Posted inଫୁରସତ

ପୋଷା ପ୍ରାଣୀଙ୍କୁ ନିଜ ସନ୍ତାନ ଭଳି ପାଳନ୍ତି ଏହି ଜନଜାତି…

ପୃଥିବୀର ବିଭିନ୍ନଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ସୁଦାନରେ ବାସ କରୁଥିବା ମୁନ୍ଦରୀ ଜନଜାତି ପୋଷା ଗୃହପାଳିତ ପ୍ରାଣୀଙ୍କୁ ନିଜ ସନ୍ତାନ ଭଳି ଲାଳନପାଳନ କରିଥାନ୍ତି। ଏହି ଜନଜାତି ଗୋ ମୁତ୍ରରେ ମୁଣ୍ଡ ଧୋଇବାକୁ ପସନ୍ଦ କରନ୍ତି। ଏଥିରେ ଥିବା ଏମୋନିଆ ସେମାନଙ୍କ କେଶର ରଙ୍ଗ ପରିବର୍ତ୍ତନ କରିଦେଇଥାଏ। କୌଣସି ଉତ୍ସବ ଅବା ପର୍ବ ପର୍ବାଣୀ ପୂର୍ବରୁ ଏହି ଜନଜାତି ଗୋ ମୁତ୍ରରେ ମୁଣ୍ଡ ଧୋଇଥାନ୍ତି। ସେମାନେ ଗୃହପାଳିତ ପ୍ରାଣୀଙ୍କ ମେଳରେ ରାତିରେ ଶୋଇଥାନ୍ତି। ପୋଷାଜୀବଙ୍କୁ ଜୀବନର ପ୍ରତିଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସେମାନେ ସାମିଲ୍‌ କରିବା ସହିତ ତାଙ୍କର ଭାରି ଯତ୍ନ ମଧ୍ୟ ନିଅନ୍ତି। ଏଠାରେ ଦିନସାରା ପ୍ରାୟତଃ ପ୍ରବଳ ଗରମ ହୋଇଥାଏ। ତେଣୁ ପୋଷା ପ୍ରାଣୀଙ୍କ ଶରୀରକୁ ଥଣ୍ଡା ରଖିବା ପାଇଁ ଏହି ଜନଜାତି ସେମାନଙ୍କ ଦେହରେ କାଦୁଅ ବୋଳିଥାନ୍ତି। ପୋଷା ପ୍ରାଣୀର ମୃତ୍ୟୁରେ ସେମାନେ ମନଦୁଃଖରେ କନ୍ଦାକଟା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri