ପୋଲିସ ଖୋଲିଲା ଜଳଛତ୍ର

ବରଗଡ଼ ଅଫିସ୍‌,୩୧।୩-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ ଅଛି । ଏଥିପାଇଁ ସମସ୍ତ ଦୋକାନ, ବଜାର ବନ୍ଦ ରହିଛି । ଅନ୍ୟପଟେ ତାତି ବଢ଼ିବାରେ ଲାଗିଛି । ଫଳରେ ଅଂଶୁଘାତ ଭୟ ରହିଛି । ଏହାକୁ ଦୃଷ୍ଟିରେ ରଖି ବୁଧବାର ବରଗଡ଼ ପୋଲିସ ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକରେ ଏକ ଜଳଛତ୍ର ଖୋଲା ଯାଇଛି । ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ମହରାଜ ଭାବେ ଅଭିନୟ କରୁଥିବା ଅଭିନେତା ଭୁବନେଶ୍ୱର ପ୍ରଧାନ ଏହାର ଶୁଭାରମ୍ଭ କରିଥିଲେ । ବରଗଡ଼ ଟାଉନ ଥାନା ସବ୍‌ ଇନ୍ସପେକ୍ଟର ସନୟ କୁମାର ନାୟକଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୧ ବର୍ଷ ପରେ ବି ବିଦ୍ୟାଳୟକୁ ନାହିଁ ରାସ୍ତା

ଚମ୍ପୁଆ, ୩୦।୬ (ଡି.ଏନ.ଏ.) – ଦୀର୍ଘ ୪୧ ବର୍ଷ ପରେବି ବିଦ୍ୟାଳୟକୁ ରାସ୍ତା ନ ଥିବା ପରିତାପର ବିଷୟ ପାଲଟିଛି। ଦେଶର ଭବିଷ୍ୟତ ନିର୍ମାଣ କରୁଥିବା...

ଲକ୍‌ଡାଉନ ବେଳେ ଗାଁ ଛାଡ଼ିବାକୁ ନୋଟିସ

ବଲାଙ୍ଗୀର ଅଫିସ, ୨୦।୫: କୋଭିଡ୍‌ ମହାମାରୀ ସମୟରେ ଲୋକଙ୍କୁ ଅଯଥାରେ ଘରୁ ନ ବାହାରିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଏହାଦ୍ୱାରା...

କ୍ୟୁ ନେଟ ଠକେଇ ମାମଲା: ୩ ଅଭିଯୁକ୍ତଙ୍କ ଜାମିନ ଖାରଜ

କଟକ ଅଫିସ,୨୯।୬: କ୍ୟୁ ନେଟ ଚିଟଫଣ୍ଡ ଠକେଇ ମାମଲାରେ ଗିରଫ ୩ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ସୋମବାର ହାଇକୋର୍ଟ ଖାରଜ କରିଛନ୍ତି। ଅଭିଯୁକ୍ତମାନେ ହେଲେ ଏହି...

ଏନ୍‌ଏସି କର୍ମଚାରୀଙ୍କୁ ଗାଳିଗୁଲଜ ଅଭିଯୋଗ

ଗୋପାଳପୁର,୩୧ା୮-ଗୋପାଳପୁର ଏନ୍‌ଏସି କାର୍ଯ୍ୟାଳୟର ସିଇଓ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଧମକ ଓ ଗାଳିଗୁଲଜ କରିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଗୋପାଳପୁର ଏନ୍‌ଏସି ଅଞ୍ଚଳର...

ସୂଚନା ଅଧିକାର କର୍ମୀ ରଞ୍ଜନଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ପିସିସି

ମାର୍ଶାଘାଇ,୮।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିକପୁର ଗ୍ରାମର ସୂଚନା ଅଧିକାର କର୍ମୀ ରଞ୍ଜନ ଦାସଙ୍କ ମୃତ୍ୟୁକୁ ନେଇ ଶନିବାର ମାଣିକପୁର ଗ୍ରାମରେ ପ୍ରଦେଶ...

ଜିଲା ବିଜେଡି ଉପସଭାପତି ନିଲମ୍ବିତ

ନବରଙ୍ଗପୁର,୧।୨(ବି.ପ୍ର.): ନବରଙ୍ଗପୁର ଜିଲା ବିଜେଡି ଉପସଭାପତି ଦିବ୍ୟଦାନ ସୁନାଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସ୍ବାଧୀନ ପ୍ରାର୍ଥୀଭାବେ ନନ୍ଦାହାଣ୍ଡି ବ୍ଲକ ଜିଲା ପରିଷଦ ଜୋନ୍‌-୧ରୁ ନିର୍ବାଚନ...

ବିଜୁ ସେତୁ ନାମରେ ଲକ୍ଷାଧିକ ଟଙ୍କା ଚଳୁ, ସୁଇମିଂ ପୁଲ ଭଳି ଗର୍ତ୍ତ ଖୋଳି ଫେରାର

ରଗଡ଼ି, ୨୧ା୪(ଡି.ଏନ.ଏ.): କୋରେଇ ବ୍ଲକ ରଣପୁର ପଞ୍ଚାୟତ ରଣପୁର ଗ୍ରାମର ଗହନିଆ ନାଳ ଉପରେ ବିଜୁ ସେତୁ ନିର୍ମାଣ ନାମରେ ଲକ୍ଷାଧିକ ଟଙ୍କା ଚଳୁ ହୋଇଥିବା...

ଏସ୍‌ଇସିସି ତାଲିକାରେ ଭୁଲ୍‌ଭଟକା: ଆବାସ ଯୋଜନାରୁ ବଁଚିତ୍‌ ୩୪ ଆଦିବାସୀ ପରିବାର

  ଲାଠୋର, ୧୧।୨ (ଡି.ଏନ୍‌.ଏ.)- କେନ୍ଦ୍ର ସରକାର ୨୦୧୧ ସାଲେ ସାରାଦେଶରେ ଏସ୍‌ଇସିସି(ସାମାଜିକ, ଆର୍ଥତ୍କ, ଜାତି ଭିତ୍ତିକ) ଜନଗଣନା କରେଇଥିଲେ। ସେ ହିସାବେ ଆମର ରାଏଜେ...

Advertisement
Archives

Model This Week