ପୋଲିସ ଷ୍ଟେଶନରେ ବଲିଉଡ୍‌ ଅଭିନେତା ସୁଶାନ୍ତଙ୍କ ବାନ୍ଧବୀ ରିଆ

ମୁମ୍ବାଇ,୧୮।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ଏବେବି ଯେମିତି ଅସମାହିତ ପ୍ରଶ୍ନ ହୋଇରହିଛି। ଡିପ୍ରେଶନ ଯୋଗୁ ସେ ଆତ୍ମହତ୍ୟା କରି ଥାଇପାରନ୍ତି ବୋଲି କୁହାଯାଉଥିବା ବେଳେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ଏବେବି ଅନେକଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଇତିମଧ୍ୟରେ ଗୁରୁବାର ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ବାନ୍ଧବୀ ରିଆ ଚକ୍ରବର୍ତ୍ତୀ ବାନ୍ଦ୍ରା ପୋଲିସ ଷ୍ଟେଶନ ପହଞ୍ଚିଛନ୍ତି। ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ତାଙ୍କୁ ପଚରା ଉଚରା କରିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜଧାନୀ ମାମଲାର ଶୁଣାଣି: ଖଣ୍ଡପୀଠରୁ ଅଲଗା ହେଲେ ସିଜେଆଇ…

ନୂଆଦିଲ୍ଲୀ,୧।୧୧ : ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଉଦୟ ଉମେଶ ଲଲିତ ମଙ୍ଗଳବାର ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ଆବେଦନ ଶୁଣାଣିରୁ ନିଜକୁ ଦୂରେଇ...

ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଯୋଗଦେବାକୁ ଆମନ୍ତ୍ରଣ

ନୂଆଦିଲ୍ଲୀ,୧୭।୧: ଆସନ୍ତା ଜୁନରେ ବ୍ରିଟେନରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଯୋଗ ଦେବାକୁ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସ୍‌ନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମନ୍ତ୍ରଣ...

ବିମାନ ଯାତ୍ରୀଙ୍କ ପାଇଁ ଖାଦ୍ୟ ନିୟମରେ ହେଲା ପରିବର୍ତ୍ତନ

ନୂଆଦିଲ୍ଲୀ,୮।୯: କେନ୍ଦ୍ର ସରକାର ସମସ୍ତ ଏୟାରଲାଇନ୍ସରେ ଯାତ୍ରା କରୁଥିବା ଯାତ୍ରୀଙ୍କୁ ଖାଦ୍ୟ ପରସିବାକୁ ଅନୁମତି ପ୍ରଦାନ କରିଛନ୍ତି। ଏହାପରେ ସମସ୍ତ ଏୟାରଲାଇନ୍ସ ଏହାକୁ ନେଇ ପ୍ରସ୍ତୁତି...

କାର୍ତ୍ତିକଙ୍କ ପ୍ରଥମ ଅନସ୍କ୍ରିନ କିସିଂ ସିନ ଦେଖି କାନ୍ଦି ପକାଇଥିଲେ ମାଆ

ମୁମ୍ବାଇ: ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ପପୁଲାରିଟି ପାଇଁ ତାଙ୍କ ରୋମାଣ୍ଟିକ ଅବତାର ବେଶ ଦାୟୀ ବୋଲି କୁହାଯାଏ । ଏବେ କାର୍ତ୍ତିକଙ୍କ ଅଭିନୀତ ଫିଲ୍ମ...

ଐତିହାସିକ ରାୟ ପ୍ରକାଶ: ରାମ ଜନ୍ମଭୂମି ନ୍ୟାସ ଟ୍ରଷ୍ଟକୁ ୩ ମାସ ମଧ୍ୟରେ ମନ୍ଦିର ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୯।୧୧: ରାମ ଜନ୍ମଭୂମି ବାବରୀ ମସ୍‌ଜିଦ୍‌ ମାମଲାର ଐତିହାସିକ ରାୟ ଶନିବାର ପୂର୍ବାହ୍ନ ୧୦ଟା ୩୦ରେ ପ୍ରକାଶ ପାଇଛି। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ...

ଇସ୍ରାଏଲରୁ ତେଲ ନେବ ଇୟୁ

କାଇରୋ, ୧୬ା୬: ୟୁକ୍ରେନ୍‌ ଉପରେ ଆକ୍ରମଣ ପାଇଁ ଚଳିତ ବର୍ଷ ଶେଷ ସୁଦ୍ଧା ରୁଷିଆରୁ ତେଲ ଆମଦାନୀ ବନ୍ଦ କରିବାକୁ ୟୁରୋପୀୟ ସଂଘ(ଇୟୁ) ନିଷ୍ପତ୍ତି ନେଇଛି।...

ଟିମ୍‌ ‘ଗଲି ବୟ’ ପାଳନ କଲେ ଫିଲ୍ମର ପ୍ରଥମ ବାର୍ଷିକୀ

ମୁମ୍ବାଇ: ଆଲିଆ ଭଟ୍ଟ ଓ ରଣବୀର ସିଂଙ୍କ ଅଭିନୀତ ଫିଲ୍ମ ‘ଗଲି ବୟ’କୁ ଶୁକବ୍ରାର ବର୍ଷେ ପୁରିଛି। ଏହି ଅବସରରେ ଜେୟା ଅଖତର ଇନଷ୍ଟାଗ୍ରାମରେ ଫିଲ୍ମର...

ବିବାହର ୧୦ ଦିନ ପରେ ଖୁସି ଖବର ପାଇଲେ ଆଲିଆ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁର ବିବାହ ପରେ ନିଜ କାମକୁ ଫେରିଛନ୍ତି। ରଣବୀର ରଶ୍ମିକା ମନ୍ଦନାଙ୍କ ସହ ‘ଆନିମଲ’ ଫିଲ୍ମର ଶୁଟିଂ...

Advertisement
Archives

Model This Week