ପୋଲିସ ଡ୍ରେସ୍‌ ପିନ୍ଧି ଦୁର୍ବ୍ୟବହାର: ଧାରଣାରେ ବସିଲେ ନର୍ସ

କୋରାପୁଟ,୧୬।୭(ସ୍ବ.ପ୍ର): କୋରାପୁଟ ମେଡିକାଲ କଲେଜ ଓ ହସପିଟାଲର ପୁରୁଷ ସର୍ଜରୀ ୱାର୍ଡରେ ରବିବାର ବିଳମ୍ବିତ ରାତିରେ ୨ ଜଣ ଯୁବକ ପୋଲିସ ଡ୍ରେସ ପିନ୍ଧି ନର୍ସମାନଙ୍କୁ ଦୁର୍ବ୍ୟବହାର କରିଥିଲେ ା ଏହାର ପ୍ରତିବାଦରେ ସୋମବାର ସମସ୍ତ ନର୍ସ ମେଡିକାଲର ମୁଖ୍ୟ ଫାଟକଠାରେ ଧାରଣାରେ ବସିଥିଲେ। ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା, ନର୍ସମାନଙ୍କୁ ସୁରକ୍ଷା ଦେବା ଓ ପ୍ରତି ରୋଗୀ ପିଛା ଆଣ୍ଟେଣ୍ଡାଣ୍ଟ ନିୟୋଜିତ କରିବାକୁ ଦାବି କରିଥିଲେ। ଏନେଇ ସନ୍ଧ୍ୟାରେ କୋରାପୁଟ ମେଡିକାଲରେ ପୋଲିସ ଓ ମେଡ଼ିକାଲ କର୍ତ୍ତୃପକ୍ଷ ଦୀର୍ଘ ୩ ଘଣ୍ଟା ଧରି ଆଲୋଚନା କରିଥିଲେ ା ମେଡିକାଲରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ ା ଏଥିସହିତ ଆସନ୍ତା ୧୮ ତାରିଖରୁ ମେଡିକାଲରେ ପୋଲିସ ମୁତୟନ କରାଯିବା ନେଇ ପ୍ରତିଶ୍ରୁତି ଦେବା ପରେ ନର୍ସମାନେ ଧାରଣାରୁ ଓହରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦେଶ,ରାଜ୍ୟର ଉନ୍ନତି ଲାଗି ସଙ୍କଳ୍ପ ନେବାକୁ ଆହ୍ବାନ

ବାରିପଦା ଅଫିସ,୨୮।୧ ମୟୂରଭଞ୍ଜ ଜିଲା ବାରିପଦା ରିଜର୍ଭ ପୋଲିସ ପଡ଼ିଆଠାରେ ୭୩ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ରାଜ୍ୟ ଖାଦ୍ୟ ଯୋଗାଣ,...

ନାବାଳକଙ୍କ ମୃତଦେହ ମିଳିଲା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ନୀଳାଦ୍ରିବିହାର ପଣ୍ଡାପାର୍କ ବସ୍ତିରୁ ୩ଦିନ ତଳେ ନିଖୋଜ ଥିବା ଜଣେ ନାବାଳକଙ୍କ ମୃତଦେହ ଗୁରୁବାର ଠାବ ହୋଇଛି। ସେ ହେଲେ ଦୈତ୍ୟରାଜ...

ସବୁଠି ସମାନ ସମସ୍ୟା

ଢେଙ୍କାନାଳ ଅଫିସ, ୧୧ା୩ ଆସନ୍ତା ୨୪ରେ ବହୁ ପ୍ରତୀକ୍ଷିତ ପୌର ନିର୍ବାଚନ। ଏଥିଲାଗି ସରିଛି ନାମାଙ୍କନ ପ୍ରକ୍ରିୟା। ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ୧୪ ତାରିଖରେ ଚୂଡ଼ାନ୍ତ...

ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରାଯିବ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୬ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କର ପ୍ରସ୍ତୁତି ଓ ଜନସାଧାରଣଙ୍କ ସହଯୋଗ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ସର୍ବଦା ସଫଳତା ଦେଇଆସିଛି। ଆଗାମୀ ଦିନରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ...

ସ୍କୁଲ, କଲେଜ ପାଠ୍ୟକ୍ରମରେ ସାମିଲ ହେବ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା

ଭୁବନେଶ୍ୱର,୨୯।୫: ନବୀନ ସରକାରଙ୍କ ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଶନିବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସ୍କୁଲ...

ପ୍ରଦୀପ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ

ଭୁବନେଶ୍ୱର, ୮।୫(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏମ୍‌ସରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି। ଏମ୍‌ସ୍‌...

ଭଡ଼ା ଅଟୋରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୨୨।୪ (ବ୍ୟୁରୋ): ଭଡା ଅଟୋରେ ଆସୁଥିଲେ। ଆଉ ବାଇକ ଚୋରି କରିବା ପରେ ସେହି ବାଇକ ଯୋଗେ ଘରକୁ ଫେରୁଥିଲେ। ଏହାପରେ ଉକ୍ତ ଚୋରା ବାଇକକୁ ବନ୍ଧକ...

୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ। ଫଳରେ ସାରା ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ୧୦...

Advertisement
Archives

Model This Week