ପୌରପାଳିକା ଯୋଗଦେଲେ ନୂତନ ଇଓ:ସହର ପରିମଳ ପ୍ରଥମ ଲକ୍ଷ୍ୟ

ଅନୁଗୋଳ ଅଫିସ, ୨୪।୯

ରେମୁଣାରେ ଆଡିଶନାଲ ତହସିଲଦାର ଥିବା ବିନୋଦ ଚନ୍ଦ୍ର ପଣ୍ଡା ସୋମବାର ଅନୁଗୋଳ ପୌରପାଳିକାରେ ନୂତନ ନିର୍ବାହୀ ଅଧିକାରୀ (ଇଓ) ଭାବେ ଯୋଗଦେଇଛନ୍ତି। ନାଲ୍‌କୋ ଭୂ-ଅର୍ଜନ ଅଧିକାରୀ ତଥା ପୌରପାଳିକା ଇଓ ଭାବେ ଅତିରିକ୍ତ ଦାୟିତ୍ୱରେ ଥିବା ସୁବ୍ରତ କୁମାର ବେହେରାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପରେ ନୂତନ ନିର୍ବାହୀ ଅଧିକାରୀ ପୌର କର୍ମଚାରୀଙ୍କୁ ଡାକି ମିଳିମିଶି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ପୌରପାଳିକାର ପରିମଳ ବ୍ୟବସ୍ଥାରେ ପୂଜା ପୂର୍ବରୁ କିପରି ପରିବର୍ତ୍ତନ ଅଣାଯାଇ ପାରିବ ସେଥିପାଇଁ ଉଦ୍ୟମ କରିବେ ବୋଲି ନୂତନ ନିର୍ବାହୀ ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ପରେ ହାତ ଛାଡିଦେଲେ ବାପା; ବ୍ୟାଙ୍କ ବାରଣ୍ଡାରେ ୨ ଶିଶୁ

ବନ୍ତଳା,୧୬।୯(ଡି.ଏନ.ଏ.) ୨ ନୀରିହ ଶିଶୁଙ୍କୁ ଛାଡି ମା’ କେଉଁଆଡେ ପଳାଇଥିବାବେଳେ ଏବେ ହାତ ଛାଡିଦେଇଛନ୍ତି ବାପା। ଫଳରେ ସମବାୟ ବ୍ୟାଙ୍କ ବାରଣ୍ଡାରେ ୫ ଦିନ ହେଲା ଅସହାୟ...

ସ୍କାନରରେ ଜିଲାପାଳ କାର୍ଯ୍ୟାଳୟ କର୍ମଚାରୀ

ଅନୁଗୋଳ ଅଫିସ, ୧୬।୯: ଅନୁଗୋଳ ଜିଲାପାଳଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଟଙ୍କା ଗାଏବ ଘଟଣାରେ ଗିରଫ ହୋଇଥିବା ସମ୍ପୃକ୍ତ ବ୍ୟାଙ୍କର ପୂର୍ବତନ ମ୍ୟାନେଜର ଶକ୍ତି ବେଦାନ୍ତଙ୍କ...

ପଟୁରେ ପୋତିହେଲାଣି ଆଉଁଳି

ଛେଣ୍ଡିପଦା, ୪ା୩(ସ୍ବ.ପ୍ର.) – ଅଣଜଳସେଚିତ ଜମିକୁ ଜଳସେଚିତ କରି ଚାଷୀଙ୍କ ମୁହଁରେ ହସ ଫୁଟାଇବାକୁ ଦୀର୍ଘ ୫୦ ବର୍ଷ ତଳେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ...

ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ବଇଣ୍ଡା, ୨୯ା୩(ଡି.ଏନ.ଏ.)- କରୋନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ଜନତା ମହାବିଦ୍ୟାଳୟ ଓ କିଶୋରନଗର ଡିଗ୍ରୀ କଲେଜ ପକ୍ଷରୁ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବଇଣ୍ଡା,୬ା୫(ଡି.ଏନ୍‌.ଏ)-କରୋନା ମୁକାବିଲା ପାଇଁ ବୁଧବାର କିଶୋରନଗର ବ୍ଲକ ୫ ଟି ପଞ୍ଚାୟତର ଏମବିକେ ମହିଳା ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬୩୦୦ ଟଙ୍କା ସହାୟତା...

୧୩ ନମୁନା ନେଗେଟିଭ

ତାଳଚେର,୧୨।୪(ନି.ପ୍ର.)- ତାଳଚେର ପ୍ରଶାସନ ପକ୍ଷରୁ ଭୁବନେଶ୍ୱର ପଠାଯାଇଥିବା ୧୩ ରକ୍ତ ନମୁନାର ରିପୋର୍ଟ ନେଗେଟିଭ ଆସିଥିବା ସଦର ଥାନା ଅଧିକାରୀ ସତ୍ୟବ୍ରତ ରାଉତ କହିଛନ୍ତି। ଏହି...

୪.୭୩ ଲକ୍ଷ ପିଲା ଖାଇବେ କୃମି ନାଶକ ଔଷଧ

ଅନୁଗୋଳ ଅଫିସ, ୨୦।୭ – ଅଗଷ୍ଟ ୮ ଜାତୀୟ କୃମି ନାଶକ ଦିବସ ଅବସରରେ ଅଙ୍ଗନୱାଡ଼ି କେନ୍ଦ୍ର ଓ ବିଦ୍ୟାଳୟରେ ପଢ଼ୁଥିବା ପିଲାମାନଙ୍କୁ କିପରି କୃମି...

ପଞ୍ଚାୟତରେ ସରିନି ଆଇସୋଲେଶନ ସେଣ୍ଟର

ଅନୁଗୋଳ ଅଫିସ, ୨୯।୩ – କରୋନା ସଂକ୍ରମଣ ଏବେ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯିବା ସହ ଏହାର ମୁକାବିଲାକୁ ଅଧିକ ଶାଣିତ...


Coronavirus Update

Archives

Model This Week

Why Dharitri