ପୋଲିସ ପକ୍ଷରୁ ମାସ୍କ ବଣ୍ଟନ

ପୁରୁଷୋତ୍ତମପୁର,୨୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ ତତ୍ତ୍ବାବଧାନରେ ପୋଲିସ କର୍ମଚାରୀମାନେ ଲୋକଙ୍କୁ ସଚେତନ କରାଇବା ସହ ମାସ୍କ ବଣ୍ଟନ କରିଛନ୍ତି। ଏସ୍‌ଆଇ ସୁନିଲ କୁମାର ପ୍ରଧାନ, ଏସ୍‌ଆଇ ଚମ୍ପାବତୀ ମାରାଣ୍ଡି, ଏଏସ୍‌ଆଇ ରବୀନ୍ଦ୍ର ନାଥ ପାଣିଗ୍ରାହୀ, ହେମନ୍ତ କୁମାର ସାହୁ, ମାଳତୀ ବେହେରା ଓ କର୍ମଚାରୀମାନେ ରାସ୍ତାରେ ବୁଲି ବୁଲି ଯାତାୟାତ କରୁଥିବା ଲୋକମାନଙ୍କୁ କରୋନା ଭୂତାଣୁ ସମ୍ପର୍କରେ ସଚେତନ କରିବା ସହ ମାସ୍କ ପିନ୍ଧାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଣଭାର ଶୁଝି ନ ପାରି ଚାଷୀ ଆତ୍ମହତ୍ୟା ଅଭିଯୋଗ

ଧାମନଗର,୧୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଡ଼ିହ ନୂଆପାଟଣା ଗ୍ରାମର ଜଣେ ଚାଷୀଙ୍କର ବୁଧବାର ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଉମାକାନ୍ତ...

ଆକଳନ ସରିନି, ଆଶଙ୍କାରେ କ୍ଷତିପୂରଣ

ବରଗଡ଼ ଅଫିସ୍‌,୮।୧: ବରଗଡ଼ ଜିଲାରେ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଏଥିରେ ବ୍ୟାପକ ଫସଲକ୍ଷତି ହୋଇଥିବା ସତ୍ତ୍ୱେ କୌଣସି...

ଦିବାଲୋକରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୬୦ ହଜାର ଟଙ୍କା ଲୁଟ୍‌

ବେତନଟୀ,୧୭।୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଆଗ୍ରିଆ ପଞ୍ଚାୟତ ଡାଙ୍ଗିରିପୁରା ଗ୍ରାମରେ ଏକ ଲୁଟ୍‌ ଘଟଣା ସାମ୍ନାକୁ ଆସିଛି। ଆଗ୍ରିଆ-ନଡ଼ପୁର ରାସ୍ତା ପାର୍ଶ୍ୱରେ ଥିବା...

ବେଆଇନ ମଦ ଭାଟିରେ ଚଢାଉ: ୩ ମହିଳାଙ୍କ ସମେତ ୨୫ ଗିରଫ

ଆସିକା,୧ା୪(ଡି.ଏନ୍‌.ଏ.)- ଆସିକା ଥାନା ପାକଲାପଲ୍ଲୀ ଓ ସନ୍ତୋଷୀ ମନ୍ଦିର ସଂଲଗ୍ନ ଏରୋଗୋଲାବସା ଏବଂ ବାଲିସିରାଠାରେ ଚାଲିଥିବା ବେଆଇନ୍‌ ରନ୍ଧାମଦ ଭାଟି ଉପରେ ବୁଧବାର ଆସିକା ପୋଲିସ...

ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା

ଦିଗପହଣ୍ଡି,୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ।...

ଉତ୍ତରପ୍ରଦେଶ ଫେରନ୍ତା ଦୁଇ ଯୁବକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିଲା ପ୍ରଶାସନ

ବିଜେପୁର,୨୬ା୪(ଡି.ଏନ୍‌.ଏ.) : କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବ୍ୟାହତ ରହିଛି। ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି।...

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ବଡଗାଁ,୨୪।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପଟୁଆବେଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବନମାଳୀ ନାୟକଙ୍କ ସ୍ତ୍ରୀ ଉର...

ଭଦ୍ରକରୁ ପୁଣି ୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୧।୯: ଭଦ୍ରକ ଜିଲାରୁ ମଙ୍ଗଳବାର ୯୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

Advertisement
Archives

Model This Week