ପୋଲିସ-ମାଓବାଦୀ ଗୁଳି ବିନିମୟ : ଯବାନ ଶହୀଦ

ମାଲକାନଗିରି,୧୯ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକୁମା ଜିଲାରେ ବୁଧବାର ପୋଲିସ-ଲାଲବାହିନୀ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଇ.ଡି.ବିସ୍ଫୋରଣରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଶହୀଦ ଯବାନଙ୍କ ନାମ କନେୟା ମାଝି । ସୁକୁମା ଏସପି ପ୍ରଲ୍ଲବଙ୍କ ସୂଚନା ଅନୁଯାୟୀ ବୁଧବାର କିଷ୍ଣାରାମ ଅଞ୍ଚଳରେ କୋବ୍ରା ଓ ଏସଟିଏଫ ବାହିନୀ ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ମାଓବାଦୀଙ୍କ ସହ ଗୁଳି ବିନିମୟ ହୋଇଥିଲା। ଏଥିରେ ୨୦୮ କୋବ୍ରା ବାଟାଲିୟାନ୍‌ର କନେୟା ଗୁରୁତର ହୋଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା କରାଯାଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୫ ସୁଦ୍ଧା ସମସ୍ତ ଶିକ୍ଷକଙ୍କୁ ଟିକା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଚାଲିଥିବା ଟିକାକରଣରେ ଶିକ୍ଷକମାନଙ୍କୁ ଅଗ୍ରାଧିକାର ଦିଆଯିବ। ସବୁ ସରକାରୀ ଓ ବେସରକାରୀ ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ, କର୍ମଚାରୀଙ୍କୁ ଟିକା ଦେବା ପାଇଁ କେନ୍ଦ୍ର...

ପାଣି ପାଇଁ ହଇରାଣ ୪୦୦ ପରିବାର

କାକଟପୁର,୭।୫(ଡି.ଏନ୍‌.ଏ.): କାକଟପୁର ବ୍ଲକ ଅନ୍ତର୍ଗତ କୁରୁଜଙ୍ଗ ପଞ୍ଚାୟତ ଚାରିଗାଁରେ ପାନୀୟଜଳ ସଙ୍କଟ ସୃଷ୍ଟି ହୋଇଛି। କୁରୁଜଙ୍ଗ ପଞ୍ଚାୟତର ବାମରା, କୁରୁମ, ପାଟ୍ଟଶାଣୀପୁର ଓ ଆଢୁଆଳ ଗ୍ରାମକୁ...

ଭୁବନେଶ୍ୱରୁ ଆଜି ପୁଣି ୨୭୧ ପଜିିଟିଭ୍‌ ଚିହ୍ନଟ: ଲୋକାଲ କେସ୍‌ ସଂଖ୍ୟା ଅଧିକ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୨୭୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ଦେଢ଼ କିମି ବୁହାହେଲେ ପ୍ରସୂତି, ଶିଶୁ

କାମାକ୍ଷାନଗର, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲାର ଆଦିବାସୀବହୁଳ ଦୁର୍ଗମ କାନ୍ତୋଲ ପଞ୍ଚାୟତରେ କମୁନି ଜନନୀ ଯନ୍ତ୍ରଣା। ଗ୍ରାମକୁ ଯିବା ରାସ୍ତାରେ ଏକାଧିକ ପାହାଡ଼ିଆ ନାଳ ସ୍ବାସ୍ଥ୍ୟସେବାରେ ସାଜିଛି ପ୍ରତିବନ୍ଧକ।...

୫୦ ପରିବାର ମୌଳିକ ସୁବିଧାରୁ ବଞ୍ଚିତ

ରସୁଲପୁର,୧୨।୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କୁ ବିଭିନ୍ନ ଯୋଜନାରେ ସହାୟତା କରୁଥିବା କହୁଛନ୍ତି। ହେଲେ ବାସ୍ତବ କ୍ଷେତ୍ରରେ ଅନେକ ସ୍ଥାନରେ ଏହି ଯୋଜନା...

କରୋନାରେ ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିବଂଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି। ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ...

ମନ୍ଦିର ବେଢ଼ାରେ ସାକ୍ଷୀଗୋପାଳଙ୍କ ଚନ୍ଦନ ନୀତି ଲାଗି ପ୍ରଶାସନିକ ନିଷ୍ପତ୍ତି

ସାକ୍ଷୀଗୋପାଳ,୨୫ା୪(ଡି.ଏନ୍‌.ଏ.): ରାତି ପାହିଲେ ଅକ୍ଷୟ ତୃତୀୟା। ରବିବାରଠାରୁ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରାକୁ କାଣ୍ଟଛାଣ୍ଟ କରି ବିନା ଭକ୍ତରେ କେବଳ ଠାକୁରଙ୍କ ଦେବନୀତି କରିବାକୁ ସାକ୍ଷୀଗୋପାଳ...

ତୀବ୍ର ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ଏହା ଦକ୍ଷିଣ-ପୂର୍ବ ଦିଗରେ ବିଶାଖାପାଟଣାଠାରୁ ୨୫୦କିମି ଦୂରରେ ସକ୍ରିୟ...

Advertisement


Archives

Model This Week