ପୋଲିସ କ୍ୟାଣ୍ଟିନରେ ମହିଳାଙ୍କୁ ବଳାତ୍କାର ଘଟଣା: ପୀଡିତାଙ୍କ ପରିବାର, ଏସପିଙ୍କୁ ଭେଟିଲେ ପୂର୍ବତନ ଏମପି

ମାଲକାନଗିରି,୧୫ା୫ (ଡି.ଏନ.ଏ.) – ମାଲକାନଗିିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିନ୍‌ରେ କାମ କରୁଥିବା ଜଣେ ମହିଳା ବଳାତ୍କାରର ଶିକାର ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ସେଠାକୁ ନେବା ସମୟରେ ରାୟଗଡା ନିକଟରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ନେଇ କଂଗ୍ରେସ ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଛି। ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ପୂର୍ବତନ ଏମପି ପ୍ରଦୀପ ମାଝି ପୀଡିତାଙ୍କ ଘରକୁ ଯାଇ ତାଙ୍କ ସ୍ବାମୀଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ପରେ ସେ ଏସ୍‌ପି ହ୍ରିଷିକେଶ ଡି. ଖିଲାରିଙ୍କୁ ଭେଟି ଆଲୋଚନା କରିଥିଲେ। ୧୫ ଦିନ ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରା ନ ଗଲେ କଂଗ୍ରେସ ଏହାର ପ୍ରତିବାଦରେ ଆନ୍ଦୋଳନ କରିବ ବୋଲି ମାଝୀ ଚେତାବନୀ ଦେଇଛନ୍ତି। ମାଝୀଙ୍କ ସହ ଜିଲା ସଭାପତି ଗୋବିନ୍ଦ ପାତ୍ର, କାର୍ଯ୍ୟକାରୀ ସଭାପତି ରାମ ପଟ୍ଟନାୟକ, ମହିଳା ନେତ୍ରୀ ଲକ୍ଷ୍ମୀପ୍ରିୟା ନାୟକ, କମଳା ବରାଳ, ପି. କେଶୁ ରାଓ, ଜି ଶ୍ରୀନିବାସରାଓ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇଟିଡିଏର ପ୍ରକଳ୍ପ ପ୍ରଶାସକଙ୍କ ବଦଳି ବାତିଲ ଦାବି

ମାଲକାନଗିରି,୯।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଲ୍ୟବନ୍ତ ଦେଶିଆ ନାଟ୍ୟଗୁରୁ ସାଂସ୍କୃତିକ ସଂଗଠନ ପକ୍ଷରୁ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକଙ୍କ ବଦଳି ବାତିଲ ପାଇଁ ଜିଲାପାଳଙ୍କୁ...

ପ୍ରଥମଥର ପାଇଁ ସ୍ବାଭିମାନ ଅଞ୍ଚଳବାସୀ ପାଇଲେ ମୋବାଇଲ ସେବା

ଚିତ୍ରକୋଣ୍ଡା,୭ା୯(ଡି.ଏନ୍‌.ଏ.): ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୮ଟି ପଞ୍ଚାୟତ ଯଥା ଯୋଡ଼ାମ୍ବ, ପଣସପୁଟ, ଅଣ୍ଡିରାପାଲି, ଯନ୍ତ୍ରୀ, ଗାଜୁଲୁମାମୁଡି, ରାଲେଗା ଧୂଳିପୁଟ ଓ...

ଭୟରେ ଗାଁ ଛାଡ଼ିଲେ ୮୫ ପରିବାର

ଚିତ୍ରକୋଣ୍ଡା, ୪।୨(ଡି.ଏନ୍‌.ଏ.): ମାଲକଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣଷପୁଟ ପଞ୍ଚାୟତର ୧୨ଟି ଗ୍ରାମର ୮୫ ପରିବାର ମାଓବାଦୀ ଭୟରେ...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ନିଆଁରେ ପୋଡ଼ି ସ୍ବାମୀସ୍ତ୍ରୀ ଗୁରୁତର

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଏମ୍‌ଭି-୪୨ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗ୍ୟାସ ଲିକ୍‌ରୁ ନିଆଁ ଲାଗିବା ଯୋଗୁ ସ୍ବାମୀସ୍ତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ...

ପୂର୍ବତନ ଉପବାଚସ୍ପତି ଗୁରୁତର

ମାଲକାନଗିରି,୩୦ା୬: ପୂର୍ବତନ ଉପ ବାଚସ୍ପତି ତଥା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରହଲ୍ଲାଦ ଦୋରା ମଙ୍ଗଳବାର ରାତିରେ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ...

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ସ୍କୁଲ ପାଚେରି

ମାଲକାନଗିରି,୩୦ା୫(ଡି.ଏନ୍‌.ଏ.): ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ସ୍କୁଲ ପାଚେରି। ଅସରାଏ ବର୍ଷାରେ ଶନିବାର ରାତିରେ ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଅଁଳାପଦର ସ୍କୁଲର ପାଚେରି ନଷ୍ଟ...

ବାଉଁଶ କାଟିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋରୁକୋଣ୍ଡା,୨୭ା୭(ଡି.ଏନ୍‌.ଏ.): ମାଲକାନଗିରି ସଦର ଥାନା ଅନ୍ତର୍ଗତ କୋରୁକୋଣ୍ଡା ସଦର ମହକୁମାରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସୂଚନାନୁଯାୟୀ, କୋରୁକୋଣ୍ଡା ଗ୍ରାମର ଭୀମ ଦାସ (୫୫)...

ଗୋଷ୍ଠୀ ଶୌଚାଳୟରୁ ଫିଟୁନି ତାଲା

କୋରୁକୋଣ୍ଡା, ୫।୫(ଡି.ଏନ୍‌.ଏ.) : ନିର୍ମାଣ ପରଠାରୁ ମାତ୍ର ୧୫ ଦିନ ଲୋକଙ୍କ ସେବାରେ ଲାଗିଛି। ତା’ପରଠାରୁ ତାଲା ପଡ଼ି ରହିଛି ଗୋଷ୍ଠୀ ଶୌଚାଳୟ। ଜନକଲ୍ୟାଣ ଉଦ୍ଦେଶ୍ୟରେ ବିଭିନ୍ନ...

Advertisement
Archives

Model This Week