ପୋଖରୀରେ ବୁଡି ଯୁବକ ମୃତ

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ରରୁଆଁ ଥାନା ଅନ୍ତର୍ଗତ ଜାମୁଦାପାଳ ଗ୍ରାମ ପୋଖରୀରେ ବୁଡ଼ି ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସତ୍ୟାନନ୍ଦ ସାହୁ(୩୨)। ଶୌଚ ହେବାକୁ ପୋଖରୀକୁ ଯାଇ ସେ ପାଣିରେ ବୁଡ଼ି ଯାଇଥିଲେ। ପରେ ତାଙ୍କର ମୃତଦେହ ପାଣିରେ ଭାସୁଥିବା ଦେଖିବାକୁ ମିଳିଥିଲା। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ଏନେଇ ରରୁଆଁ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ. ୨୪/୧୯) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri