Posted inଖେଳ

ପ୍ରକାଶ ପାଇଲା ଓସିଏ ନିର୍ବାଚନୀ ପ୍ରୋଟୋକଲ୍‌

କଟକ ଅଫିସ,୨୪ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନ ନିମନ୍ତେ ସୋମବାର ନିର୍ବାଚନୀ ପ୍ରୋଟୋକଲ ପ୍ରକାଶ କରାଯାଇଛି । ୨୭ ତାରିଖ ଦିନ ୧୧ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହେବ । ଭୋଟ ଅଧିକାର ପାଇଥିବା ପ୍ରତିନିଧିମାନେ ସେମାନଙ୍କ ପରିଚୟ ପତ୍ର ଦେଖାଇ ମତଦାନ କେନ୍ଦ୍ରକୁ ପ୍ରବେଶ କରିବେ । ଦିନ ୧୧.୧୫ରୁ ଭୋଟ ସଂଗ୍ରହ ଆରମ୍ଭ ହେବ । ଦିନ ୨ଟା ହେଉଛି ମତଦାନର ଶେଷ ସମୟ । ଏହା ପରେ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଭୋଟ ଗଣତି କରାଯିବ। ସନ୍ଧ୍ୟା ୬ଟା ପୂର୍ବରୁ ଫଳାଫଳ ଘୋଷଣା କରାଯିବ । ଓସିଏ ସମ୍ମିଳନୀ କକ୍ଷରେ ଭୋଟ ସଂଗ୍ରହ କରାଯିବା ବେଳେ ଏହା ପୂର୍ବରୁ ଦୁଇଟି ସ୍ଥାନରେ ମତଦାତାଙ୍କୁ ଯାଞ୍ଚ କରାଯିବ। ମତଦାନ ନିମନ୍ତେ ଦିଆଯାଇଥିବା କାଗଜପତ୍ର ସମେତ ଅନ୍ୟ ପ୍ରକୃତ ପରିଚୟ ପତ୍ର ସାଥିରେ ଆଣିବାକୁ ନିବେଦନ କରାଯାଇଛି। ଭୋଟ ଗଣତି ସମୟରେ ପ୍ରାର୍ଥୀଙ୍କର ଜଣେ ମାତ୍ର ପ୍ରତିନିଧି ଉପସ୍ଥିତ ରହିପାରିବେ ବୋଲି ନିର୍ବାଚନ ଅଧିକାରୀ ମାଖନଲାଲ ମଜୁମଦାର ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ୱାଲିଫାୟାର-୨: ଟସ୍‌ ଜିତିଲା ରାଜସ୍ଥାନ, ବାଙ୍ଗାଲୋରର ଜବରଦସ୍ତ ବ୍ୟାଟିଂ

ମୁମ୍ବାଇ,୨୭।୫: ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଶୁକ୍ରବାର କ୍ୱାଲିଫାୟାର-୨ ମୁକାବିଲା ଖେଳାଯାଉଛି। ଏଥିରେ ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି...

ନୀରଜ ଆଣିଲେ ସ୍ବର୍ଣ୍ଣ

ଟୋକିଓ,୭।୮: ଇତିହାସ ରଚିଲେ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ଟୋକିଓ ଅଲିମ୍ପିକ୍ସର ଅନ୍ତିମ ଦିନ ଭାରତକୁ ମିଳିଛି ଏକମାତ୍ର ସ୍ବର୍ଣ୍ଣ ପଦକ। ଭାରତର ପ୍ରଥମ ଟ୍ରାକ...

ଗୋଟିଏ ବଲରେ ୭ ରନ୍‌ କଲେ

ଖ୍ରୀଷ୍ଟଚର୍ଚ୍ଚ,୯।୧: ବାଂଲାଦେଶ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ରବିବାରଠାରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ଏକ ଅଜବ ଘଟଣା ଘଟିଛି। ନ୍ୟୁଜିଲାଣ୍ଡ ଓପନର ଓ୍ବିଲ ୟଙ୍ଗ ଗୋଟିଏ...

ପ୍ରଥମ ବିଜୟ ସ୍ବାଦ ଚାଖିଲା ହାଇଦ୍ରାବାଦ: ଚେପକ୍‌ର ମଇଦାନକୁ ନେଇ ଓ୍ବାର୍ନର କହିଲେ…

ଚେନ୍ନାଇ,୨୨।୪: ଲଗାତାର ଭାବେ ୩ ଟି ମ୍ୟାଚ୍‌ ହାରିବା ପରେ ବୁଧବାର ସନରାଇଜର୍ସ ହାଇଦ୍ରାବାଦ ଆଇପିଏଲ୍‌ର ଚଳିତ ସଂସ୍କରଣରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ସଫଳତାପୂର୍ବକ...

ଭାରତୀୟ ନାଗରିକଙ୍କୁ ବିବାହ କଲେ ପାକିସ୍ତାନ କ୍ରିକେଟର

ଦୁବାଇ,୨୧।୮: ଏଠାରେ ଆୟୋଜିତ ଏକ ଉତ୍ସବରେ ପାକିସ୍ତାନ କ୍ରିକେଟ ଦଳର ପେସର ହାସନ ଅଲୀ ମଙ୍ଗଳବାର ଭାରତୀୟ ନାଗରିକ ଶାମିଆ ଆର୍‌ଜୁଙ୍କୁ ବିବାହ କରିଛନ୍ତି। ଏହି...

ନେଟ୍ସରେ ଅଭ୍ୟାସ କରିବାକୁ ଡର ଲାଗିଥିଲା: କୋହଲି

ଦୁବାଇ,୩୧।୮(ପି.ଟି): ଦୀର୍ଘ ୫ ମାସ ପରେ ପ୍ରଥମଥର ପାଇଁ ନେଟ୍ସରେ ଅଭ୍ୟାସ କରିବାକୁ ଡର ଲାଗିଥିଲା ବୋଲି ଭାରତୀୟ ଅଧିନାୟକ ବିରାଟ କୋହଲି କହିଛନ୍ତି। ତେବେ...

ଖେଳରତ୍ନ ପାଇଁ ହକି ଅଧିନାୟିକା ରାନୀଙ୍କ ନାମ ସୁପାରିସ: ଅର୍ଜୁନ ଲାଗି ବନ୍ଦନା, ମୋନିକା, ହରମନପ୍ରୀତ

ନୂଆଦିଲ୍ଲୀ,୨।୬(ପି.ଟି.): ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇଁ ଭାରତୀୟ ହକି ଅଧିନାୟିକା ରାନୀ ରାମପଲଙ୍କ ନାମ ସୁପାରିସ୍‌ କରାଯାଇଛି। ସେହିପରି...

ବିଶ୍ୱକପ୍‌ ଏକାଦଶରେ ମେସି, ଏମ୍‌ବାପେ

କାତାରରେ ଫିଫା ବିଶ୍ୱକପ୍‌ର ପରିସମାପ୍ତି ଘଟିଛି। ଫାଇନାଲରେ ଫ୍ରାନ୍ସକୁ ପେନାଲ୍ଟି ଶୁଟ୍‌ଆଉଟ ୪-୨ (ନିର୍ଦ୍ଧାରିତ ସମୟ ଖେଳ ୨-୨ ଓ ଅତିରିକ୍ତ ସମୟରେ ୧-୧) ଗୋଲରେ...

Advertisement
Archives

Model This Week