Posted inଜାତୀୟ

ପୋଷ୍ଟପେଡ୍‌ ସେବା ଆରମ୍ଭର କିଛି ସମୟ ମଧ୍ୟରେ ସଂଯୋଗ ବିଚ୍ଛିନ୍ନ: ଅଗଷ୍ଟ, ସେପ୍ଟେମ୍ବରର ବିଲ୍‌ ମାଗୁଛି କମ୍ପାନୀ

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀରରେ ଦୀର୍ଘ ଦିନର ଅପେକ୍ଷା ଅର୍ଥାତ୍‌ ୭୨ ଦିନ ପରେ ପୋଷ୍ଟପେଡ୍‌ ସେବା ଆରମ୍ଭ ହୋଇଛି। ସୋମବାରରୁ ଏହାର ଲାଭ ୪୦ ଲକ୍ଷ ପୋଷ୍ଟପେଡ ମୋବାଇଲ ଉପଭୋକ୍ତା ଉଠାଇପାରିବେ ବୋଲି ସରକାର କହିଥିଲେ। ହେଲେ ଆରମ୍ଭ ହେବାର କିଛି ସମୟ ମଧ୍ୟରେ ମଙ୍ଗଳବାର ସଂଯୋଗ ବିଚ୍ଛିନ୍ନ ହୋଇଯାଇଥିବା ଜଣାପଡ଼ିଛି। ଅଗଷ୍ଟ ଓ ସେପ୍ଟେମ୍ବରର ବିଲ୍‌ ଦେଇ ନ ଥିବାରୁ ହଜାର ହଜାର ଲୋକଙ୍କ ଫୋନ ସଂଯୋଗକୁ ଟେଲିକମ୍‌ କମ୍ପାନୀ କାଟିଦେଇଛନ୍ତି। ଅନ୍ୟପଟେ ୨୦ଲକ୍ଷ ପ୍ରିପେଡ ମୋବାଇଲ୍‌ ଏବେ ବି କାମ କରୁ ନ ଥିବା ବେଳେ ଇଣ୍ଟରନେଟ ସେବା ବନ୍ଦ ରହିଛି। ଦୀର୍ଘ ଦିନ ଧରି ମୋବାଇଲ ସେବା ବନ୍ଦ ରହିଥିବାରୁ ଉପଭୋକ୍ତାମାନେ ବିଲ୍‌ ଦେୟ କରିପାରୁନାହାନ୍ତି। ଏଥିଯୋଗୁ ଟେଲିକମ୍‌ କମ୍ପାନୀ ତାଙ୍କର ସଂଯୋଗକୁ କାଟି ଦେଇଛନ୍ତି। କେବଳ ସେତିକି ନୁହେଁ ସେମାନଙ୍କୁ ଅନ୍ୟ କୌଣସି ବିକଳ୍ପ ସୁବିଧା ମଧ୍ୟ ଯୋଗାଇ ଦିଆଯାଇ ନ ଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri