ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ରାଉରକେଲା ଅଫିସ,୨୫।୭: ରାଉରକେଲା ଲାଠିକଟା ପୋଲିସ ବୁଧବାର ଜଣେ ଅପରାଧିଙ୍କୁ ଏନକାଉଣ୍ଟର କରିଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝି(୩୩)ଗୁରୁତର ଆହତ ହୋଇଛନ୍ତି। ସୁନିଲର ଡାହାଣ ଗୋଡରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ସ୍ଥାନୀୟ ମେଡିକାଲ ଓ ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ସୁନୀଲ ନାଁରେ ବହୁ ସଙ୍ଗିନ ମାମଲା ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୁନୀଲ ଲାଠିକଟା ନିକଟସ୍ଥ ସୁଈ ଡ଼ିହିରେ ସନ୍ଦିଗ୍ଧ ଭାବେ ବୁଲୁଥିଲେ। ପୋଲିସ ତାଙ୍କୁ ଅଟକାଇବାରୁ ସେ ଭୟଭୀତ ହୋଇ ଗୁଳିଚାଳନା କରିଥିଲେ। ଏହାପରେ ପୋଲିସର ମଧ୍ୟ ପାଲଟା ଆକ୍ରମଣ କରିଥିଲା। ଫଳରେ ପୋଲିସ ଗୁଳିରେ ସୁନୀଲ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ଗୁଳିକରି ବନ୍ଧାହେଲେ ଅଭିଯୁକ୍ତ ପୁଅ

ବରପାଲି,୨।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ବରପାଲି ଥାନା ଅଧୀନ ଚିନାଜୁରି ନିକଟସ୍ଥ କଦଳୀମୁଣ୍ଡା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଗଙ୍ଗାଜଳ ମେହେରଙ୍କୁ ପୁଅ...

୨୫ ତାଲା ଭାଙ୍ଗି ଚୋରି

ସମ୍ବଲପୁର,୨୬ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାର କଲେଜ ପରିସରରୁ ଗୁରୁବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଏଫ୍‌ଏମ୍‌ଟି, ପାଥୋଲୋଜି, ମାଇକ୍ରୋବାଇଲୋଜି, ଆନୋଟୋମି ବିଭାଗ କୋଠରୀର ପ୍ରାୟ...

ପୂର୍ବତନ ଜିଲା ଜଜ୍‌ କୃଷ୍ଣଚନ୍ଦ୍ର କରଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୨୬ା୮: ୧୯୮୦ରେ ଛବିରାଣୀ ହତ୍ୟାକାଣ୍ଡର ରାୟ ଦେଇଥିବା ପୂର୍ବତନ ଜିଲା ଜଜ୍‌ କୃଷ୍ଣ ଚନ୍ଦ୍ର କରଙ୍କର ମଙ୍ଗଳବାର ପରଲୋକ ହୋଇଛି। ୯୧ ବର୍ଷୀୟ...

ମାଟି ଅନୁକୂଳ, ବ୍ୟବସ୍ଥା ଦୁର୍ବଳ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ବଜାରରେ ଖାଇବା ତେଲର ଅହେତୁକ ଦରବୃଦ୍ଧି ଖାଉଟିଙ୍କୁ କଲବଲ କରୁଛି। ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ତୈଳବୀଜ ଚାଷ ଏବଂ ସେଥିରୁ ତେଲ ଉତ୍ପାଦନ...

ଲିମକା ବୁକ ଅଫ୍‌ ରେକର୍ଡ଼ସରେ ବାହାନଗାର ଯୁବ ଇଞ୍ଜିନିୟର

ବାହାନଗା, ୨୨ା୧୨-୧୦ହଜାରରୁ ଊର୍ଦ୍ଧ୍ୱ ସାମାଜିକ ଉପକରଣ, ୩୦ହଜାରରୁ ଊର୍ଦ୍ଧ୍ୱ ବିଜ୍ଞାନ ଓ ଶିକ୍ଷଣୀୟ ସାମଗ୍ରୀ ପ୍ରସ୍ତୁତ କରି ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳର ଯୁବ...

ଐତିହ୍ୟ କରିଡରକୁ ପୁରୀ ବିଧାୟକଙ୍କ ସମର୍ଥନ

ପୁରୀ ଅଫିସ,୨୭।୪: ଐତିହ୍ୟ କରିଡର ପ୍ରକଳ୍ପକୁ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ସମର୍ଥନ କରିଥିବାବେଳେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନର ପଦଯାତ୍ରାକୁ ବିରୋଧ କରିଛନ୍ତି। ସେ...

୮ରୁ ଖୋଲିବ ସ୍କୁଲ, କଲେଜ

ଭୁବନେଶ୍ୱର,୨ା୧- କୋଭିଡ୍‌ କଟକଣାରେ ରାଜ୍ୟରେ ଖୋଲିବାକୁ ଯାଉଛି ସ୍କୁଲ ଓ କଲେଜ। ଆସନ୍ତା ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ...

ଆଲୋକୀକରଣ ହେଲା କଟକ-ପୁରୀ ବାଇପାସ୍‌

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୪ା୨(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାରେ ଭୁବନେଶ୍ୱର ଟଙ୍କପାଣି ରୋଡ୍‌ସ୍ଥିତ ସାଇମନ୍ଦିର ଛକଠାରେ କଟକ-ପୁରୀ ବାଇପାସ୍‌ ରୋଡ୍‌ରେ ଏଲ୍‌ଇଡି ଷ୍ଟ୍ରିଟ୍‌ଲାଇଟ ଆଲୋକୀକରଣ ବ୍ୟବସ୍ଥାର ଲୋକାର୍ପଣ...

Advertisement
Archives

Model This Week