ପୋଲିସ ପାଣ୍ଠିକୁ ଟ୍ୟୁଶନ ଦରମା ଦେଲେ ଛାତ୍ର

ପାରାଦୀପ, ୧୭।୪ (ସ୍ବ.ପ୍ର.)-କରୋନା ପାଇଁ ବିଭିନ୍ନ କଟକଣା ଲାଗୁ କରାଯାଇଥିବା ବେଳେ ପୋଲିସ ଏହାର ପରିଚାଳନା କରୁଛି। ପୋଲିସର ଏହି ସେବାଦୃଶ୍ୟ କାମ ପାଇଁ ଜଣେ ନର୍ସରୀ ଛାତ୍ର ବାଲିଝରା ବସ୍ତିର ପ୍ରତୀକ ତରାଇ ନିଜ ଟ୍ୟୁଶନ ଦରମା ୩୦୦୦ ଟଙ୍କା ପୋଲିସ କଲ୍ୟାଣ ପାଣ୍ଠିକୁ ପ୍ରଦାନ କରିଛନ୍ତି। ପାରାଦୀପ ଆଦର୍ଶ ଥାନାଧିକାରୀ ରଜନୀକାନ୍ତ ସାମଲଙ୍କୁ ଏହି ଅର୍ଥ ପ୍ରଦାନ କରିଛନ୍ତି। ସମ୍ପୃକ୍ତ ଛାତ୍ରଙ୍କ ଏହି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଡା ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri