Posted inଜାତୀୟ

ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା

ନୂଆଦିଲ୍ଲୀ, ୨୦।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା କରାଯାଇଛି। ପୂର୍ବ ଦିଲ୍ଲୀର ବିବେକ ବିାହର ଥାନାରେ କାର୍ଯ୍ୟରତ ଥିବା ରାଜକୁମାର ଅବୈଧ ଗଞ୍ଜେଇ ଏବଂ ମଦ ବେପାର ରୋକିବା ପାଇଁ ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେଲା ଚଢାଉ କରୁଥିଲେ। ରବିବାର ସେ ଚଢାଉ ପାଇଁ ଯାଇଥିବାବେଳେ କେତେକ ଦୁର୍ବୃତ୍ତ ତାଙ୍କୁ ପିଟିପିଟି ହତ୍ୟା କରିଛନ୍ତି ବୋଲି ରାଜକୁମାରଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ତାଙ୍କ ହତ୍ୟା ପୂର୍ବରୁ ମଧ୍ୟ ଜୀବନରୁ ମାରିଦେବାକୁ ଧମକ ଦିଆଯାଉଥିଲା ବୋଲି ପରିବାର ଲୋକେ କହିଛନ୍ତି। ପୋଲିସ ପକ୍ଷରୁ ମାମଲାଟିକୁ ମ୍ଭୀରତାର ସହ ନିଆଯାଇ ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି-ଜେଇଇ ପରୀକ୍ଷା ସ୍ଥଗିତ ଦାବିକୁ ସମର୍ଥନ କଲେ ଗ୍ରେଟା: କହିଲେ ‘ଏହା ଛାତ୍ରୀଛାତ୍ରଙ୍କ ପ୍ରତି ଅନ୍ୟାୟ’

ନୂଆଦିଲ୍ଲୀ,୨୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାସତ୍ତ୍ୱେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷା ହେବାକୁ ଯାଉଥିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ସ୍ବିଡେନ୍‌ର...

ପୌର ନିର୍ବାଚନ ପୋଛିନେଲା ଟିଏମ୍‌ସି

କୋଲକାତା,୧୪।୨: କୋଲକାତା ପରେ ପଶ୍ଚିମବଙ୍ଗର ବିଧାନନଗର, ସିଲିଗୁଡ଼ି, ଆସାନସୋଲ ଏବଂ ଚାନ୍ଦେରନାଗୋରେ ପୌର ନିଗମ ନିର୍ବାଚନ ଜିତିନେଇଛି ତୃଣମୂଳ କଂଗ୍ରେସ(ଟିଏମ୍‌ସି)। ସିଲିଗୁଡ଼ି ଏବଂ ଆସାନସୋଲରେ ଭାଜପା...

‘ଏଭଳି ପଶୁଙ୍କୁ ସର୍ବସାଧାରଣରେ ଫାଶୀ ଦିଆଯିବା ଆବଶ୍ୟକ’

ନୂଆଦିଲ୍ଲୀ,୧୪।୧୨: ଦିଲ୍ଲୀର ଦ୍ୱାରକା ମେଟ୍ରୋ ଷ୍ଟେଶନ ନିକଟରେ ବୁଧବାର ଜଣେ ୧୭ ବର୍ଷୀୟା ଛାତ୍ରୀଙ୍କ ଉପରେ ଏସିଡ ମାଡ ହୋଇଛି। ଏହି ଘଟଣାରେ ପୂର୍ବତନ କ୍ରିକେଟର...

ଏସ୍‌ସିଙ୍କ ନିର୍ଦ୍ଦେଶ ସତ୍ତ୍ୱେ ପୌରପରିଷଦ ନିର୍ବାଚନରେ ୩ ମାସ ହେବ ବିଳମ୍ବ…

ମୁମ୍ବାଇ, ୫।୫ : ସୁପ୍ରିମ୍‌କୋର୍ଟ (ଏସ୍‌ସି)ଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମହାରାଷ୍ଟ୍ରରେ ପୌରପାଳିକା ନିର୍ବାଚନରେ ବିଳମ୍ବ ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବରରେ ମ୍ୟୁନିସିପାଲିଟି କର୍ପୋରେଶନର ନିର୍ବାଚନ ହେବାର...

ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ...

ସ୍ଥିତିରେ ସୁଧାର ଆସିଲେ ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ଉଡ଼ାଣ: ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସ୍ଥିତିରେ ସୁଧାର ଆସିଲେ ଖୁବ୍‌ ଶୀଘ୍ର ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଆରମ୍ଭ ହେବ ବୋଲି ବେସାମରିକ ବିମାନ...

ଗୁଗଲ ଉପରେ ୧,୩୩୭.୭୬ କୋଟି ଟଙ୍କାର ଜରିମାନା

ନୂଆଦିଲ୍ଲୀ,୨୧ ।୧୦: ବିଶ୍ୱର ସବୁଠାରୁ ବଡ ଇଣ୍ଟରନେଟ ସର୍ଚ୍ଚ ସେବା ଦେଉଥିବା ଆମେରିକା କମ୍ପାନୀ ଗୁଗଲ ଉପରେ ଭାରତୀୟ ପ୍ରତିସ୍ପର୍ଦ୍ଧା ଆୟୋଗ ବା କମ୍ପିଟିଶନ କମିଶନ...

ଅପରାହ୍ନରେ କଂଗ୍ରେସ ବିଧାୟକଙ୍କ ବୈଠକ

ଶିମଲା,୯।୧୨: ହିମାଚଳ ପ୍ରଦେଶରେ ଭାଜପାକୁ ହରାଇ ପୁଣି ୫ ବର୍ଷ ପରେ କ୍ଷମତାକୁ ଆସିଛି କଂଗ୍ରେସ। ନିର୍ବାଚନରେ କଂଗ୍ରେସ ବହୁମତ ହାସଲ କରି ସରକାର ଗଠନ...

Advertisement
Archives

Model This Week