Posted inଜାତୀୟ

ପୋଲିସ ହେପାଜତରେ କର୍ନାଟକ ମନ୍ତ୍ରୀ

ମୁମ୍ବାଇ,୧୦।୭: କର୍ନାଟକରେ ରାଜନୈତିକ ସଙ୍କଟ ଥମିବାର ନାଁ ଧରୁନି। ବିଦ୍ରୋହୀ ବିଧାୟକଙ୍କୁ ମନାଇବାକୁ ମୁମ୍ବାଇରେ ପହଞ୍ଚିଥିବା ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ ପୋଲିସ ହେପାଜତକୁ ନେଇଛି। ସୂଚନାଯୋଗ୍ୟ, ମେଣ୍ଟ ସରକାରରୁ ଇସ୍ତଫା ଦେଇଥିବା କଂଗ୍ରେସ ଓ ଜେଡି(ଏସ୍‌) ବିଧାୟକମାନେ ରେନିସନ୍ସ ମୁମ୍ବାଇ କନ୍‌ଭେନଶନ ସେଣ୍ଟର ହୋଟେଲରେ ରହୁଥିବାବେଳେ ବୁଧବାର ତାଙ୍କୁ ମନାଇବାକୁ ଶିବକୁମାର ସେଠାରେ ପହଞ୍ଚିଥିଲେ। ହେଲେ ତାଙ୍କୁ ପୋଲିସ ହୋଟେଲ ଆଗରେ ଅଟକାଇ ଦେଇଥିଲା। ଅସନ୍ତୁଷ୍ଟ ବିଧାୟକମାନଙ୍କୁ ଭେଟିବା ପାଇଁ ସୁଯୋଗ ଦେଇ ନ ଥିଲା। ଅପରପକ୍ଷରେ ଅସନ୍ତୁଷ୍ଟ ବିଧାୟକମାନେ ସେମାନଙ୍କ ପ୍ରତି କର୍ନାଟକ ମୁଖ୍ୟମନ୍ତ୍ରୀ ଓ ଶିବକୁମାରଙ୍କଠାରୁ ବିପଦ ରହିଛି ବୋଲି ଏକ ଚିଠି ଲେଖି ପୋଲିସକୁ ଜଣାଇଥିଲେ। ଯାହାଫଳରେ ପୋଲିସ ଏଭଳି ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri