ପୋଖରୀ ସଫେଇ ଦାବିରେ ସ୍କୁଲ ସମ୍ମୁଖରେ ଧାରଣା

କଣ୍ଟାପଡା, ୧୮।୪(ଡି.ଏନ୍‌.ଏ.): କଟକର  କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ନାହଳପୁର ଗ୍ରାମପଞ୍ଚାୟତର ଗୁଣାଦୋଳ କେ.ଏନ. ନୋଡାଲ ସ୍କୁଲ ସମ୍ମୁଖରେ ଧାରଣା ଦିଆଯାଇଛି। ସ୍କୁଲ ଅଧିନରେ ଥିବା ଠାକୁରା ପୋଖରୀ ସଫେଇ ଦାବିରେ ଗଁ। ର ଶତାଧିକ ମହିଳା ଓ ପୁରଷମାନେ ଉକ୍ତ ବିଦ୍ୟାଳୟରେ ତାଲାପକାଇ ଧାରଣା ଦେଇଛନ୍ତି। ସୂଚନାଯୋଗ୍ୟ, ପ୍ରାୟ ୨.୫ ଏକର ଜମିରେ ଠାକୁରା ପୋଖରୀ ଥିବା ବେଳେ ବିଭାଗୀୟ ଅବହେଳାରୁ ସେଠାରେ ଦଳ ଓ ଆବର୍ଜନା ଭରି ରହିଛି। ଫଳରେ ପୋଖରୀଟି ବ୍ୟବହାର ଅନୁପଯୋଗୀ ହୋଇଥିବା ବେଳେ ଏଥିରେ ମଶା ଓ ବିଷଧର ସାପ ବସବାସ କରୁଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗକୁ ନେଇ ସ୍କୁଲ କର୍ତ୍ତୃପକ୍ଷ ବାରମ୍ବାର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା। ଯାହାଫଳରେ ଗ୍ରାମବାସୀମାନେ ଗୁଣାଦେଳ ତ୍ରୟାନାଥ ଯୁବ ପରିଷଦ ସହଯୋଗରେ ଏଭଳି ପଦକ୍ଷେପ ନେଇଛନ୍ତି। ଏଥିସହ ଆବଶ୍ୟକ ପଡ଼ିଲେ ଭୋଟ ବର୍ଜନ କରାଯିବ ବୋଲି ଗଁ। ଲୋକେ ପରୋକ୍ଷରେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢିଲାଣି ଶୀତ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି। ତେବେ ତାପମାତ୍ରା ସ୍ବାଭାବିକ ଭାବେ କମ୍‌ ରହୁଛି । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ କୁହୁଡିର ଆସ୍ତରଣ...

ସୀମାନ୍ତରେ ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି,୨୩ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେଓ୍ବାଡା ଜିଲାରେ ପୁଣି ମାଓବାଦୀମାନେ ଲଙ୍କାକାଣ୍ଡ ଘଟାଇଛନ୍ତି। ଗୋଟିଏ ଟ୍ରକ୍‌ ଏବଂ ପ୍ରୋକୋଲିନ୍‌କୁ ଜାଳି ଦେଇଛନ୍ତି ମାଓବାଦୀ। କେନ୍ଦ୍ର...

ପାଣିପାଗ ଜାଣିବା ପାଇଁ ଆଉ ୮ ମାନୁଆଲ ସର୍ଫେସ୍‌ ଅବ୍‌ଜରଭେଟର ସ୍ଥାପନ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ):ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତାପମାତ୍ରା ଜାଣିବା ପାଇଁ ଓଡ଼ିଶାରେ ଆଉ ୮ ଜିଲାରେ...

ପ୍ରେମିକାଙ୍କ ଘରକୁ ଡାକି ପ୍ରେମିକଙ୍କୁ ପିଟିଲେ

ଭଦ୍ରକ ଅଫିସ, ୨୪।୧୨- ପ୍ରେମ କରି ମନ୍ଦିରରେ ବିବାହ କରିଥିଲେ। କିନ୍ତୁ ପ୍ରତାରଣା ଦେଲେ ପ୍ରେମିକା। ଘରକୁ ଡକାଇ ପରିବାର ବର୍ଗଙ୍କ ହାତରେ ଧରା ପକାଇ...

ସଚିବାଳୟ ଘେରିଲେ ଆଶାକର୍ମୀ

ଭୁବନେଶ୍ୱର,୬ା୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ଉଦାସୀନତାର ପ୍ରତିବାଦ ସହ ବିଭିନ୍ନ ଦାବି ନେଇ ଆଶାକର୍ମୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଶାକର୍ମୀ ୟୁନିଅନ ସଂଯୁକ୍ତ ମୋର୍ଚ୍ଚାର ଆହ୍ବାନକ୍ରମେ ନିଖିଳ ଓଡ଼ିଶା ଆଶାକର୍ମୀ...

ସୁଷମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ

ପୁରୀ ଅଫିସ, ୭ା୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜଙ୍କ ପରଲୋକରେ ଦେଶବ୍ୟାପୀ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶ୍ରଦ୍ଧାଞ୍ଜଳି...

ନୂଆପଡ଼ାରେ ସର୍ବାଧିକ, ଉପକୂଳରେ ହ୍ରାସ

ଭୁବନେଶ୍ବର,୨୨।୪(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ପାଣିପାଗରେ ପରିବର୍ତ୍ତନ ହୋଇ ଉପକୂଳରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଫଳରେ ତାତି ଓ ଗୁଳୁଗୁଳିରେ କଲବଲ ହେଉଥିବା ଲୋକଙ୍କୁ ସାମାନ୍ୟ...

ବାନ୍ତି କଲେ ପାଟିରୁ ବାହାରୁଛି କୋଇଲା: ବଲାଙ୍ଗିର ହସ୍ପିଟାଲରେ ଭର୍ତ୍ତି ହେଲେ ୧୦ ବର୍ଷର ନାବାଳିକା

ବଲାଙ୍ଗିର ଅଫିସ,୨୪।୭: ବାନ୍ତି କଲେ ପାଟିରୁ ବାହାରୁଛି ପୋଡ଼ା କାଠର କୋଇଲା। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳୁଛି ଖପ୍ରାଖୋଲ ବ୍ଲକ ବୁଡ଼ିବାହାଲ ଗ୍ରାମର...

Advertisement
Archives

Model This Week