ପୋଷ୍ଟାଲ ବାଲଟ୍‌ ଗଣତି ଶେଷ: ବିଜେଡି ଆଗୁଆ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତେବେ ଏହି ୨ ନିର୍ବାଚନମଣ୍ଡଳୀରେ ପୋଷ୍ଟାଲ ବାଲଟ୍‌ ଭୋଟ ଗଣନାରେ ବିଜେଡି ଆଗରେ ରହିଛି। ପୋଷ୍ଟାଲ ବାଲଟ୍‌ ଗଣତି ଶେଷ ହୋଇଥିବା ବେଳେ ପ୍ରଥମ ରାଉଣ୍ଡରେ ବିଜେଡି ଆଗରେ ରହିଛି। ବାଲେଶ୍ୱରେ ବିଜେଡିକୁ ୩୪୨୭ ଭୋଟ ମିଳିଥିବା ବେଳେ ଭାଜପାକୁ ୨୮୧୨ ଓ କଂଗ୍ରେସ ୯୦୦ ଭୋଟ ପାଇଛି। ସେହିପରି ତିର୍ତ୍ତୋଲରେ ବିଜେଡି ୩୮୫୨, ଭାଜପା ୨୭୭୪ ଓ କଂଗ୍ରେସ ୪୪୨ଟି ଭୋଟ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ନେଲା ମା’ପୁଅଙ୍କ ଜୀବନ

ଲଇକେରା,୧୭ା୫: କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକର ମା’ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବ୍ଲକ ମୁଖ୍ୟାଳୟର ମା’ ବୁଇ...

ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...

ଚକରା ଗ୍ୟାଙ୍ଗର ୨ ଲୁଟେରାଙ୍କ ସମେତ ୫ ଗିରଫ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ଲୁଟପାଟ୍‌ କରି ଏହାକୁ ବିକ୍ରି କରୁଥିବା ଗ୍ୟାଙ୍ଗକୁ ତମୋଣ୍ଡା ଥାନା ପୋଲିସ ଗିରଫ କରିଛି । ଏଥିରେ ୨...

ବାହାରେ ପଡ଼ିବନି ପାଇଖାନା ମଇଳା

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ପରିମଳ ପରିଚାଳନାକୁ ଦୀର୍ଘସ୍ଥାୟୀ କରିବା ନେଇ ମଙ୍ଗଳବାର ସଚିବାଳୟଠାରେ ଉନ୍ନୟନ କମିଶନର ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି।...

ଭାଜପାରୁ ୫ ବହିଷ୍କୃତ

ଭୁବନେଶ୍ୱର, ୧୪ା୨(ବ୍ୟୁରୋ): ଭାଜପାର ଜିଲା ସଭାପତିମାନଙ୍କ ସୁପାରିସ ଏବଂ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ଦଳ ବିରୋଧୀ କାର୍ଯ୍ୟ ଲାଗି ଦଳରୁ କେତେଜଣଙ୍କୁ ବହିଷ୍କୃତ...

ନୋଟ୍‌ ବଦଳ ପାଇଁ କମିଶନ ୨ଲକ୍ଷ ଠକେଇ: ୪ ଗିରଫ

କଟକ ଅଫିସ,୯ା୧୨: ପୁରୀସ୍ଥିତ ଏକ ମଠର କର୍ମଚାରୀ ପରିଚୟ ଦେଇ ନୋଟ୍‌ ଏକ୍ସଚେଞ୍ଜ କରିବା ପାଇଁ କମିଶନ ଦେବାକୁ କହି ୨ଲକ୍ଷ ଟଙ୍କା ଠକି ନେବା...

ଅଭିଯୁକ୍ତଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହେବ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କ ୪ ଦିନିଆ ରିମାଣ୍ଡ ଅବଧି ଗୁରୁବାର ସରିଛି।...

ଶିଖରଚଣ୍ଡୀ ପାହାଡ଼ରେ ୪ ହାତୀ

ଭୁବନେଶ୍ୱର (ବ୍ୟୁରୋ)/ ବାରଙ୍ଗ,୨୫।୩(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ଶିଖରଚଣ୍ଡୀ ପାହାଡ଼ରେ ଶୁକ୍ରବାର ସକାଳେ ୪ଟିକିଆ ହାତୀପଲ ଥିବା ଜଣାପଡ଼ିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଦିନତମାମ ଏହି...

Advertisement
Archives

Model This Week