Posted inଜାତୀୟ

ପୋଷା କୁକୁରର ପଞ୍ଜିକରଣ ନ କଲେ ଦେବାକୁ ପଡ଼ିବ ଜରିମାନା !

ଗାଜିଆବାଦ,୨।୩: ପୋଷା କୁକୁର ପଞ୍ଜିକରଣ ନ କଲେ ଏଣିକି ମାଲିକଙ୍କୁ ଜରିମାନା ଦେବାକୁ ପଡ଼ିବ। ଉତ୍ତରପ୍ରଦେଶର ଗାଜିଆବାଦରେ ପୋଷା କୁକୁର ପଞ୍ଜିକରଣ ମଡ଼େଲ ସଫଳ ରହିଛି। ଏହାକୁ ଦୃଷ୍ଟିରେ ରଖି ମିରଠ, କାନପୁର ଓ ବାରାଣାସୀ ନଗର ନିଗମ ପକ୍ଷରୁ ଏହି ମଡ଼େଲ ଲାଗୁ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ ଏହି ୩ ସହର ଗାଜିଆବାଦ ନଗର ନିଗମ ସହିତ ଯୋଗାଯୋଗ କରିଛନ୍ତି। ଗାଜିଆବାଦରେ ଚଳିତ ବର୍ଷ ଫେବୃୟାରୀରେ ପୋଷା କୁକୁର ପଞ୍ଜିକରଣ ଲାଗି ମୋବାଇଲ୍‌ ଆପ୍‌ର ପ୍ରଚଳନ କରାଯାଇଥିଲା। ଇତିମଧ୍ୟରେ ୨୫୫ ମାଲିକ ସେମାନଙ୍କ ପୋଷା କୁକୁରର ପଞ୍ଜିକରଣ କରି ସାରିଛନ୍ତି। ଏହା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଜାରି ରହିବ। ତେବେ ଧାର୍ଯ୍ୟ ସମୟ ସୀମା ପରେ ପୋଷା କୁକୁରର ପଞ୍ଜିକରଣ କରି ନ ଥିବା ମାଲିକଙ୍କ ଉପରେ ଜରିମାନା ଲାଗୁ ହେବ ବୋଲି ଗାଜିଆବାଦ ନଗର ନିଗମ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri