୧୬ ବର୍ଷ ଧରି କୌଣସି ଚିଠି ନ ବାଣ୍ଟି ଘରେ ଲୁଚାଇ ରଖିଲେ ପୋଷ୍ଟମ୍ୟାନ

ଟୋକିଓ,୨୫।୧: ଜାପାନରେ ଜଣେ ୬୧ ବର୍ଷ ବୟସ୍କ ଅବସର ପ୍ରାପ୍ତ ପୋଷ୍ଟମ୍ୟାନ୍‌ ୨୪ ହଜାରରୁ ଅଧିକ ଚିଠି ନ ବାଣ୍ଟି ପକାଇ ରହିଥିଲେ। ଏନେଇ ଜଣାପଡ଼ିବା ପରେ ପୋଷ୍ଟାଲ ଅଧିକାରୀ ଲୋକଙ୍କୁ କ୍ଷମା ମାଗିଛନ୍ତି। ସ୍ଥାନୀୟ ୟୋକୋହାମାରେ ଏଭଳି ଘଟଣା ଘଟିଛି। ୨୦୦୩ଠାରୁ ଗତ ୧୬ ବର୍ଷ ଧରି ମୁଖ୍ୟ ପୋଷ୍ଟମ୍ୟାନ୍‌ ଥିବା ଏହି ବ୍ୟକ୍ତି ଜଣକ କୌଣସି ଚିଠି ବାଣ୍ଟି ନ ଥିଲେ। ଏହାପରେ ଯାଞ୍ଚ୍‌ ହେବାରୁ ତାଙ୍କ ଘରୁ ଚିଠିଗୁଡ଼ିକ ମିଳିଥିଲା। ଚିଠି ମିଳୁ ନ ଥିବା ଅଭିଯୋଗ ହେବା ପରେ ଏହାର ତଦନ୍ତ ଆରମ୍ଭ ହୋଇଥିଲା। ଜୁନିୟରମାନଙ୍କୁ ହଇରାଣ କରିବା ଲାଗି ସେ ଏପରି କରିଥିବା କୁହାଯାଉଛି। ସେ ଦୋଷୀ ସାବ୍ୟସ୍ତ ହେଲେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ସହିତ ୩ ବର୍ଷ ଜେଲ ଦଣ୍ଡାଦେଶ ହୋଇପାରେ ବୋଲି ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ମହାବିପଦ: ଦବିଯିବ ପୃଥିବୀ

ଓ୍ବାଶିଂଟନ, ୨୭।୭: ପୃଥିବୀରେ କରୋନା ମହାମାରୀ ନେଇ ଆତଙ୍କ ଦେଖାଦେଇଛି। କରୋନା ପରେପରେ ଆଗାମୀ ୨୦ ବର୍ଷ ମଧ୍ୟରେ ପୃଥିବୀ ପାଇଁ ମହାବିପଦ ମାଡ଼ିଆସୁଛି ବୋଲି...

ଦମକଳ ବାହିନୀଙ୍କ ସହାୟତା ପାଇଁ ୩୩୮ ଫୁଟ ଲମ୍ବ ୯୦ କିଲୋ ପିଜା ତିଆରି କଲେ ଭଉଣୀ-ଭାଇ

ସିଡ୍‌ନୀ,୨୫।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁରେ ଅନେକ କ୍ଷତି ହୋଇଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ମୃତ୍ୟୁ ଘଟିଥିବା ଦମକଳ ବାହିନୀ କର୍ମଚାରୀଙ୍କ ଲାଗି ଅଷ୍ଟ୍ରେଲିଆରେ...

ଜଣେ ଛାତ୍ରୀଙ୍କ ପାଇଁ ଖୋଲେ ସ୍କୁଲ

ପାଟନା,୨୩।୧: ଜଣେ ଛାତ୍ରୀଙ୍କ ପାଇଁ ଖୋଲୁଛି ସ୍କୁଲ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ବିହାରର ଗୟାଠାରୁ ୨୦କିମି ଦୂର ମନସା ବିଗଡାରେ ଏହି ସରକାରୀ...

ବିମାନର ଏହି ସ୍ଥାନରେ ଭୁଲ୍‌ରେ ବି ରଖନ୍ତୁନି କିଛି ଜିନିଷ

ବିମାନରେ ଯାତ୍ରା କରିବା ସମୟରେ ମନରେ ଅନେକ ପ୍ରଶ୍ନ ଆସିଥାଏ। ଆମେ କ’ଣ ଆମେ କରିବା ଉଚିତ ଏବଂ କ’ଣ କରିବା ଉଚିତ ନୁହେଁ। ବେଳେବେଳେ...

ଚାକିରି ଛାଡ଼ି ରହୁଛନ୍ତି ଜଙ୍ଗଲରେ

ସାକ୍ରାମେଣ୍ଟୋ: ଆଜିକାଲିର ଲୋକଙ୍କୁ ଦୌଡ଼ାଦୌଡ଼ି ଜୀବନ ପସନ୍ଦ ଆସୁଛି। କାରଣ ସେମାନେ ସେପରି ପରିବେଶରେ ରହି ଶାନ୍ତ ପରିବେଶକୁ ଭୁଲି ଗଲେଣି। ସହରର ଚାଲିଚଳଣରେ ନିଜକୁ...

ରୁଷିଆକୁ ବଡ଼ ଝଟ୍‌କା

କ୍ୱିଭ୍‌,୩।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଅଷ୍ଟମ ଦିନରେ ପହଞ୍ଚିଛି। ୟୁକ୍ରେନରେ ରୁଷିଆ ପକ୍ଷରୁ ଆକ୍ରମଣ ଜୋରଦାର କରାଯାଇଛି। ଏହି ସମୟରେ ମିଳିତ...

ଜୁନ୍‌ରେ ମୋଦି-ଟ୍ରମ୍ପ ଭେଟ

ଓ୍ବାଶିଂଟନ,୨୬ା୫(ପି.ଟି.): ଜୁନ୍‌ରେ ଜି-୨୦ ସମିଟ୍‌ ଜାପାନରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ...

ବିବାହ ମଣ୍ଡପକୁ ରିକ୍ସାରେ ଆସିଲେ ବରକନ୍ୟା, ଭାଇରାଲ ହେଉଛି ଭିଡିଓ

ସମସ୍ତେ ନିଜ ନିଜ ବିବାହ ଦିନଟିକୁ ସ୍ବତନ୍ତ୍ର କରିବାକୁ ଚାହିଁଥାନ୍ତି। ଏଥିପାଇଁ କିଏ କେତେ କ’ଣ ବ୍ୟବସ୍ଥା କରିଥାନ୍ତି। କିଏ ଘୋଡ଼ା ଗାଡ଼ି ଚଢ଼ି ଆସନ୍ତି...

Advertisement
Archives

Model This Week