ପୋଲିସ ଜାଲରେ ନକଲୀ ମାଓବାଦୀ ଗ୍ୟାଙ୍ଗ: ବନ ଅଧିକାରୀଙ୍କ ସମେତ ୨ ଭାଇଗିରଫ

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ଜିଲା ଭଟଲି ପୋଲିସ ହାତରେ ରବିବାର ନକଲୀ ମାଓବାଦୀ ଗ୍ୟାଙ୍ଗ ଧରାପଡ଼ିଛନ୍ତି । ପୋଲିସ ଉକ୍ତ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ବନ ବିଭାଗ ଅଧୀନ ସମ୍ବଲପୁର ରେଞ୍ଜର ଡେପୁଟି ରେଞ୍ଜର ତଥା କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ତେରାଗାଁର ମୂଳ ବାସିନ୍ଦା ବଟକୃଷ୍ଣ ସେଠୀ(୫୯), ଭଟଲି ଗଢ଼ପଡ଼ାର ୨ ଭାଇ ଦୋଳଗୋବିନ୍ଦ ସାହୁ ଓରଫ ବାବୁଲୁ(୪୦) ଓ ବଳରାମ ସାହୁ(୨୪) । ସେମାନଙ୍କ ପାଖରୁ ନଗଦ ୧ଲକ୍ଷ ୬୫ ହଜାର, ୩ ମୋବାଇଲ ଓ ୨ ସ୍ପ୍ଲେଣ୍ଡର ବାଇକ୍‌ ଜବତ ହୋଇଛି । ଏ ନେଇ ଭଟଲି ଥାନା ପୋଲିସ କେସ (ନଂ. ୧୩୫/୧୯)ରେ ମାମଲା ରୁଜୁ କରିଛି ।
ଜିଲା ପୋଲିସ ମୁଖ୍ୟାଳୟରେ ରବିବାର ମଧ୍ୟାହ୍ନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବରଗଡ଼ ଏସପି ମୁକେଶ କୁମାର ଭାମୁ ସୂଚନା ଦେଇ କହିଛନ୍ତି, ଧରାପଡ଼ିଥିବା ନକଲୀ ମାଓବାଦୀ ଗ୍ୟାଙ୍ଗ ୨୦୧୪ ମସିହାରୁ ଭଟଲି, ଅମ୍ବାଭୋନା ଅଞ୍ଚଳରେ ସରକାରୀ ଅଧିକାରୀ, ଠିକାଦାର ପ୍ରମୁଖଙ୍କୁ ହତ୍ୟା ଧମକ୍‌ ଦେଇ ଟଙ୍କା ଆଦାୟ କରି ଆସୁଥିଲେ । ତେବେ ଅଶୋକ ଦାଶ ନାମକ ଜଣେ ଠିକାଦାର ଶୁକ୍ରବାର ଭଟଲି ଥାନାରେ ଏତଲା ଦେବା ପରେ ପୋଲିସ ଏହାକୁ ଗୁରୁତ୍ୱର ସହିତ ନେଇ ତନାଘନା ଚଳାଇଥିଲା ଏବଂ ଉପରୋକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାହୀ ଅଧିକାରୀଙ୍କୁ ତାଲା

ରାଜନଗର,୧୮।୧୧(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସଂଶୋଧନ ଓ ନୂତନ ଭୋଟରଙ୍କୁ ସାମିଲ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରେ ଭୋଟର ତାଲିକା ପ୍ରକାଶ...

CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୦ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୪୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି।...

ଏଜେଣ୍ଟଙ୍କୁ ମାଡ଼, ବୁଥ୍‌ ଜବରଦଖଲ

ଢେଙ୍କାନାଳ ଅଫିସ, ୧୯ ।୨ ଢେଙ୍କାନାଳ ସଦର ବ୍ଲକ ଚନ୍ଦ୍ରଶେଖରପ୍ରସାଦ ପଞ୍ଚାୟତରେ ବିରୋଧୀ ଦଳର ପ୍ରାର୍ଥୀ ବୁଥ୍‌ ଜବରଦଖଲ କରିଥିବା ଶାସକ ବିଜେଡି ପକ୍ଷରୁ ଅଭିଯୋଗ...

ଏ ବର୍ଷ ବି ହେବନାହିଁ ଐତିହାସିକ ବାଲିଯାତ୍ରା

କଟକ ଅଫିସ,୯।୧୧: ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଟକର ଐତିହାସିକ ବାଲିଯାତ୍ରା ହେବ ନାହିଁ। ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ଜିଲା...

ହନୁମାନ ପଇସା ପରେ ନୂଆ ଗୁଜବ: ଲକ୍ଷପତି ହେବା ଆଶାରେ ପୁରୁଣା ଟିଭି-ଫୋନ ପଛରେ ପଡ଼ିଛନ୍ତି ଯୁବପିଢ଼ି

ପାଟଣା,୨୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳର ବିଭିନ୍ନ ବଜାର ଅଞ୍ଚଳରେ ନୂଆ ଗୁଜବ। ପୁରୁଣା ଟିଭି ଓ ଫୋନ ରେ ଥିବା...

ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଦାୟିତ୍ୱ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଦାୟିତ୍ୱ ବଣ୍ଟନ...

CORONAVIRUS UPDATE: ଆଜି ଚିହ୍ନଟ ହେଲେ ୭୩୬ ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭ହଜାର ଟପିଲା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ମୋଟ ୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୪୮୧...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି

ପୁରୀ ଅଫିସ, ୬ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା...

Advertisement
Archives

Model This Week