୧୬ ବର୍ଷ ଧରି କୌଣସି ଚିଠି ନ ବାଣ୍ଟି ଘରେ ଲୁଚାଇ ରଖିଲେ ପୋଷ୍ଟମ୍ୟାନ

ଟୋକିଓ,୨୫।୧: ଜାପାନରେ ଜଣେ ୬୧ ବର୍ଷ ବୟସ୍କ ଅବସର ପ୍ରାପ୍ତ ପୋଷ୍ଟମ୍ୟାନ୍‌ ୨୪ ହଜାରରୁ ଅଧିକ ଚିଠି ନ ବାଣ୍ଟି ପକାଇ ରହିଥିଲେ। ଏନେଇ ଜଣାପଡ଼ିବା ପରେ ପୋଷ୍ଟାଲ ଅଧିକାରୀ ଲୋକଙ୍କୁ କ୍ଷମା ମାଗିଛନ୍ତି। ସ୍ଥାନୀୟ ୟୋକୋହାମାରେ ଏଭଳି ଘଟଣା ଘଟିଛି। ୨୦୦୩ଠାରୁ ଗତ ୧୬ ବର୍ଷ ଧରି ମୁଖ୍ୟ ପୋଷ୍ଟମ୍ୟାନ୍‌ ଥିବା ଏହି ବ୍ୟକ୍ତି ଜଣକ କୌଣସି ଚିଠି ବାଣ୍ଟି ନ ଥିଲେ। ଏହାପରେ ଯାଞ୍ଚ୍‌ ହେବାରୁ ତାଙ୍କ ଘରୁ ଚିଠିଗୁଡ଼ିକ ମିଳିଥିଲା। ଚିଠି ମିଳୁ ନ ଥିବା ଅଭିଯୋଗ ହେବା ପରେ ଏହାର ତଦନ୍ତ ଆରମ୍ଭ ହୋଇଥିଲା। ଜୁନିୟରମାନଙ୍କୁ ହଇରାଣ କରିବା ଲାଗି ସେ ଏପରି କରିଥିବା କୁହାଯାଉଛି। ସେ ଦୋଷୀ ସାବ୍ୟସ୍ତ ହେଲେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ସହିତ ୩ ବର୍ଷ ଜେଲ ଦଣ୍ଡାଦେଶ ହୋଇପାରେ ବୋଲି ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ତିଆରି ହେଲା ପ୍ରଥମ ବିସ୍କୁଟ୍‌

ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ୍‌ରେ ଇଟାଲିର ମହାକାଶଚାରୀ ପ୍ରଥମ ଥର ପାଇଁ ବେକିଂ କରିଛନ୍ତି। ବେକିଂ କରି ସେ ମହାକାଶରେ ପ୍ରଥମ କୁକିଜ୍‌ ବା ବିସ୍କୁଟ ପ୍ରସ୍ତୁତ...

ମାର୍ଚ୍ଚରେ ଜନ୍ମିତ ବ୍ୟକ୍ତିଙ୍କଠାରେ ଥାଏ ଏହି ସବୁ ଲକ୍ଷଣ

ମାର୍ଚ୍ଚ ମାସରେ ଜନ୍ମ ନେଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ମଧ୍ୟରେ ଅନେକ ବିଶେଷ ଗୁଣ ରହିଥାଏ, ଯେଉଁ ଗୁଣ ସେମାନଙ୍କୁ ଅନ୍ୟମାନଙ୍କଠାରୁ ଭିନ୍ନ କରିଥାଏ। ତେବେ ଏହି...

ବନ୍ଧୁକ ମୁନରେ ଗଣତନ୍ତ୍ର ,୧୧ ଜଣଙ୍କୁ ଜୀବନ୍ତ ଜଳାଇଲେ ସାମରିକ ଶାସକ…

ନାପିଦ୍ୱ,୯।୧୨: ମ୍ୟାନ୍‌ମାରରେ ସାମରିକ ଶାସକଙ୍କ ନିର୍ଯାତନା ସମସ୍ତ ସୀମା ଟପିଛି। ଦେଶରେ ବନ୍ଧୁକ ମୁନରେ ଗଣତନ୍ତ୍ର ସମର୍ଥକଙ୍କୁ ଦମନ କରାଯାଉଛି। ଏହା ସହିତ ସେନାର ଏକଛତ୍ରବାଦୀ...

ସିଓଲ୍‌କୁ ଧ୍ୱଂସ କରିଦେବି, କିମ୍‌ଙ୍କ ଧମକ…

ପୋଙ୍ଗାଙ୍ଗ୍‌, ୩।୪ : ଦକ୍ଷିଣ କୋରିଆ ପ୍ରତିରକ୍ଷା ମନ୍ତ୍ରୀଙ୍କ ମନ୍ତବ୍ୟକୁ ଉତ୍ତର କୋରିଆ ନିନ୍ଦା କରିଛି ଯେଉଁଥିରେ ଦେଶର ସାମରିକ ଦକ୍ଷତା ବିଷୟରେ ସେ କହିଛନ୍ତି।...

ନୀଳ ରଙ୍ଗର ହୀରା ମୁଦି ଶହେ କୋଟିରେ ହେବ ନିଲାମ

ଜେନେଭା,୯।୧୧: ଜେନେଭାଠାରେ ଏକ ହୀରାମୁଦିର ନିଲାମ ହେବ। ଏହାକୁ ଶହେ କୋଟି ଟଙ୍କା(୧୪ ମିଲିୟନ୍‌ ଡଲାର)ରେ ନିଲାମ କରାଯିବ ବୋଲି କୁହାଯାଉଛି। ସ୍ଥାନୀୟ କ୍ରେଷ୍ଟ ନିଲାମ...

ଇମ୍ରାନ୍‌ଙ୍କ ବନ୍ଧୁ ଚେହେରାରୁ ହଟିଲା ମୁଖା: ଭାରତକୁ ବଦନାମ କରିବା ପାଇଁ ପିଆର୍‌ କମ୍ପାନୀକୁ ପାକିସ୍ତାନ ଦେଇଥିଲା ୭ କୋଟି

ଓ୍ବାଶିଂଟନ,୫।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଭାରତକୁ ଅନ୍ତର୍ଜାତୀୟସ୍ତରରେ ବଦନାମ କରିବା ପାଇଁ ପାକିସ୍ତାନ ରଚିଥିବା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଏହାଦ୍ୱାରା ପାକିସ୍ତାନ ପ୍ରଧାନମନ୍ତ୍ରୀ...

କରୋନା ଟିକା ନେବା ବେଳେ ହସି ହସି ଗଡ଼ିଲେ ପୋଲିସ ବାବୁ, ନାକେଦମ ହେଲେ ନର୍ସ; ଭିଡିଓ ଦେଖିଲେ..

ମହାମାରୀ କରୋନାଠାରୁ ରକ୍ଷା ପାଇବା ଲାଗି ସାରା ବିଶ୍ୱରେ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ପ୍ରଥମ ଥର ପାଇଁ ଟିକା ନେଉଥିବା ଅନେକ ନିଜର...

ସଚେତନତା ହିଁ ନିଦାନ

ବିଭିନ୍ନ ଶାରୀରିକ ସମସ୍ୟାର ସମାଧାନ କ୍ଷେତ୍ରରେ ସଚେତନତାକୁ ହିଁ ନିଦାନର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଭାବେ ଗ୍ରହଣ କରାଯାଇଥାଏ। ଅପସ୍ମାର ଭଳି ସମସ୍ୟା କ୍ଷେତ୍ରରେ ସଚେତନତାକୁ...

Advertisement
Archives

Model This Week