ପୋଲିସକୁ ମାଡ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଆର.ଉଦୟଗିରି,୨୩ା୪(ଡି.ଏନ.ଏ.)- ଲକ୍‌ଡାଉନ ଲାଗୁହେବାପରେ ଗତ ୧୪ ତାରିଖରେ ଅଡବା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ କେତେକ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ମୋହନା ଓ ଅଡବା ପୋଲିସ ୧୬ ତାରିଖ ସକାଳୁ ଚଢାଉ କରି ୧୪ ଜଣଙ୍କୁ ଗିରଫ କରିଥିଲା। ତେବେ ମୁଖ୍ୟ ଅଭିଯୁକ୍ତ ବିଜୟ ନାୟକ ଫେରାର ହୋଇଯାଇଥିଲେ। ଗୁରୁବାର ବିଜୟକୁ ଆର.ଉଦୟଗିରି ବ୍ଲକ ଛେଳିଗଡ ପଞ୍ଚାୟତର ଅଞ୍ଜରବା ଗ୍ରାମରୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥର କ୍ୱାରୀରେ ଚଢ଼ାଉ: ବିସ୍ଫୋରକ ଜବତ, ୩ ଗିରଫ

ଗୁଣପୁର,୨୪।୯(ଡି.ଏନ୍‌.ଏ.)- ପଥର ଫୁଟାଇବା ପାଇଁ ବେଆଇନଭାବେ ବିସ୍ଫୋରକ ବ୍ୟବହାର କରାଯାଉ ଥିଲା। ଗୁଣପୁର ପୋଲିସ ଖବର ପାଇ ସନ୍ନ୍ୟାସୀପୁରସ୍ଥିତ ଏକ ପଥର କ୍ୱାରୀରେ ଚଢ଼ାଉ କରି...

ବେଆଇନ ବାଲି ପରିବହନ ଉପଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଘସିପୁରା,୧୫।୧୨(ଡି.ଏନ.ଏ.)-ବୈତରଣୀ ନଦୀର ଏକ ଘାଟରୁ ବେଆଇନ ଭାବେ ବାଲିପରିବହନକୁ ନେଇ ସ୍ଥାନୀୟ ଗ୍ରାମବାସୀ ଆନନ୍ଦପୁର ଉପଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ବାରମ୍ବାର ଗ୍ରାମବାସୀଙ୍କ ବିରୋଧ ସତ୍ତ୍ୱେ...

ଦବୁଛି କପିଳାସ ମନ୍ଦିର

ଢେଙ୍କାନାଳ ଅଫିସ, ୨୬।୮ – ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ ଉପରେ ବିପଦ ଘନେଇବାରେ...

ପେଟ୍ରୋଲପମ୍ପ ବିସ୍ଫୋରଣ ଘଟଣା: ଏସ୍‌ସିବିରେ ୨ ଚିକିତ୍ସାଧୀନଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ ଅଫିସ, ୭।୧୦:ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲପମ୍ପ ବିସ୍ଫୋରଣ ଘଟଣାରେ ଏସ୍‌ସିବିକୁ ସ୍ଥାନାନ୍ତରିତ ହୋଇଥିବା ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଶରୀରର...

୪ହଜାର ମାସ୍କ ବଣ୍ଟନ

ଚମ୍ପୁଆ, ୩୦।୪(ଡି.ଏନ.ଏ)- କରୋନା ଭୂତାଣୁ ଠାରୁ ଦୂରେଇ ରହିବା ପାଇଁ ହାତଧୂଆ ଓ ମାସ୍କ ପିନ୍ଧିବା ଅତ୍ୟାବଶକ ହୋଇ ପଡିଥିବା ବେଳେ ଚମ୍ପୁଆ ବ୍ଲକର ୯...

ପାଣିଓହଳାରେ ନିଆଁ

ଢେଙ୍କାନାଳ ଅଫିସ, ୧୫।୪ – ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତଥା ଢେଙ୍କାନାଳ ସହରର ସୁରକ୍ଷା କବଚ ପାଣିଓହଳା ପାହାଡ଼ରେ ମଙ୍ଗଳବାର ନିଆଁ ଲାଗିଛି। ପାଖାପାଖି ୨...

୪୯ ନଂ. ଜାତୀୟ ରାଜପଥ ମରାମତି ଦାବି: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଦେବଗଡ଼,୬।୧୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ୪୯ ନମ୍ବର ଜାତୀୟ ରାଜପଥ ମରାମତି ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଅନଶନରେ ବସିବା ସହ ଧାରଣା...

ପଶିଆସିଛନ୍ତି ୧୫ ହାତୀ, ଲୋକେ ଆତଙ୍କିତ

ବଅଁରପାଳ, ୩୧।୭ (ଡି.ଏନ୍‌.ଏ.)-ବଅଁରପାଳ ବ୍ଲକ ମହୀଧରପୁର ଅଞ୍ଚଳକୁ ପଶି ଆସିଥିବା ଏକ ହାତୀପଲକୁ ନେଇ ମହୀଧରପୁର, ତଳମୂଳ, କାଳିହୁଣ୍ଡି, କୁରୁମିଠା, ମାଧିଆପଶି ଆଦି ଅଞ୍ଚଳର ଲୋକେ...


Coronavirus Update

Archives

Model This Week

Why Dharitri