ପୌର ନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର

ଭଦ୍ରକ ଅଫିସ, ୨୭।୫-ଭଦ୍ରକ ପୌରପାଳିକା କାଉନସିଲ ବୈଠକ ପରେ ଶୁକ୍ରବାର ନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର ନେଇ ସେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ବୈଠକ ସରିବା ପରେ କୌଣସି କାରଣକୁ ନେଇ ଜଣେ ବ୍ୟକ୍ତି ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ରାଉତଙ୍କୁ ତାଙ୍କ ଚ୍ୟାମ୍ବରରେ ଦୁର୍ବ୍ୟବହାର କରିଥିଲେ। ଏପରିକି ତାଙ୍କୁ ମାଡ଼ ମାରିବା ପାଇଁ ଉଦ୍ୟମ କରିବା ବେଳେ ସେ ଚ୍ୟାମ୍ବରରୁ ଦୌଡ଼ି ପଳାଇଥିଲେ ବୋଲି ଏତଲାରେ ଉଲ୍ଲେଖ କରିଛନ୍ତି। ଅପରପକ୍ଷରୁ ମଧ୍ୟ ଥାନାରେ ପାଲଟା ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ବାପାଙ୍କଠାରୁ ତଥ୍ୟ ସଂଗ୍ରହ କଲା ପୋଲିସ

ସମ୍ବଲପୁର,୬ା୩(ବ୍ୟୁରୋ):ସମ୍ବଲପୁର ଜିଲା ବୁର୍ଲା ଥାନା ପିସି ବ୍ରିଜ ପାୱାର ଚ୍ୟାନେଲକୁ ଡେଇଁ ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତ୍ୟୁ ଘଟଣା ୬ଦିନ ପରେ...

ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୯: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ବାଲେଶ୍ୱର ଜିଲା ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରଞ୍ଜନ କୁମାର ସୂତାର...

ଯୁବତୀଙ୍କୁ ଗଣ ବଳାତ୍କାର: ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ୍‌

ଝାରସୁଗୁଡ଼ା ଅଫିସ,୮।୫: ଝାରସୁଗୁଡ଼ା ବସ୍‌ଷ୍ଟାଣ୍ଡ ଆଖପାଖ ଅଞ୍ଚଳ ରେଲଓ୍ବେ ପୋଲିସ ଓ ଓଡ଼ିଶା ପୋଲିସ ଅଧୀନରେ ରହିଛି। ଅନେକ ସମୟରେ ଉଭୟ ପୋଲିସ ମଧ୍ୟରେ ସମନ୍ବୟ...

ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର

ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ...

ଚାକିରି ଅପେକ୍ଷାରେ ୩୩,୭୨୧ ବେକାର

  ବାରିପଦା ଅଫିସ, ୨୧ା୩- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ବର୍ତ୍ତମାନ ବେକାରି ସମସ୍ୟା ଉତ୍କଟ ହେବାରେ ଲାଗିଛି। ପ୍ରତିବର୍ଷ ବେକାରିଙ୍କ ସଂଖ୍ୟା ବଢ଼ି ବଢ଼ି...

ଶିଳାନ୍ୟାସକୁ ୩ ବର୍ଷ ବିତିଲା, ଫଳକରେ ଅଟକିଛି ପ୍ରକଳ୍ପ

ପଟ୍ଟାମୁଣ୍ଡାଇ, ୩୧ା୮ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦ ବୁଧବାର ସ୍ବାୟତ୍ତ ଶାସନ ଦିବସ ପାଳିବ। ଏହି ଦିବସକୁ ଦୃଷ୍ଟିରେ ରଖି ବିଧାୟକ, ପ୍ରଶାସନିକ...

ପଛରୁ ପିଟିଲା ଟ୍ରକ୍‌, ଚାଲିଗଲା ମା’ ବାପାଙ୍କ ଜୀବନ; ଝିଅ ଗୁରୁତର

ଚଣ୍ଡିଖୋଲ,୧୧।୪ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ରବିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା...

କରୋନାରେ ଦାରିଙ୍ଗବାଡ଼ିର ଜଣେ ଛାତ୍ରୀଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୫ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି। ଏହା ଚଳିତ ତୃତୀୟ ଲହରୀର ପ୍ରଥମ ଘଟଣା ବୋଲି ଜଣାପଡ଼ିଛି।...

Advertisement
Archives

Model This Week