ପୋଡ଼ି ହୋଇ ମହିଳା ଗୁରୁତର; ଯୌତୁକ ନିର୍ଯାତନା ଅଭିଯୋଗ: ସ୍ବାମୀ, ଶାଶୁ ଗିରଫ

ଆସିକା,୪ା୧୧(ଡି.ଏନ୍‌.ଏ.)-ଆସିକା ଥାନା ଦେବଭୂମୀ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳା ପୋଡି ହୋଇ ଗୁରୁତର ହୋଇଥିଲେ। ସେହେଲେ ସେହି ଗ୍ରାମର ଟୁକୁନା ଚୌଧୁରୀଙ୍କ ସ୍ତ୍ରୀ ମାମାଲି। ବ୍ରହ୍ମପୁର ବଡ ମେଡିକାଲରେ ସେ ମୃତ୍ୟୁ ସହ ସଂଗ୍ରାମ କରୁଥିଲାବେଳେ ଶନିବାର ମାମାଲିଙ୍କ ମା’ ଆସିକା ଥାନାରେ ଅଭିଯୋଗ କରିଛନ୍ତି। ଅଧିକ ଯୌତୁକ ଲାଗି ତାଙ୍କ ଝିଅକୁ ଶାଶୁ ଓ ସ୍ବାମୀ କିରୋସିନି ଢାଳି ପୋଡି ମାରିଦେବା ଲାଗି ଉଦ୍ୟମ କରିଥିବା ଅଭିଯୋଗରେ ଦର୍ଶାଯାଇଛି। ଗତ ୨୦୧୩ରେ ମାମାଲିଙ୍କୁ ବିବାହ ସମୟରେ ଯାନିଯୌତୁକ ସହ ନଗଦ ୪୦ହଜାର ଟଙ୍କା ଦିଆଯାଇଥିଲା। ଆଉ ୮୦ ହଜାର ଟଙ୍କା ଆଣିବାକୁ ଦାବିକରି ଶାଶୁଘର ଲୋକେ ମାମାଲିଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗରେ ଦର୍ଶାଯାଇଛି। ନଂ.୪୦୬/୧୯ରେ ଏକ ମାମଲା ରୁଜୁ କରି ପୋଲିସ ମାମାଲିଙ୍କ ସ୍ବାମୀ ଟୁକୁନା ଓ ଶାଶୁ ଉମାଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଥିବା ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇବଣିଆରେ ଗୋଠଖଣ୍ଡିଆ ୩ ହାତୀ

ଜଳେଶ୍ୱର, ୧୬।୧(ଡି.ଏନ.ଏ.)  ବାଲେଶ୍ୱର ଜିଲା ରାଇବଣିଆ ଅଞ୍ଚଳରେ ଗତ କିଛିଦିନ ହେଲା ଝାଡଖଣ୍ଡୀ ହାତୀପଲ ଆତଙ୍କ ଖେଳାଇ ଚାଲିଛନ୍ତି। ଶନିବାର ଭୋର ସମୟରେ ଗୋଟିଏ ଦନ୍ତା ହାଣ୍ଡିଆ...

ଆନ୍ତଃ ରାଜ୍ୟ ଠକଙ୍କୁ ଭବାନୀପାଟଣା ଜେଲରୁ ଆଣିଲା ପୋଲିସ

ବ୍ରହ୍ମପୁର ଅଫିସ,୨୧ା୩: ବ୍ରହ୍ମପୁର ପୋଲିସର ଏକ ଟିମ୍‌ ସୋମବାର ଭବାନୀପାଟଣା ଜିଲା କାରାଗାରରେ ଥିବା ଜଣେ ଆନ୍ତଃ ରାଜ୍ୟ ଠକଙ୍କୁ ବ୍ରହ୍ମପୁର ଆଣିଥିଲା। ଅଭିଯୁକ୍ତ ଜଣଙ୍କ...

ବାହ୍ୟ ମଳମୁକ୍ତ ପଞ୍ଚାୟତ ସୁନ୍ଦରିଆ: ପାଇଖାନା ନିର୍ମାଣରେ ବ୍ୟାପକ ଦୁର୍ନୀତି

ଯାଜପୁର ଅଫିସ,୧୮।୮-ଯାଜପୁର ଜିଲାରେ ପାଇଖାନା ନିର୍ମାଣରେ ବ୍ୟାପକ ଅନିୟମିତତା ସଂକ୍ରାନ୍ତରେ ଓଡିଶା ଲୋକାୟୁକ୍ତ ଆଇନ ଧାରା ୨୦ରେ ପ୍ରଥମ କରି ଏକ ମାମଲା ଦାଏର ହୋଇଛି।...

ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ

କେନ୍ଦୁଝର,୨୧ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ଜଣେ ବ୍ୟକ୍ତିଙ୍କୁ ଥାନାରେ ଥାର୍ଡ ଡିଗ୍ରୀ ଭିଡିଓ ଭାଇରାଲ ଘଟଣାକୁ ନେଇ ଦିନକୁ ଦିନ ଜିଲାରେ ଉତ୍ତେଜନା ପ୍ରକାଶ...

ଫନୀ କ୍ଷୟକ୍ଷତି, ପକ୍କାଘର ଦାବିରେ ଧାରଣା: ପଦକ୍ଷେପ ନ ହେଲେ ଆତ୍ମହତ୍ୟା ଧମକ

କୃଷ୍ଣପ୍ରସାଦ,୨୨ା୫ (ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଫନୀଜନିତ ବାତ୍ୟା ଯୋଗୁ ପ୍ରବଳ କ୍ଷୟକ୍ଷତି ହୋଇଛି। ତେବେ ଗୃହ ହରାଇଥିବା ବାତ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ପକ୍କା ଛାତଘର...

ଅପହରଣର ୨ମାସ ପରେ ବି ନାବାଳିକାଙ୍କ ପତ୍ତା ପାଉନି ପୋଲିସ: ନ୍ୟାୟ ଦାବିରେ ଧାରଣା ଦେଲେ ମହିଳା

ପୁରୀ ଅଫିସ,୧୭-୯:ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ଅପହରଣ ଘଟଣାରେ ନାବାଳିକାଙ୍କ ପରିବାରକୁ ପୋଲିସ ସହଯୋଗ କରୁ ନ ଥିବା ଅଭିଯୋଗ ହୋଇଛି। ଏ ନେଇ...

ବନବିଭାଗ ପକ୍ଷରୁ ଚଢାଉ: ଚଉକାଠ ଜବତ, ୨ ଗିରଫ

ବଇଣ୍ଡା,୧୯।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ହାତୀଧରା ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ସକାଳେ ବନବିଭାଗ ଚଢାଉ କରି ୨ଟି ଶାଳଗଣ୍ଡିକୁ ଜବତ କରିଛି। ଏଥିସହ ୨ ଜଣ କାଠ...

ରକ୍ଷଣାବେକ୍ଷଣ ଅଭାବରୁ ରାସ୍ତା ପାର୍ଶ୍ୱ ଗଛ ବେସାହାରା

ଖଣ୍ଡପଡ଼ା,୨୯ା୫(ସ୍ବ.ପ୍ର.): ପରିବେଶ ସୁରକ୍ଷା ଓ ମୃତ୍ତିକା କ୍ଷୟ ରୋକିବା ପାଇଁ ଚାରା ରୋପଣ ଜରୁରୀ। ହେଲେ ବିଭିନ୍ନ ରାସ୍ତା ନବୀକରଣ ଓ ସମ୍ପ୍ରସାରଣ ପାଇଁ ବହୁ...

Advertisement
Archives

Model This Week