ପବିତ୍ରନଗର, ୧୨।୬(ଡି.ଏନ୍.ଏ.): ଅନୁଗୋଳ ଜିଲା ସମଲ ଥାନା ବିରୁ ଗ୍ରାମ ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ବୁଧବାର ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ମିଟୁ ନାଏକ। ସ୍ଥାନୀୟ ଲୋକେ ଜାଣିପାରି ତାଙ୍କୁ ପୋଖରୀରୁ ବାହାର କରିଥିଲେ। ସେତେବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା।
ଏନଟିପିସି ପାୱାର୍ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର
ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…
Archives

