ପୋଲସରାରେ ନିଆଁରେ ପୋଡ଼ି ୩ ଶିଶୁ ମୃତ୍ୟୁ ଘଟଣା: ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ ଘୋଷଣା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ପୋଡ଼ି ଯାଇ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଏଥିସହ ଆହତଙ୍କ ମାଗଣା ଚିକିତ୍ସା କରିବାକୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।
ପ୍ରକାଶ ଯେ, ଗ୍ରାମର ଶିବ ମନ୍ଦିର ପାଖରେ ଥିବା ଏକ ଅସମ୍ପୂର୍ଣ୍ଣ ଲାଟ୍ରିନ ଘରେ ଶିଶୁମାନେ ଖେଳୁଥିବା ସମୟରେ ହଠାତ୍‌ ତଳକୁ ପଡ଼ିଯାଇଥିଲେ। ତେବେ ତଳେ କୌଣସି କାରଣରୁ ରହିଥିବା ରଡ଼ ନିଆଁରେ ଶିଶୁମାନଙ୍କ ଶରୀରର ୯୦ ପ୍ରତିଶତ ଅଂଶ ଜଳିଯାଇଥିଲା। ସେମାନଙ୍କୁ ଗୁରୁତର ଅବସ୍ଥାରେ ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଏଯାବତ୍‌ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri