ପୋଲିସ ଡିଜିପି ଭାବେ ଦାୟିତ୍ୱ ନେଲେ ଅଭୟ

କଟକ ଅଫିସ୍‌, ୯।୧୨:ସୋମବାର ନୂଆ ପୋଲିସ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅଭୟ। କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ୱଗ୍ରହଣ କରିଛନ୍ତି। ଅନ୍ତରୀଣ ଡିଜି ଭାବେ ଅବସ୍ଥାପିତ ସତ୍ୟଜିତ ମହାନ୍ତି ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ନୂଆ ଡିଜିପିଙ୍କୁ ଗାର୍ଡ ଅଫ ଅନର୍‌ ଦିଆଯାଇଥିଲା। ୧୯୮୬ ବ୍ୟାଚର ଆପିଏସ୍‌ ଅଫିସର ଅଭୟ ନ୍ୟାସନାଲ ପୋଲିସ ଏକଡେମୀର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ପୂର୍ବରୁ ଡିଜିପି ଦାୟିତ୍ୱରେ ଥିବା ଅଗ୍ନିଶମ ଡିଜି ବିକେ ଶର୍ମାଙ୍କୁ ଦାୟିତ୍ୱରୁ ସରକାର ଅବ୍ୟାହତି ଦେବା ପରେ ଅଭୟଙ୍କୁ ନୂଆ ଡିଜିପି ଭାବେ ନିଯୁକ୍ତ କରାଯାଇଥିଲା। ସେ ଦାୟିତ୍ୱ ଗ୍ରହଣ କରିବା ପର୍ଯ୍ୟନ୍ତ ବରିଷ୍ଠ ଆଇପିଏସ ସତ୍ୟଜିତ ମହାନ୍ତି ମଧ୍ୟବର୍ତ୍ତୀକାଳୀନ ଡିଜି ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ବୁଲୁଛି କ୍ଷତାକ୍ତ ଦନ୍ତା

ଢେଙ୍କାନାଳ ଅଫିସ, ୧୨ ।୩ ଢେଙ୍କାନାଳ ସଦର ରେଞ୍ଜ୍‌ ଗହମଖୁଣ୍ଟି ରାସ୍ତାରେ କ୍ଷତାକ୍ତ ଅବସ୍ଥାରେ ବୁଲୁଥିବା ଏକ ଦନ୍ତାହାତୀ ଆତଙ୍କ ସୃଷ୍ଟି କରିଛି। ହାତୀର ପଛ...

ଆଜି ଉତ୍ତର, ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୧।୮(ବ୍ୟୁରୋ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏହା ଫଳରେ ରାଜ୍ୟରେ ବର୍ଷାର ପରିମାଣ କମିଯାଇଛି। ଶନିବାର ବଲାଙ୍ଗୀରରେ ସର୍ବାଧିକ ୧୨ ମିଲିମିଟର...

ବସ୍ ଯାତ୍ରୀଙ୍କୁ ବିମାନବନ୍ଦର ଭଳି ସୁବିଧା

ଅନୁଗୋଳ ଅଫିସ, ୮।୬ – ବସ୍‌ରେ ଯିବାକୁ ଥିବା ଯାତ୍ରୀ ପାଇବେ ବିମାନବନ୍ଦର ଭଳି ସୁବିଧା। ପାର୍କିଂ, ଶପିଂ, ମେଡିସିନ, ଯାହା ଚାହିଁବେ ତାହା ହାତପାହାନ୍ତାରେ...

ମନଛୁଇଁବ ମେଲୋଡି

ବଇଣ୍ଡା, ୨୮ା୯ (ଡି.ଏନ.ଏ.): ମା’ ଆସୁଥିବାରୁ ରାତିଦିନ ଚାଲିଛି ସାଜସଜ୍ଜା। ଚଳଚଞ୍ଚଳ ହୋଇଉଠିଛି ଆଠମଲ୍ଲିକ ବ୍ଲକ ସାନହୁଲା ଅଞ୍ଚଳ। ଚଳିତବର୍ଷ ୨୯ ବର୍ଷରେ ପଦାର୍ପଣ କରୁଥିବା...

ପରୀକ୍ଷା ହେବ, ପ୍ରସ୍ତୁତ ରୁହ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୨୪।୧(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ଧିରେ ଧିରେ କମୁଛି। ତେବେ ଏହାରି ଭିତରେ ଦଶମ ଓ ଦ୍ବାଦଶ ପରୀକ୍ଷା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ...

ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍‌

ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି...

ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ଉପଜିଲାପାଳ, ଏସଡିପିଓ

ଆନନ୍ଦପୁର,୧୬।୧୦(ସ୍ବ.ପ୍ର.): ରାଜ୍ୟରେ ୫ ଟି କୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଦେଖିବାକୁ ମିଳିଛି। ଆନନ୍ଦପୁର...

୪୮ଘଣ୍ଟା ପରେ ଧରାପଡ଼ିଲେ ବ୍ୟାଙ୍କ ଲୁଟେରା

ସୁନ୍ଦରଗଡ଼,୩୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହର ନିକଟ କିରେଇସ୍ଥିତ ଉତ୍କଳ ଗ୍ରାମ୍ୟବ୍ୟାଙ୍କରୁ ଗତ ୨୭ ତାରିଖରେ ବନ୍ଧୁକ ଦେଖାଇ ୪ଜଣ ଡକାୟତ ଲକ୍ଷାଧିକ ଟଙ୍କା ଲୁଟି ନେବା ଘଟଣାରେ...

Advertisement
Archives

Model This Week