ପୋଷା ଘୋଡ଼ା ସହିତ ବିମାନରେ ଯାତ୍ରା କଲେ ମହିଳା

ଓ୍ବାଶିଂଟନ,୧୮।୨: ଆମେରିକାରେ ଜଣେ ମହିଳା ନିଜ ପୋଷା ଘୋଡ଼ା ସହିତ ବିମାନରେ ଯାତ୍ରା କରିଛନ୍ତି। ସ୍ଥାନୀୟ ମିସିଗାନରେ ବାସ କରୁଥିବା ରୋନିକା ଫ୍ରୋଇସେ ନିଜ ଘୋଡ଼ା ଫ୍ରେକଲ୍‌ ବଟ୍‌ ଫେଡ୍‌ ସହିତ ବିମାନରେ ପ୍ରଥମ ଶ୍ରେଣୀରେ ଯାତ୍ରା କରିଛନ୍ତି। ଏବେ ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଚର୍ଚ୍ଚା ଜାରି ରହିଛି। ରୋନିକା ଟୁଇଟରରେ ସେମାନଙ୍କ ବିମାନ ଯାତ୍ରା ସମୟର ଏକ ୪୫ ସେକେଣ୍ଡର ଭିଡ଼ିଓ  ଅପଲୋଡ୍‌ କରିଛନ୍ତି। ଘୋଡ଼ାଟି ରୋନିକାଙ୍କ ହାତ ଚାଟୁଥିବାରୁ ଦୃଶ୍ୟ ଭିଡ଼ିଓରେ ଦେଖିବାକୁ ମିଳୁଛି। ଛୋଟ ଘୋଡ଼ାଟି ରୋନିକାଙ୍କ ଦ୍ୱାରା ବ୍ୟବହାର କରାଯାଉଥିବା କିଛି ସାମଗ୍ରୀ ବୋହି ନେବାରେ ସହାୟତା କରିଥାଏ। ଫେବୃୟାରୀ ୭ରେ ରୋନିକା ଘୋଡ଼ା ସହିତ ଗେଲାର୍ଡ ଆର୍‌ ଫୋର୍ଡ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ କଥା ପ୍ରତି ଗୁରୁତ୍ୱ ଦେଲେ ମିଳିବ ସାଥୀଙ୍କ ଭରପୂର ପ୍ରେମ, ଜୀବନ ହୋଇଉଠିବ ମଧୁମୟ

ସାମାନ୍ୟ କଥାକୁ ନେଇ ମଧ୍ୟ ବେଳେ ବେଳେ ଦାମ୍ପତ୍ୟ ଜୀବନରେ ଝଡ଼ ଆସିଥାଏ। ପରିଶେଷରେ ଏହି ଝଡ଼ ଉଗ୍ର ରୂପ ଧାରଣ କରିଥାଏ। ଏପରିକି ବିଚ୍ଛେଦ...

ଇମ୍ରାନ ଖାଁଙ୍କ ସମ୍ପର୍କୀୟ ଗିରଫ, ପୂର୍ବତନ ପ୍ରଧାନମନ୍ତ୍ରୀ କହିଲେ ଗିରଫ ନୁହେଁ ଅପହରଣ

ଇସଲାମାବାଦ,୧୦ ।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଜଣେ ନିକଟ ସମ୍ପର୍କୀୟଙ୍କୁ ମଙ୍ଗଳବାର ଗିରଫ କରାଯାଇଛି । ଏକ ଘରୋଇ ଟେଲିଭିଜନ ଚ୍ୟାନେଲରେ ସାକ୍ଷାତ୍‌କାର...

ମୋଦିଙ୍କ ନେତୃତ୍ୱ: ଓଡ଼ିଶା ପାଇଁ ସକାରାତ୍ମକ ଦୃଷ୍ଟିଭଙ୍ଗୀ

ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁ ଭାରତର ପଞ୍ଚଦଶ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରି ଓଡ଼ିଆ ଅସ୍ମିତାର ପ୍ରତୀକ ପାଲଟି ଯାଇଛନ୍ତି। ସେ ପ୍ରଥମ...

ଯୁଦ୍ଧ ଏଡ଼ାଇବାରେ ପାଶ୍ଚାତ୍ୟ ବିଫଳ

ମସ୍କୋ/କ୍ୱିଭ୍‌/ଓ୍ବାଶିଂଟନ,୨୫ା୨: ଯାହା ଆଶଙ୍କା କରାଯାଉଥିଲା ତାହା ହେଲା। ଆମେରିକାର ଚେତାବନୀ ଓ ୟୁରୋପୀୟ ରାଷ୍ଟ୍ରଗୁଡ଼ିକର ତାଗିଦକୁ ଭ୍ରୂକ୍ଷେପ ନ କରି ଗୁରୁବାର ୟୁକ୍ରେନ୍‌ ଉପରେ ବଡ଼...

କୁକୁର ସହ ଏମିତି ଗେଲ ହେଉଛି ବିଲେଇ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଚିତ୍ରରେ ଚିତ୍ରରେ ନାରୀ

ଚିତ୍ରକର କେବଳ ଚିତ୍ର କରେ ନାହିଁ। ଚିତ୍ର ମାଧ୍ୟମରେ ସମାଜକୁ ସଚେତନ କରିଥାଏ। ସେମିତି ଜଣେ ଚିତ୍ରଶିଳ୍ପୀ ଯେ କି ତାଙ୍କ ଚିତ୍ରରେ ନାରୀଙ୍କୁ ପ୍ରାଧାନ୍ୟ...

ଲୋକନୃତ୍ୟ: ଭାରତଲୀଳା

ଲୋକକଳା ହେଉଛି ଲୋକଙ୍କ ଜୀବନର ନିଚ୍ଛକ ପ୍ରତିଛବି। ଗୋଷ୍ଠୀଗତ ଜୀବନରେ ଖୁବ୍‌ ପ୍ରଭାବ ପକାଇଥାଏ। ସମୟକ୍ରମେ କେତେକ ପାରମ୍ପରିକ ଲୋକକଳାରେ କିଛି ପରିବର୍ତ୍ତନ ହୋଇଥିବାର ଦେଖିବାକୁ...

ହୀରାଠୁ ମହଙ୍ଗା ଏଇ ପାରା

ପାରା, ଏକ ସାଧାରଣ ପକ୍ଷୀ। ହେଲେ ଜାଣି ଆଶ୍ଚର୍ଯ୍ୟ ହେବେ ନିକଟରେ ଏକ ପାରାକୁ କୋଟି କୋଟି ଟଙ୍କାରେ ବିକ୍ରି କରାଯାଇଛି। ଏହାପରଠାରୁ ଉକ୍ତ ପାରା...

Advertisement
Archives

Model This Week