Posted inଖେଳ

ପୋଲିସ ସବଇନ୍ସପେକ୍ଟରଙ୍କୁ ବିବାହ କରିଛନ୍ତି ଏହି ଭାରତୀୟ ଖେଳାଳି

ଭାରତୀୟ ଟିମର ପେସ୍‌ ବୋଲର୍‌ ପରୱିନ୍ଦର ଆୱାନା ଜଣେ ପୋଲିସଙ୍କୁ ବିବାହ କରିଛନ୍ତି। ପରୱିନ୍ଦରଙ୍କ ସ୍ତ୍ରୀ ସଙ୍ଗୀତା କସାନା ଦିଲ୍ଲୀ ପୋଲିସରେ ସବଇନ୍ସପେକ୍ଟର ଅଛନ୍ତି। ପରୱିନ୍ଦର ଏବଂ ସଙ୍ଗୀତାଙ୍କ ଦୀର୍ଘଦିନ ଧରି ପ୍ରେମ ଚାଲିଥିଲା। ଗତବର୍ଷ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଉଭୟଙ୍କ ରିସେପସନ ଗ୍ରେଟର ନୋଏଡାରେ ହୋଇଥିଲା। ୨୦୦୭ ମସିହାରେ ଦିଲ୍ଲୀ ଟିମ ପକ୍ଷରୁ ଖେଳିବା ଆରମ୍ଭ କରିଥିଲେ। ୨୦୧୨ ମସିହାରେ ପରୱିନ୍ଦର ଭାରତ ପାଇଁ ଖେଳି ଆନ୍ତର୍ଜାତିକ କ୍ରିକେଟରେ ଡେବ୍ୟୁ କରିଥିଲେ। ୨୦୧୨, ୨୦୧୩, ଓ ୨୦୧୪ ମସିହାର ଆଇପିଏଲରେ ମଧ୍ୟ ଖେଳିଥିଲେ ପରୱିନ୍ଦର। ସେ ଆଇପିଏଲରେ ୩୩ଟି ମ୍ୟାଚ ଖେଳିଛନ୍ତି। ୨୦୧୪ ମସିହାରେ ପରୱିନ୍ଦର ଶେଷଥର ପାଇଁ ଆଇପିଏଲ ଖେଳିଥିଲେ। ୨୦୧୮ ମସିହା ଜୁଲାଇ ମାସରେ କ୍ରିକେଟରୁ ଅବସର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri