡା ଜିଲାର ବିଭିନ୍ନ ପୂଜାମଣ୍ଡପ ପକ୍ଷରୁ ରାବଣପୋଡ଼ି ଅନୁଷ୍ଠିତ ହୋଇଥିଲା। ସେହିପରି ରାୟଗଡ଼ା ସହରସ୍ଥିତ ବ୍ରାହ୍ମଣ...

ବିଏସ୍‌ଏଫ୍‌ ବାଟାଲିୟନ ପକ୍ଷରୁ ଯୋଗାଭ୍ୟାସ

ଚିତ୍ରକୋଣ୍ଡା,୨୧ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ୮ମ ବିଏସ୍‌ଏଫ୍‌ ବାଟାଲିୟନ ସହାୟତାରେ ସ୍ଥାନୀୟ ମିନି ଷ୍ଟାଡିଅମ ପଡ଼ିଆଠାରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ...

Advertisement
Archives

Model This Week