ସଜନାଗଡ଼, ୧୨ା୩ (ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଈଶ୍ୱରପୁର ପଞ୍ଚାୟତର ବାଙ୍କିପଦାଠାରେ ଥିବା ପଞ୍ଚଲିଙ୍ଗେଶ୍ୱର କଲେଜ ନିକଟସ୍ଥ ଏକ ପୋଖରୀ ହୁଡ଼ାରେ ସ୍କୁଟି, ଜୋତା, ଠେଙ୍ଗା ଓ ଲୁଗା ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରି ଗାଡ଼ି ସହ ସମସ୍ତ ଜିନିଷକୁ ନେଇ ଈଶ୍ୱରପୁର ଫାଣ୍ଡିରେ ରଖିଛି। ଉକ୍ତ ସ୍ଥାନରୁ କାହାକୁ ଅପହରଣ କରି ନିଆଯାଇଥାଏ ପାରେ ପୋଲିସ ସନ୍ଦେହ କରୁଛି। ପ୍ରକୃତ ଘଟଣା ଖୁବ୍ଶୀଘ୍ର ପଦାକୁ ଆସିବ ବୋଲି ପୋଲିସ ସୂଚନା ଦେଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO
ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…
ୱାସ୍ରୁମ୍ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ
ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍ରୁମ୍ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…
ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…
ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…
ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ
ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…
ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ
ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC…
ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…
ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…
କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ
ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…
ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ
ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…
Archives

