ପୌରପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ରାୟଗଡ଼ା ଅଫିସ,୨୨।୧: ରାୟଗଡ଼ା ଯୁବ ବିକାଶ ପରିଷଦ ପକ୍ଷରୁ ଏକ ଦାବିପତ୍ର ବୁଧବାର ପୌରପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ସହରର କସ୍ତୁରୀ ନଗରସ୍ଥିତ ନାଗାବଳି ଶ୍ମଶାନ ଘାଟର ଉନ୍ନତୀକରଣ ପାଇଁ ରାୟଗଡ଼ା ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସଚିଦା ନନ୍ଦଙ୍କୁ ଏହି ଦାବିପତ୍ର ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ଶ୍ମଶାନର ଆଲୋକୀକରଣ, ପାଣି, ଗୋଦାମ ଗୃହ, ଶୌଚାଳୟ ଆଦି ବ୍ୟବସ୍ଥା ପାଇଁ ଦାବିପତ୍ରରେ ଉଲ୍ଲେଖ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଣଭାର ସହି ନ ପାରି ଛତୁ ଚାଷୀଙ୍କ ଆତ୍ମହତ୍ୟା

ସୋର, ୧୭ା୬(ଡି.ଏନ.ଏ.)-ରଜ ମଉଜରେ ସମସ୍ତେ ମଜାମସ୍ତିରେ ମାତିଥିବା ବେଳେ ବାଲେଶ୍ୱର ଜିଲା ସୋର ବ୍ଲକ ମାଣତ୍ରୀ ପଞ୍ଚାୟତ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଆରଡ଼ିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଆରଡି,୨୫ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲାର ଆରଡି ପୀଠ ସମେତ ଏହାର ଆଖପାଖ ଅଞ୍ଚଳରେ ୬୦ ଘଣ୍ଟିିଆ ଶଟ୍‌ଡାଉନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛିା ଗୁରୁବାର ଆରଡି ଫାଣ୍ଡି ପୋଲିସ...

ଏସ୍‌ପି ଅଫିସ ସମ୍ମୁଖରେ ଗୃହମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଝାରସୁଗୁଡା ଅଫିସ,୨୦।୧୦: ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟାକାଣ୍ଡ ପ୍ରତିବାଦରେ ଝାରସୁଗୁଡା ଜିଲା ଭାଜପା ମହିଳା ମୋର୍ଚ୍ଚା ତରଫରୁ ସଭାନେତ୍ରୀ ରୀନା ପଟେଲଙ୍କ ନେତୃତ୍ୱରେ ବୁଧବାର ଏସ୍‌ପି...

ଅବହେଳିତ ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗୀ : ପାଉଁଶ ଯୋଗାଇଦେବାକୁ କାରଖାନା କର୍ତ୍ତୃପକ୍ଷଙ୍କୁ ଆରଆଇସିଙ୍କ ପତ୍ର

ଯାଜପୁର ଅଫିସ,୭ା୧୦: ଯାଜପୁର ଜିଲାର ଲଘୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମଏସଏମଇ)ଗୁଡିକ ବିଭିନ୍ନ କ୍ଷେତ୍ରରେ ଅବହେଳିତ ହେଉଛନ୍ତି। ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗୀଙ୍କୁ ଋଣ ଯୋଗାଇ ଦେବାରେ...

ଭାଇଚାରା ସୃଷ୍ଟି କରେ ଝୋଡ଼ିଆ ପରଜାଙ୍କ ପୁଷ୍‌ ପରବ

ଟିକିରି,୨୪ ।୧(ଡି.ଏନ୍‌.ଏ.) ରାୟଗଡା ଜିଲା କାଶୀପୁର ବ୍ଲକ ଝୋଡ଼ିଆ ପରଜାଙ୍କ ନିଆରା ପରବ ପୁଷ୍‌ ପରବ ଶେଷ ହୋଇଛି। ଏହା ସେମାନେ ପରମ୍ପରା ଅନୁଯାୟୀ ବିଶ୍ୱାସର...

କଲେଜ ଛାତ୍ର ମୃତ୍ୟୁ ଘଟଣା ପଛରେ ପ୍ରେମିକା ସହ ଧରମ ଭାଇର ହାତ

କଟକ ଅଫିସ,୨୮ା୯: ଖ୍ରୀଷ୍ଟ କଲେଜ ଛାତ୍ର ମୃତ୍ୟୁ ଘଟଣାର ପୋଲିସ ସୋମବାର ପର୍ଦ୍ଧାଫାଶ କରିଛି। ଛାତ୍ର ତୁଷାରକାନ୍ତ ସାହୁଙ୍କ ମୃତ୍ୟୁ ଘଟଣାରେ ଜଗତପୁର ପୋଲିସ ୨...

ସିଆରଜେଡ଼ ଜନଅଭିଯୋଗ ଶୁଣାଣି: ଆସିଲେନି ବିଭାଗୀୟ ଅଧିକାରୀ, ତହସିଲଦାର ହଟହଟା

ବାଲିଆପାଳ,୧୩।୧(ସ୍ବ.ପ୍ର.)-ସାମୁଦ୍ରିକ ତଟବର୍ତ୍ତୀ ପରିଚାଳନା ଜୋନ (ସିଆରଜେଡ୍‌)ର ପ୍ରସ୍ତାବିତ ନକ୍ସା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ଏବଂ ଲୋକଙ୍କଠାରୁ ଅଭିଯୋଗ ଶୁଣିବା ପାଇଁ ବାଲିଆପାଳ ତହସିଲଦାର ସୋମବାର...

ଧାରଣା ପରେ ଶିକ୍ଷକଙ୍କ ବଦଳି ବାତିଲ

ପରଜଙ୍ଗ, ୭ା୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଘାଗରାମୁଣ୍ଡା ପଞ୍ଚାୟତ କଟୁମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଗ୍ରାମବାସୀ, ଛାତ୍ରୀଛାତ୍ର ଏବଂ...

Advertisement
Archives

Model This Week