Posted inଜାତୀୟ

ପୋଲିସ ଗୁଳିରେ ଟଳିଲେ ୫ ମାଓବାଦୀ

ହାଇଦ୍ରାବାଦ,୨୨।୯: ଆନ୍ଧ୍ରପ୍ରଦେଶ ମାଦିଗିମୁଡୁ ଜଙ୍ଗଲରେ ରବିବାର ଗ୍ରେହାଉଣ୍ଡସ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୫ ଜଣ ମାଓବାଦୀଙ୍କର ମୃତ୍ୟୁ ଘଟିଛି ବୋଲି ସୂଚନା ମିଳିଛି। ମୃତକମାନେ ହାର୍ଡକୋର ମାଓବାଦୀ ବୋଲି ଜଣାପଡିଛି। ରବିବାର ମାଓବାଦୀଙ୍କ ଏକ ବୈଠକ ଚାଲୁଥିବା ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ଚଢାଉ କରିଥିଲା। ଘଟଣାସ୍ଥଳରୁ ପୋଲିସ ବିପୁଳ ପରିମାଣରେ ବିସ୍ଫୋରକ, ୫ଟି ବନ୍ଧୁକ, ମାଓବାଦୀଙ୍କ ଦ୍ୱାରା ବ୍ୟବହୃତ ସାମଗ୍ରୀକୁ ଜବତ କରାଯାଇଛି। ମୃତକମାନେ ଆନ୍ଧ୍ର ଓ ବର୍ଡର ଜୋନାଲ କମିଟିର ସଦସ୍ୟ ବୋଲି ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri