ପୋଷାକକୁ ନେଇ ବିବାଦରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି

ଓ୍ବାଶିଂଟନ, ୧୬।୪:ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜି୍ୟକ ଯୁଦ୍ଧ ସୋସିଆଲ ମିଡିଆରେ ପହଞ୍ଚିଛି। ଏକ ଖବରଦାତା ସମ୍ମିଳନୀରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି କାରୋଲିନ ଲିଭିଟ୍‌ ପିନ୍ଧିଥିବା ପୋଷାକକୁ ନେଇ ସମାଲୋଚନାର ଶିକାର ହୋଇଛନ୍ତି। ଚାଇନାର କୂଟନୀତିଜ୍ଞ ଝାଙ୍ଗ ଝିଶେଙ୍ଗ ସର୍ବପ୍ରଥମେ କାରୋଲିନଙ୍କୁ ଟାର୍ଗେଟ କରି ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ। କାରୋଲିନ କରିଥିବା ଏକ ଖବରଦାତା ସମ୍ମିଳନୀର ଫଟୋକୁ ଶେୟାର କରି ଝିଶେଙ୍ଗ ଲେଖିଥିଲେ, ହ୍ବାଇଟ ହାଉସ ପ୍ରେସ୍‌ ସେକ୍ରେଟାରି ଚାଇନାରେ ତିଆରି (ମେଡ୍‌ ଇନ୍‌ ଚାଇନା) ପୋଷାକ ପିନ୍ଧିଛନ୍ତି। ଚାଇନା ସହ ବାଣିଜି୍ୟକ ସମ୍ପର୍କକୁ ନେଇ ଟ୍ରମ୍ପ୍‌ ପ୍ରଶାସନର ବୟାନବାଜି ଦୈନନ୍ଦିନ ବାସ୍ତବତାଠାରୁ ବହୁ ଦୂରରେ ଥିବା ସେ କହିଛନ୍ତି। କାରୋଲିନ ପିନ୍ଧିଥିବା ପୋଷାକରେ ଲାଗିଥିବା ଫିତା ଚାଇନାର ମାବୁରେ ଥିବା ଏକ କାରଖାନାରେ ନିର୍ମିତ ହୋଇଥିବା ନେଇ ଇଣ୍ଡୋନେସିଆର ଡେନ୍‌ପାସର ସହରରେ କନ୍‌ସୁଲ ଜେନେରାଲ ଅଫ୍‌ ଚାଇନା ଭାବେ କାର୍ଯ୍ୟରତ ଝିଶେଙ୍ଗ ନିଜ ପୋଷ୍ଟରେ ଦାବି କରିଛନ୍ତି। ଝିଶେଙ୍ଗଙ୍କ ପୋଷ୍ଟ ପରେ କାରୋଲିନଙ୍କ ପୋଷାକକୁ ନେଇ ସୋସିଆଲ ମିଡିଆରେ ଆମେରିକୀୟ ଏବଂ ଚାଇନାର ୟୁଜର୍ସମାନେ ପରସ୍ପର ବିରୋଧୀ ମନ୍ତବ୍ୟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଗ୍ୟାରେଣ୍ଟିରେ ମିଳିବ ଲୋନ! ୨.୫ ଲକ୍ଷ କୋଟି ଟଙ୍କାର ସ୍କିମ୍‌ ପାଇଁ ମଞ୍ଜୁରୀ ଦେଲା ଅର୍ଥ ମନ୍ତ୍ରଣାଳୟ,ଶୀଘ୍ର…

ନୂଆଦିଲ୍ଲୀ,୨୯।୪: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ବିଶ୍ୱସ୍ତରୀୟ ଭୂ-ରାଜନୈତିକ ଅସ୍ଥିରତା ମଧ୍ୟରେ ଦେଶର ବ୍ୟବସାୟିକ କ୍ଷେତ୍ରକୁ ଆର୍ଥିକ ସଙ୍କଟରୁ ରକ୍ଷା କରିବା ପାଇଁ କେନ୍ଦ୍ର…

କ୍ରସର ସ୍ଥାପନକୁ ନେଇ ମାଲିକ-ଗ୍ରାମବାସୀ ମୁହାଁମୁହିଁ, ପୁଇଁନ୍ତଲା ଥାନା ଘେରାଉ କଲେ…

ବଲାଙ୍ଗୀର,୨୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ପଥର୍ଲା ପଞ୍ଚାୟତ ତଲଗଜ ଗାଁରେ ଏକ କ୍ରସର୍ ସ୍ଥାପନକୁ ନେଇ କ୍ରସର୍ ମାଲିକ ଓ ଗ୍ରାମବାସୀଙ୍କ…

ଘରକୁ ଆସିଲେ ହତ୍ୟା…ଧମକ ଦେଉଛି TMC! IPS ଅଜୟପାଲଙ୍କ ପାଖରେ ମା’-ପୁଅ…

ନୂଆଦିଲ୍ଲୀ,୨୯।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ପଶ୍ଚିମବଙ୍ଗରେ ଅଶାନ୍ତି ଜାରି ରହିଛି । ଅନେକ ସ୍ଥାନରେ ହିଂସା ଏବଂ ସଂଘର୍ଷର ରିପୋର୍ଟ ଆସିଛି । ଫାଲଟା ବିଧାନସଭା…

EVM ବଟନ ଉପରେ ଲାଗିଛି ଟେପ୍‌: ମମତାଙ୍କ ଭଣଜାଙ୍କ ଆସନରେ ହେରଫେର, ଭାଜପାର ଚାଞ୍ଚଲ୍ୟକର ଅଭିଯୋଗ

କୋଲକାତା,୨୯।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ଚାଲିଥିବା ଭୋଟିଂ ମଧ୍ୟରେ ପରସ୍ପର ବିରୋଧରେ ନିର୍ବାଚନୀ ଜାଲିଆତିର ଅଭିଯୋଗ ଲଗାଯାଉଛନ୍ତି ଟିଏମ୍‌ସି-ଭାଜପା। ମୁଖ୍ୟମନ୍ତ୍ରୀ ମମତା…

ରାଜପାଲଙ୍କୁ ବଡ଼ ବ୍ରେକ୍‌ ଦେଲେ ସଲମାନ

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଫିଲ୍ମର ଶୁଟିଂ ମୁମ୍ବାଇରେ ଆରମ୍ଭ ହୋଇଛି। ବରିଷ୍ଠ ହାସ୍ୟ ଅଭିନେତା ରାଜପାଲ ଯାଦବ ମଧ୍ୟ ଏହି ପ୍ରୋଜେକ୍ଟରେ ଯୋଗ ଦେଇଛନ୍ତି।…

ଜିଲା ଦୌରାଜଜଙ୍କ ପୁରୁଷୋତ୍ତମପୁର କୋର୍ଟ ପରିଦର୍ଶନ: ଏହି ସବୁ ବ୍ୟବସ୍ଥା କରିବାକୁ ଅନୁରୋଧ କଲେ ଓକିଲ

ପୁରୁଷୋତ୍ତମପୁର,୨୯।୪ (ସବିତା ମିଶ୍ର) : ଗଞ୍ଜାମ ଜିଲା ଦୌରା ଜଜ ଅଶାନ୍ତ କୁମାର ଦାଶ ବୁଧବାର ପୁରୁଷୋତ୍ତମପୁର କୋର୍ଟ ପରିଦର୍ଶନ କରିଛନ୍ତି । ଏହିଅବସରରେ ସେ ନୂତନ…

ଆଜି ସନ୍ଧ୍ୟାରେ ଆସିବ ଏକଜିଟ ପୋଲ: କେରଳ, ବଙ୍ଗଳା, ଆସାମ, ତାମିଲନାଡୁ ଏବଂ ପୁଡୁଚେରୀରେ କିଏ କରିବ ସରକାର?

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗ ବିଧାନସଭାର ୧୪୨ ଆସନ ପାଇଁ ବୁଧବାର ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ମୋଟ ୧,୪୪୮ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ…

ଲଭ-ସେକ୍ସ-ଧୋକା: ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖୁଥିଲେ ଯବାନ, ବିବାହ ପାଇଁ ଯୁବତୀ କହିବାରୁ…

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ଯୁବତୀଙ୍କୁ ଲଭ ସେକ୍ସ ପରେ ପ୍ରତାରଣା ଅଭିଯୋଗରେ ନବରଙ୍ଗପୁର ସିଆରପିଏଫ କ୍ୟାମ୍ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri