ପୋଲ ତଳକୁ ଖସିଲା କାର୍‌: ଜଣେ ମୃତ ୩ ଗୁରୁତର

ବଡଗାଁ,୪।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ବାମରା ରାସ୍ତାରେ ବୁଧବାର ଅପରାହ୍ନରେ ଭାରସାମ୍ୟ ହରାଇ ପୋଲ ତଳକୁ କାର୍‌ ଖସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ହେଲେ ସର୍ଗୀଡ଼ିହ ଗ୍ରାମର ବିରେନ୍ଦ୍ର ନାୟକ(୪୦), ଗୁରୁତର ହେଲେ ସର୍ଗୀଡ଼ିହି ଗ୍ରାମର ସୌମ୍ୟରଞ୍ଜନ ନାଏକ (୪୩), ରାଏଡି ଗ୍ରାମର ନରେନ୍ଦ୍ର ସା (୪୫), ଚେମଠାପଡ଼ା ଗ୍ରାମର ଭବାନୀ ଶଙ୍କର ଗୌଡ(୪୩)। ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ବଡ଼ଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ସେଠାରେ ବିରେନ୍ଦଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିତର ରତ୍ନଭଣ୍ଡାର ନକଲି ଚାବିକୁ ନେଇ ଦ୍ୱନ୍ଦ୍ୱ

ପୁରୀ ଅଫିସ,୩ା୧୨:ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଚାବି ପ୍ରସଙ୍ଗ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରତ୍ନଭଣ୍ଡାର ଚାବି ହଜିବା ଓ ପରେ ପୁଣି ରେକର୍ଡ ରୁମ୍‌ରୁ...

୩ ଇଞ୍ଜେକ୍ସନ ଦେବାରୁ ୨ ମାସର ଶିଶୁ ମୃତ

ଦଶମନ୍ତପୁର, ୨୭।୧୦(ଡି.ଏନ.ଏ.): ଏକା ସାଙ୍ଗରେ ୩ଟି ଇଞ୍ଜେକ୍ସନ ଦେବାରୁ ଏକ ୨ ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣିଛନ୍ତି ପରିବାର...

ସ୍କୁଟିକୁ ପିଟିଲା ହାଇଓ୍ବା: ଜଣେ ମୃତ, ରାସ୍ତା ଅବରୋଧ କଲେ ଲୋକେ

ଭଦ୍ରକ ଅଫିସ,୭।୨: ଭଦ୍ରକ – ଚାନ୍ଦବାଲି ରାଜ୍ୟରାଜପଥ ସରକାର ନଗର ନିକଟରେ ରବିବାର ମଧ୍ୟାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ...

୧୨୦ ପାକ୍ସ, ୩୮ଏସ୍‌ଏଚ୍‌ଜି କରିବେ ଧାନ ସଂଗ୍ରହ

ଯାଜପୁର ଟାଉନ,୨୫ା୧୧(ଡି.ଏନ.ଏ.): ଯାଜପୁର ଜିଲା ପରିଷଦ ସମ୍ମିଳନୀ ଗୃହରେ ୨୦୨୨-୨୩ ବର୍ଷ ଖରିଫ୍‌ ଋତୁ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।...

ଜୟନ୍ତୀ ସମାରୋହରେ ମତ: ଭକ୍ତି-ସାହିତ୍ୟର ଭାବମୟ ସ୍ରଷ୍ଟା ଦୀନକୃଷ୍ଣ

ଢେଙ୍କାନାଳ ଅଫିସ, ୧୯।୫- ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଏକଘରିଆ ଗ୍ରାମସ୍ଥିତ ଶରଣ ଶ୍ରୀକ୍ଷେତ୍ରରେ ଶନିବାର ଭକ୍ତକବି ଦୀନକୃଷ୍ଣ ଦାସଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି।...

ଝରପଲ୍ଲୀ, ରାଧାମୋହନପୁର ରାସ୍ତା ଶୋଚନୀୟ

ବ୍ରହ୍ମପୁର ଅଫିସ/ଗୋପାଳପୁର,୧୫।୧୨: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମିତ ଝରପଲ୍ଲୀଠାରୁ ରାଧାମୋହନପୁର ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହା ଗୋଳନ୍ଥରା ଥାନା ଗୋବିନ୍ଦନଗର ପଞ୍ଚାୟତ ଅନ୍ତର୍ଗତ ଝିଙ୍କିପଦର, ଝରପଲୀ,...

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ଖମାର, ୧୩ା୨ (ଡି.ଏନ.ଏ.):ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଖମାର ଥାନା ଅଞ୍ଚଳର ଜଣେ ୨୩ ବର୍ଷୀୟା ଦିବ୍ୟାଙ୍ଗ ଯୁବତୀଙ୍କୁ ଶୁକ୍ରବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।...

‘ଆଗ ସ୍କୁଲ ଖୋଲ, ପରେ ଭୋଟ ଦେବୁ’

ବାରିପଦା ଅଫିସ,୨୧।୨: ମୟୂରଭଞ୍ଜ ଜିଲାର ବଡ଼ସାହି ଓ ଉଦଳା ବ୍ଲକରେ ଶୁକ୍ରବାର ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଶେଷ ହୋଇଛି। ତେବେ ବଡ଼ସାହି ଓ...

Advertisement
Archives

Model This Week