Posted inଜାତୀୟ

ପୋଷ୍ଟରରେ ଧମକ ନେଇ ଡିଜିପି କହିଲେ : ଆତଙ୍କବାଦୀଙ୍କ କଥା ଖୁବ୍‌ଶୀଘ୍ର ବୁଝିବୁ

ଜମ୍ମୁ/ଶ୍ରୀନଗର,୧୯ା୯(ପି.ଟି.): କେନ୍ଦ୍ର ସରକାରଙ୍କ ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିକୁ ୪୫ ଦିନ ପୂରିଥିଲେ ହେଁ ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇପାରି ନାହିଁ। ସଶସ୍ତ୍ର ଆତଙ୍କବାଦୀମାନେ ସ୍ଥାନୀୟ ଲୋକଙ୍କୁ ଭୟଭୀତ କରି ପ୍ରଶାସନକୁ ଅବଜ୍ଞା କରିବା ଲାଗି ନାନା ଉପାୟ ଆପଣାଉଛନ୍ତି। ଦୋକାନବଜାର ନ ଖୋଲିବା ପାଇଁ ସେମାନେ ଲୋକଙ୍କୁ ଧମକ ଦେଉଛନ୍ତି। ବ୍ୟବସାୟୀଙ୍କୁ ଡରାଇ ଜୋରଜବରଦସ୍ତି ଦୋକାନ ବନ୍ଦ କରିଦେଉଛନ୍ତି। ସେମାନେ ବିଭିନ୍ନ ସ୍ଥାନରେ ଧମକପୂର୍ଣ୍ଣ ପୋଷ୍ଟର ମାରି ସ୍ଥିତିକୁ ସଙ୍ଗିନ କରିବାରେ ଲାଗିଛନ୍ତି। ଏଭଳି ସମୟରେ ସ୍ଥିତି ହାତରୁ ଖସିଯିବାକୁ ବସିଥିବାବେଳେ ବୁଧବାର ପୋଲିସ ମହାନିର୍ଦ୍ଦେଶକ ଦିଲବାଗ୍‌ ସିଂ ଆତଙ୍କବାଦୀଙ୍କୁ ଚେତାବନୀ ଦେଇଛନ୍ତି। ଉପତ୍ୟକାବାସୀ ପାକିସ୍ତାନର ଅପପ୍ରଚାର ପ୍ରତି ଧ୍ୟାନ ଦେବା ଅନୁଚିତ। ସାଧାରଣ ଲୋକଙ୍କୁ ଧମକ ଦେଉଥିବା ଆତଙ୍କବାଦୀଙ୍କ କଥା ଆମେ ଖୁବ୍‌ଶୀଘ୍ର ବୁଝିବୁ। ସେମାନଙ୍କୁ ନିପାତ କରାଯିବ ବୋଲି ସେ ଏକ କାର୍ଯ୍ୟକ୍ରମରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri