ପୋଲିସ୍‌ ଏନ୍‌କାଉଣ୍ଟର: କୁଖ୍ୟାତ ଅପରାଧୀ କାବୁଲ ଆହତ

ଜୟପୁର, ୧୭।୭(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ହାତୀଶାଳ ଛକରେ ବୁଧବାର ଭୋରରେ ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତଥା ଗଞ୍ଜେଇ ମାଫିଆ କାବୁଲ ଖରା ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ଚିକିତ୍ସା ପାଇଁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ନିକଟରୁ ୭ ଏମ୍‌ଏମ୍‌ ପିସ୍ତଲ ସହ ଜୀବନ୍ତ ଗୁଳି ଓ କାର ଜବତ କରାଯାଇଛି। ତାଙ୍କ ନାମରେ ଜୟପୁର ଟାଉନ, ଜୟପୁର ସଦର, ବୋରିଗୁମ୍ମା ଓ ନବରଙ୍ଗପୁର ଥାନାରେ ମାମଲା ରହିଛି।
ପ୍ରକାଶ ଯେ, କାବୁଲ ହାତୀଶାଳ ଛକରେ ଥିବାନେଇ ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପୋଲିସ ସେଠାରେ ପହଞ୍ଚି ତାଙ୍କୁ ଧରିବାକୁ ଉଦ୍ୟମ କରିଥିଲା। ତେବେ କାବୁଲ ପୋଲିସ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ପୋଲିସ ତାଙ୍କ ଉପରକୁ ପାଲଟା ଗୁଳି ଚାଳାଇଥିଲା। ଏଥିରେ କାବୁଲ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା ବେଳେ କଟନୀଛଟନୀ ବିବାଦ

ବାହାନଗା,୭ା୧(ଡି.ଏନ.ଏ.)-ବିଭିନ୍ନ ମଣ୍ଡିରେ ଧାନକିଣା ବେଳେ କଟନୀଛଟନୀ କରାଯାଉ ଥିବାରୁ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବାଲେଶ୍ୱର ଜିଲା ବାହାନଗା ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା...

ସରିଲା ଖରାଛୁଟି, ଖୋଲିଲା ସ୍କୁଲ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଶେଷ ହେଲା ଖରାଛୁଟି। ଶୁକ୍ରବାର ଖୋଲିଛି ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ସହ ଘରୋଇ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଖୋଲିଛି। ତେବେ ସରକାରୀ...

କୋଣାର୍କ-ପୁରୀ ବେଳାଭୂମି ମାର୍ଗରେ ଦୁର୍ଘଟଣା: ଦୁଇ ବସ୍‌ ଧକ୍କାରେ ୮ ଗୁରୁତର, ୯ ଆହତ

କୋଣାର୍କ, ୩୦।୧(ଡି.ଏନ୍‌.ଏ.): କୋଣାର୍କ ଥାନା ଅଧୀନ କୋଣାର୍କ -ପୁରୀ ବେଳାଭୂମି ମାର୍ଗ ରାସ୍ତାରେ ଗୁରୁବାର ଏକ ଟୁରିଷ୍ଟ ବସକୁ ପଛପଟୁ ଯାତ୍ରୀବାହୀ ବସ୍‌ ଧକ୍କା ଦେବା...

ପୁଣି ଅଟୋରେ ପ୍ରସବ

ବାଲିଗୁଡା,୩୧ା୮.(ଡି.ଏନ.ଏ.) -ବାଲିଗୁଡା ଥାନା ଜକିକିଆ ଗ୍ରାମର ବାପି ଦିଗାଲଙ୍କ ସ୍ତ୍ରୀ ଜ୍ୟୋସ୍ନାଙ୍କୁ ଶୁକ୍ରବାର ପ୍ରସବ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ଅଟୋ ଯୋଗେ ତାଙ୍କୁ ବାଲିଗୁଡା...

ବିଧାୟକ, ଏମ୍‌ପି, ବିଚାରପତି ବିଦ୍ୟାଳୟକୁ ପୋଷ୍ୟ ଭାବେ ନିଅନ୍ତୁ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ‘ମୋ ସ୍କୁଲ’ କାର୍ଯ୍ୟକ୍ରମରେ ସାମିଲ ହୋଇ ଅତି ବେଶିରେ ୩ଟି ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର...

ବୁଡ଼େଇଲା, ଭସେଇଲା ବର୍ଷା

ଭୁବନେଶ୍ୱର, ୨୨।୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ପ୍ରବଳ ବର୍ଷା ହୋଇଥିଲା। ସନ୍ଧ୍ୟାସୁଦ୍ଧା ୮୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଥିବାବେଳେ କେତେବେଳେ ଝିପି ଝିପି...

ରାସ୍ତାକୁ ଓହ୍ଲାଇଲେ ଅସନ୍ତୁଷ୍ଟ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୯।୬: ମାଟ୍ରିକ ପରୀକ୍ଷା ଫଳକୁ ନେଇ ଏବେ ସାରା ରାଜ୍ୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମୂଲ୍ୟାୟନରେ ଅନିୟମିତତା ଅଭିଯୋଗ କରି...

ସରିଲା ମହିଳା ୱେଲ୍ଡିଂ ଲିଗ୍‌

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସି.ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଚାଲିଥିବା ଜାତୀୟ ମହିଳା ୱେଲ୍ଡିଂ ଲିଗ୍‌ ଉଦ୍‌ଯାପିତ ହୋଇଯାଇଛି।...

Advertisement
Archives

Model This Week