ପୋଲିଂ ଗାଡ଼ି ଜାଳିଦେଲେ ଦୁର୍ବୃତ୍ତ

ଫୁଲବାଣୀ ଅଫିସ,୧୭ା୪ : ଫିରିଙ୍ଗିଆ ଥାନା ଅନ୍ତର୍ଗତ ମୁଙ୍ଗୁନିପଦର ବୁଥ୍‌କୁ ପୋଲିଂ କର୍ମଚାରୀମାନେ ଯାଉଥିବାବେଳେ ଦୁର୍ବୃତ୍ତମାନେ ସେମାନଙ୍କୁ ବାହାରକୁ ଡାକି ଗାଡ଼ି ଜାଳି ଦେଇଛନ୍ତି। ଏହା ମାଓପ୍ରବଣ ଅଞ୍ଚଳ ହୋଇଥିବାରୁ ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ତେବେ ସମସ୍ତ କର୍ମଚାରୀ ସୁରକ୍ଷିତ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଦାଳ ଚୋଟରେ ANM ଭାଇବୋହୂଙ୍କ ଜୀବନ ନେଇ ଥାନାରେ ଆତ୍ମସମର୍ପଣ କଲେ ଦେଢ଼ଶୁର

ରାୟଗଡ଼ା/କଲ୍ୟାଣସିଂପୁର,୧୮ା୭(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଢ଼ଶୁରଙ୍କ କୋଦାଳ ଚୋଟରେ ANM ଥିବା ଭାଇବୋହୂଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣିସଂପୁର ଥାନା ଅନ୍ତର୍ଗତ ଡେପାଗୁଡ଼ା...

ମାଡ଼ିଗଲା ଟ୍ରେନ୍‌: ଜଣେ ମୃତ, ୨ ଗୁରୁତର

ରାୟଗଡ଼ା,୧୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍‌ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର...

ଟ୍ରେନ୍‌ରୁ ଖସି ସିଆର୍‌ପିଏଫ୍‌ ଯବାନ ଗୁରୁତର

କଲ୍ୟାଣସିଂହପୁର,୧୩ା୭(ଦୀପକ କୁମାର ପରିଡ଼ା): ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍‌ପିଏଫ୍‌ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର...

ମାଓବାଦୀ କହି ମାଗୁଥିଲେ ଚାନ୍ଦା: ୨ ଯୁବକଙ୍କ ସହ ନାବାଳକଙ୍କୁ ଧରିଲା ପୋଲିସ

ରାୟଗଡ଼ା,୧୨।୭(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା): ନିୟମଗିରି ମାଓବାଦୀ ନାଁରେ ଧମକ ଦେଇ ଚାନ୍ଦା ମାଗୁଥିବା ୨ଜଣ ଯୁବକ ଓ ଜଣେ ନାବାଳକଙ୍କୁ ଦୋରାଗୁଡ଼ା ପୋଲିସ...

ପ୍ରେମୀ ଯୁଗଳଙ୍କୁ ଜୁଆଳି ପକାଇ ବୁଲାଇଥିଲେ ହଳ, ପରେ ଏବେ …

ରାୟଗଡ଼ା/କଲ୍ୟାଣସିଂହପୁର,୧୨।୭(ଆଶିଷ ରଞ୍ଜନ ପଣ୍ଡା): ପ୍ରେମୀ ଯୁଗଳଙ୍କୁ ଜୁଆଳି ପକାଇ ବଳଦ ବଦଳରେ ହଳ କରାଇବା ଘଟଣା ସମଗ୍ର ଦେଶରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ନିଖୋଜ ପ୍ରେମୀ...

ପିଉସୀ-ପୁତୁରାଙ୍କ ପ୍ରେମସମ୍ପର୍କକୁ ବିରୋଧ: ଦଣ୍ଡ ପୂର୍ବକ ଚାଷଜମିରେ ବଳଦ ଭାବେ ହଳ କରାଇଲେ ଗ୍ରାମବାସୀ

ରାୟଗଡ଼ା,୧୧ା୭(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ସମ୍ପର୍କୀୟ ପିଉସୀ ଓ ପୁତୁରାଙ୍କ ପ୍ରେମସମ୍ପର୍କକୁ ନେଇ ଗାଁ ଲୋକେ ବୈଠକ କରି ପ୍ରେମୀଯୁଗଳଙ୍କୁ ଚାଷଜମିରେ ହଳ କରି...

ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍‌ ସହ ୩୮ ଗ୍ରାମ ସୁନା

ରାୟଗଡ଼ା, ୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ...

ଖୋଲିଲା ମା’ ମଝିଘରିଆଣୀଙ୍କ ୯ ହୁଣ୍ଡି, କଡ଼ାସୁରକ୍ଷାରେ ଚାଲିଛି ଗଣତି

ରାୟଗଡ଼ା,୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ସୋମବାର ସକାଳ ୯ଟାରେ ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri