ପୋଡି ହୋଇ ଯୁବତୀଙ୍କ ଜୀବନ ଗଲା

ତିହିଡି,୫।୪(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡି ଥାନା ବାରସର ପଞ୍ଚାୟତ ଅଧୀନ ମୁଟୁରିଗଡ ଗ୍ରାମରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ତ ଘଟି ଭାବଗ୍ରାହୀ ରାଉତଙ୍କର ୩ବଖରା ଘର ଜଳିଯାଇଛି। ନିଆଁରେ ପୋଡି ହୋଇ ଭାବଗ୍ରାହୀଙ୍କ ଝିଅ କବିତା ରାଉତଙ୍କ ମୃତ୍ୟୁ ଘଟିଛି। ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୧୯/୨୦) ରୁଜୁ କରି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି। ବିଦ୍ୟୁତ ସର୍ଟ ଶର୍କିଟ ଯୋଗୁ ଏହି ଅଗ୍ନିକାଣ୍ତ ଘଟିଥିବା କୁହାଯାଇଛି।ତିହିଡିରୁ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଂରକ୍ଷିତ ଜଙ୍ଗଲରେ କଲରାପତରିଆ ମୃତଦେହ ଠାବ

ଢେଙ୍କାନାଳ ଅଫିସ୍‌/ସାତମାଇଲ(ଡି.ଏନ୍‌.ଏ.), ୨୬।୧: ଜୈବ ବିବିଧତାରେ ଭରପୂର ଢେଙ୍କାନାଳ ଜିଲାରୁ କେବେଠାରୁ ଲୋପ ପାଇଯାଇଛନ୍ତି ମହାବଳ ବାଘ। ସଂରକ୍ଷିତ ଜଙ୍ଗଲରେ କଲରାପତରିଆ ବଂଶବୃଦ୍ଧି ଏହି ଅଭାବବୋଧକୁ...

ହେନ୍ତାଳବନର ସୁରକ୍ଷା,ବୃଦ୍ଧି ପାଇଁ ପ୍ରୟାସ

ଋାଜନଗର,୪।୯(ଡି.ଏନ.ଏ.):  ବଙ୍ଗୋପସାଗର ତଟବର୍ତ୍ତୀ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରାକୃତିକ ଭାବେ ଗଢି ଉଠିଥିବା ହେନ୍ତାଳବନର ସୁରକ୍ଷା ଏବଂ ବୃଦ୍ଧି ପାଇଁ ରାଜନଗର ବନବିଭାଗ ପକ୍ଷରୁ ଅଭିନବ...

୭୩ ବର୍ଷ ପରେ ଗଁ।କୁ ବିଜୁଳି ଆଲୁଅ

ଆଠମଲ୍ଲିକ, ୯ା୨(ଡି.ଏନ.ଏ.) – ସ୍ବାଧୀନତାର ୭୩ ବର୍ଷ ପରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମଇମୁରା ପଞ୍ଚାୟତର ବିପ୍ରଡିହ ଗ୍ରାମରେ ଜଳିଛି ବିଜୁଳି ଆଲୁଅ। ଏହାକୁ...

ଜଗତସିଂହପୁରରେ ‘ଅମ୍ଫନ୍‌’ ପ୍ରଭାବ: ଭାଙ୍ଗିଲା କଚ୍ଚା ଘର, ବିଦ୍ୟୁତ୍‌ ସେବା ଠପ୍‌; ଗଛ ଉପୁଡ଼ି ଗମନାଗମନ ବାଧାପ୍ରାପ୍ତ

ଜଗତସିଂହପୁର ଅଫିସ, ୨୦।୫: ବାତ୍ୟା ଅମ୍ଫନକୁ ନେଇ ଲୋକଙ୍କ ମଧ୍ୟରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଥିଲା l ସୌଭାଗ୍ୟବଶତଃ ବାତ୍ୟା ଟଳି ଯାଇଥିବାବେଳେ କୌଣସି...

ସିଂହଳା ଗ୍ରାମରେ ହାତୀପଲଙ୍କ ଉପଦ୍ରବ

ଗୋପାଳପୁର,୨୩ା୧- ଗୋଳନ୍ଥରା ଥାନା ଅଞ୍ଚଳର ଗୋବିନ୍ଦ ନଗର, କୃଷ୍ଣନଗର, ଏରେଣ୍ଡା, ଭାଲିଆଗଡ଼, ଗୋବିନ୍ଦନଗର, ରାଧାମୋହନପୁର, ଝିଙ୍କିପଦର ଆଦି ଗ୍ରାମରେ ଗତ ୧୫ ଦିନ ହେଲା ହାତୀପଲ...

ବଳାତ୍କାର ମାମଲାକୁ ଗୁରୁତ୍ୱ ଦେଉନି ପୋଲିସ: ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ଦୃଷ୍ଟି ଆକର୍ଷଣ କଲେ ପୀଡ଼ିତା

ବଣାଇ, ୧୭।୩(ସ୍ବ.ପ୍ର.)-ସୁନ୍ଦରଗଡ଼ ଜିଲା ବଣାଇ ଥାନା ପୋଲିସ ବଳାତ୍କାର ମାମଲା ଭଳି ଘଟଣାକୁ ଗୁରୁତ୍ୱ ଦେଉନାହିଁ। ଅଭିଯୋଗ ହେବାର ୧୫ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ...

ଦିଗପହଣ୍ଡିରେ ଭାଜପାର ସାଙ୍ଗଠନିକ ନିର୍ବାଚନ

ଦିଗପହଣ୍ଡି,୧୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଭାଜପାର ସାଙ୍ଗଠନିକ ନିର୍ବାଚନୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଶ୍ରୀ ଚନ୍ଦ୍ରଚୂଡ଼େଶ୍ୱର ଶୈବପୀଠ ପରିସରରେ ଆୟୋଜିତ ବୈଠକରେ ଭାଜପା ଦିଗପହଣ୍ଡି...

ରେଢାଖୋଲ ଉପଖଣ୍ଡରେ ଖୋଲିଲା ମଣ୍ଡି

ରେଢାକୋଲ/ନାକଟିଦେଉଳ, ୩।୧୨(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ଉପଖଣ୍ଡରେ ସୋମବାର ମଣ୍ଡି ଖୋଲିଛି। ଉପଖଣ୍ଡରେ ଥିବା ୧୬ଟି ମଣ୍ଡି ମଧ୍ୟରୁ ୧୧ଟି ମଣ୍ଡିରେ ଧାନ କିଣା ଯିବାକୁ...

Advertisement
Archives

Model This Week